କାଳବୈଶାଖୀ ପ୍ରଭାବରେ ଝିପିଝିପି ବର୍ଷା, ତାତିରୁ ଆଶ୍ୱସ୍ତି

କିଛିଦିନ ଧରି କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ପ୍ରଚଣ୍ଡ ଖରା, ତତଲା ପବନ ଓ ଗୁଳୁଗୁଳରେ ଲୋକେ ଛଟପଟ ହେଉଥିବା ବେଳେ ରବିବାର ଅପରାହ୍ନରେ ସାମାନ୍ୟ ଆଶ୍ୱସ୍ତି ମିଳିଛି । ରବିବାର ଅପରାହ୍ନରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝିପିଝିପି…

ରାଜ୍ୟ ବିଜେଡି ସମ୍ପାଦକ ହେଲେ ମିଟୁ ଦାଶ

କେନ୍ଦ୍ରାପଡ଼ା ଜିଲ୍ଲାର ଅନ୍ୟତମ ପ୍ରଭାବଶାଳୀ ଯୁବନେତା ମିଟୁ ଦାଶଙ୍କ ସାଙ୍ଗଠନିକ ଦକ୍ଷତାକୁ ବିଚାରକୁ ନେଇ ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ସଂଗଠନକୁ ଅଧିକ ସୁଦୃଢ ଓ କ୍ରିୟାଶୀଳ କରିବା ପାଇଁ ରାଜ୍ୟ ବିଜେଡି ସମ୍ପାଦକ ଭାବେ ନିଯୁକ୍ତି…

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ଭୁବନେଶ୍ୱର,୭ା୪-ନିକଟରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଦଳୀୟ ସମର୍ଥକଙ୍କ ସହ ରବିବାର ବିଜେଡିରେ ମିଶିଛନ୍ତି । ଶଙ୍ଖଭବନକୁ ଆସି ସେ ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡିର ବରିଷ୍ଠ ନେତା ପ୍ରତାପ ଜେନା, ଶଶିଭୂଷଣ ବେହେରା ଓ ରାଜ୍ୟସଭା…

ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଚୋରୀ

କେନ୍ଦ୍ରାପଡ଼ା, ୬ା୪: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର କଚେରୀଡିହ ସ୍ଥିତ ଶ୍ରୀବଟେଶ୍ୱର ମହାଦେବଙ୍କ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଚୋରୀ ହୋଇଥିବା ସଦର ଥାନାରେ ଅଭିଯୋଗ ହୋଇଛି । ମନ୍ଦିରର ପୂଜକ କାର୍ତ୍ତିକ ଚନ୍ଦ୍ର ଦାଶଙ୍କ ଅଭିଯୋଗ ଅନୁଯାୟୀ…

ଗୋଟିଏ ମଞ୍ଚରେ ବିଜେଡି ଆଶୟୀ ପ୍ରାର୍ଥୀ : ଦଳ ମଧ୍ୟରୁ ପ୍ରାର୍ଥୀ କରାଯିବାକୁ ସଭାପତିଙ୍କୁ ଦାବି

କେନ୍ଦ୍ରାପଡ଼ା, ୬ା୪: କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ଆଶୟୀ ପାର୍ଥୀ ଗୋଟିଏ ମଞ୍ଚରେ ଏକାଠି ହୋଇଛନ୍ତି । ସେମାନଙ୍କୁ ସମର୍ଥନ ଜଣାଇ ହଜାର ହଜର ଦଳୀୟ କର୍ମୀ ଏକାଠି ହେଇ ଦାବି ଉପସ୍ଥାପନ କରିବା ସହ ଦଳୀୟ ଆଶାୟୀ ପ୍ରାର୍ଥୀଙ୍କ…

ଜଳ ପରିଚାଳନାରେ ତୃଟି , ଶୀତଳ ଭଣ୍ଡାର ନ ଥିବାରୁ ଚାଷୀ ହତାଶ

  ଶିକ୍ଷିତ ଯୁବତୀଯୁବକମାନେ ନିଯୁକ୍ତି ଅଭାବରୁ ବେକାର ଦାଦନ ଖଟିବାକୁ ଯାଉଛନ୍ତି ଶ୍ର୍ରମିକଶ୍ରେଣୀର ଲୋକେ ଚାଷକରି ଲାଭ ପାଉନାହାଁନ୍ତି ଚାଷୀ   ରାଜ୍ୟରେ ଏକଦା ମନ୍ତ୍ରୀପଡ଼ା ଭାବେ ପରିଚିତ ଲାଭ କରିଥିବା କେନ୍ଦ୍ରାପଡ଼ା ଜିଲାର ସ୍ୱତନ୍ତ୍ର ପରିଚୟ ରହିଥିବା ବେଳେ ଆଜି…

ଶାନ୍ତିଲତା ବାରିକ ଛୋଟରାୟଙ୍କୁ ଗଭୀର ଶ୍ରଦ୍ଧାଞଳି

କେନ୍ଦ୍ରାପଡା,୬ା୪: ଅପରାହ୍ନରେ ବାରୁଅସ୍ଥିତ ଜିଲ୍ଲାର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଅନୁଷ୍ଠାନର ଅକ୍ଷୟ ମହାନ୍ତି କକ୍ଷରେ ଓଡିଆ ଭକ୍ତି ସଂଗୀତ ଜଗତର ପ୍ରଥିତଯଶା କଣ୍ଠଶିଳ୍ପୀ ଭଜନ ସାମ୍ରାଜ୍ଞୀ ସ୍ୱର୍ଗୀୟା ଶାନ୍ତିଲତା…

କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ କଂଗ୍ରେସ କର୍ମକର୍ତ୍ତାଙ୍କ ସମୂହ ଇସ୍ତଫା

କେନ୍ଦ୍ରାପଡ଼ା, ୫/୪: କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେନ୍ଦ୍ରାପଡା ନଗର କଂଗ୍ରେସ କମିଟି କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇ ବ୍ଲକର କଂଗ୍ରେସ କର୍ମକର୍ତ୍ତାମାନେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ସମର୍ଥନରେ ଦଳର ପ୍ରାଥମିକ ସଭ୍ୟ ପଦରୁ ସମୂହ ଇସ୍ତଫା ଦେଇଛନ୍ତି । ପିସିସି…

 ସଞ୍ଜିବନୀ ବିଦ୍ୟାମନ୍ଦିରର ଚତୁର୍ଦ୍ଦଶ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା, ୫/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ମାରୁତିଛକ ନିକଟସ୍ଥ ସଞ୍ଜିବନୀ ବିଦ୍ୟାମନ୍ଦିରର ଚତୁର୍ଦ୍ଦଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟ ପୁରସ୍କାର ବିତରଣ ଉତ୍ସବରେ ପ୍ରଧାନ ଆଚାର୍ଯ୍ୟ ବିଦ୍ୟାଧର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନ୍ଧ ମୁକ ବଧିର ବିଦ୍ୟାଳୟର…

ହାଇକୋର୍ଟରେ ହାଜର ହେଲେ କେନ୍ଦ୍ରାପଡା ଡ୍ରେନେଜ୍ ବିଭାଗ ନିର୍ବାହୀ ଯନ୍ତ୍ରୀ

କେନ୍ଦ୍ରାପଡ଼ା, ୫/୪: ସ୍ଥିତିବାନ୍ ଜମିକୁ ଖୋଳି ନଦୀରେ ମିଶାଇବା ଘଟଣାରେ ରୁଜୁ ଅଦାଲତଙ୍କ ଆଦେଶ ଅବମାନନା ମାମଲାର ଶୁଣାଣି ଗୁରୁବାର ଉଚ୍ଚ ନ୍ୟାୟାଳୟରେ ହୋଇଥିଲା । କେନ୍ଦ୍ରାପଡା ଡ୍ରେନେଜ୍ ବିଭାଗ ନିର୍ବାହୀ ଯନ୍ତ୍ରୀ ବ୍ୟକ୍ତିଗତ ହାଜର ହୋଇ ଅଦାଲତଙ୍କୁ କ୍ଷମା ପ୍ରାର୍ଥନା…

କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସ ସଭାପତିଙ୍କ କଂଗ୍ରେସରୁ ଇସ୍ତଫା

କେନ୍ଦ୍ରାପଡ଼ା, ୫/୪:କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସ ସଭାପତି ରତିକାନ୍ତ ସାମଲ ଜାତୀୟ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ରାଜ୍ୟ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କୁ ଇସ୍ତଫା ପତ୍ର ଶ୍ରୀ ସାମଲ ପଠାଇ ଦେଇଛନ୍ତି ।…

ତୃତୀୟ ପର୍ଯ୍ୟାୟରେ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି

ଭୁବନେଶ୍ୱର,୫ ।୪: ବିଜୁ ଜନତା ଦଳ ( bjd) ଶୁକ୍ରବାର ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତୃତୀୟ ପର୍ଯ୍ୟାୟରେ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ।…

ପାନୀୟ ଜଳ ସଙ୍କଟ ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

କେନ୍ଦ୍ରାପଡ଼ା, ୪ା୪: ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ପାନୀୟଜଳ ସମସ୍ୟା ଉତ୍କଟ ହେବାରେ ଲାଗିଛି । ଏଭଳି ସମସ୍ୟାରେ ଉବୁଟୁବୁ ହେଉଥିବା କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ନହଙ୍ଗ ପଞ୍ଚାୟତର ପଲ୍ଲୀରଘୁନାଥପୁର ଗ୍ରାମରେ ପାନୀୟ ଜଳ ସମସ୍ୟା…

ଇନ୍ଦୁପୁର ବାରୁଣୀ ଯାତ୍ରା ପାଇଁ ପ୍ରସ୍ତୁତି

କେନ୍ଦ୍ରାପଡ଼ା, ୪ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁରରେ ଚଳିତ ବର୍ଷ ମହାବାରୁଣୀ ଯାତ୍ରା ଆସନ୍ତା ୬ତାରିଖରେ ଅନୁଷ୍ଠିତ ହେବ । ଦୀର୍ଘବର୍ଷ ପରେ ଚଳିତ ବର୍ଷ ମହାଯୋଗ ବାରୁଣୀ ସ୍ନାନ ପଡୁଥିବାରୁ ଏହି ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ସମ୍ଭାବନା…

ପୂର୍ବତନ ବିଧାୟିକା ସରସ୍ୱତୀ ଦେବୀଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା, ୪/୪: ରାଜନଗରର ପୂର୍ବତନ ବିଧାୟିକା ସ୍ୱର୍ଗତ ସରସ୍ୱତୀ ଦେବୀଙ୍କ ୨୩ତମ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି । ଏହି ଅବସରରେ ଉପସ୍ଥିତ ଥିବା ସଦସ୍ୟମାନେ ପ୍ରଥମେ ସେଠାରେ ଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ମୃର୍ତ୍ତିରେ ପୁଷ୍ପମାଲ୍ୟ ଦେବା ପରେ…

ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନିର୍ଦ୍ଦେଶକ ମନୋନୀତ

କେନ୍ଦ୍ରାପଡ଼ା, ୪/୦୪: ରାଜ୍ୟସରକାରଙ୍କ ସୁପାରିଶ କ୍ରମେ ରାଜ୍ୟ ସମବାୟ ନିବନ୍ଧକ କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କ ପରିଚାଳନା ପରିଷଦର ନିର୍ଦ୍ଦେଶକ ଭାବେ ବର୍ଷିୟାନ ସମାଜସେବୀ ଶଙ୍କର୍ଷଣ ପଣ୍ଡା ଓ ବରିଷ୍ଠ ଆଇନଜୀବୀ ଧିରେନ କୁମାର ସାହୁଙ୍କୁ ମନୋନୀତ କରିଛନ୍ତି । ରାଜ୍ୟ ସମବାୟ…

ଶତାଧିକ ବିଜେଡି କର୍ମୀଙ୍କୁ ନେଇ ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ବିଶାଳ ସମାବେଶ

ଆସନ୍ତା ସାଧାରଣ ନିର୍ବାଚନ ପାଇଁ ରାଜନଗର ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକର ୧୯ ପଂଚାୟତକୁ ନେଇ ଏକମିଳିତ ବିଶାଳ କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ବନ୍ତୋ ଠାରେ ପଟ୍ଟାମୁଣ୍ଡାଇ ବ୍ଲକ…

ପଟ୍ଟାମୁଣ୍ଡାଇ କଲେଜରେ ଏଡ଼ସ ସଚେତନତା

ପଟ୍ଟାମୁଣ୍ଡାଇ କଲେଜ ରେଡକ୍ରସ ଓ ରେଡରିବନ କ୍ଲବ ପକ୍ଷରୁ ଏଡ଼ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ସଚେତନତା ସଭାରେ ପ୍ରାଧ୍ୟାପକ ସର୍ବେଶ୍ୱର ସାହୁ ଓ ପ୍ରାଧ୍ୟାପକ ଡ଼…

ପାଣିରେ ବୁଡି ଶିଶୁପୁତ୍ରର ମୃତ୍ୟୁ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ କଖାରୁଣି ପଂଚାୟତ ଓସଙ୍ଗରା ଗାଁରେ ଗୁରୁବାର ସଂନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଥିବା ଖବର ମିଳିଛି । ପୋଖରୀରେ ବୁଡି ୪ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି ବୋଲି କେତେ ଜଣ କହୁଥିବା ବେଳେ…

ମୁକୁଳା ଡ୍ରେନ୍‌ରେ ପଡ଼ି ଚାଲିଗଲା ଜଣଙ୍କ ଜୀବନ

କଟକ : ମୁକୁଳା ଡ୍ରେନ୍‌ରେ ପଡ଼ି ଜଣକର ଜୀବନ ଯାଇଛି । ସିଆରଆରଆଇ ଥାନା ଅନ୍ତର୍ଗତ ନୂଆବଜାର ମହିମାନଗରରେ ଘଟିଛି ଏହି ଅଘଟଣ । ଗୁରୁବାର ସକାଳୁୁ ମୃତକ ଜଣକ ରାସ୍ତା ପାର୍ଶ୍ୱ ମୁକୁଳା ଡ୍ରେନ୍‌ରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବା…

ଅସହ୍ୟ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ : ଅଘୋଷିତ ବିଦ୍ୟୁତ୍ କାଟ ବଢାଉଛି ସମସ୍ୟା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ବାରମ୍ବାର ଅଘୋଷିତ ବିଦ୍ୟୁତ୍ କାଟ ଲୋକଙ୍କୁ ଅତିଷ୍ଠ କରିଦେଉଛି । ଦିନରେ ତାତି ଓ ରାତିରେ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବାରୁ ବିଦ୍ୟୁତ୍‌ର ଆବଶ୍ୟକତା ବଢ଼ିଯାଇଛି । ହେଲେ ଏପରି ସମୟରେ ଦିନକୁ ୧୦ରୁ ୧୫…

ଅଂଶୁମାନ ଓ ଗଣେଶ୍ୱରଙ୍କ ଇସ୍ତଫା କଂଗ୍ରେସଦଳ ପାଇଁ କିଛି ଫରକ ପଡିବନି- ହଳଧର

କେନ୍ଦ୍ରାପଡ଼ା, ୩ା୪: ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଓ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ଇସ୍ତଫା ପ୍ରଦାନ କଂଗ୍ରେସ ଦଳ ପାଇଁ କିଛି ଫରକ ପଡିବନି ବୋଲି କହିଛନ୍ତି ଅଖିଳ ଭାରତ କଂଗ୍ରେସ କମିଟି ସଦସ୍ୟ ତଥା ରାଜ୍ୟ ମତ୍ସ୍ୟଜୀବୀ କଂଗ୍ରେସ…

ଗ୍ରୀଷ୍ମ ପ୍ରବାହ ଜନିତ ଅଂଶୁଘାତ ସମସ୍ୟାର ମୁକାବିଲା ପାଇଁ ସମୀକ୍ଷା ବୈଠକ

କେନ୍ଦ୍ରାପଡ଼ା, ତା ୦୩/୦୪: ରାଜ୍ୟରେ ଆରମ୍ଭ ହୋଇଯାଇଛି ଗ୍ରୀଷ୍ମର ଲହରୀ । ଏହାର ମୁକାବିଲା ପାଇଁ ସଂପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା…

ଶିକ୍ଷୟତ୍ରୀଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ : ଚକ୍ଷୁ ଦାନ କଲେ ପରିବାର ଲୋକେ

କେନ୍ଦ୍ରାପଡ଼ା, ୩ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ଗ୍ରାମର ଅବିବାହିତା ଶିକ୍ଷୟତ୍ରୀ ଯମୁନା ସାମଲ(୫୫)ଙ୍କ ଆଜି ଏକ ସଡକ ଦୁର୍ଘଟଣାରେ ମୃତ୍ୟୁ ହୋଇଯାଇଛି । ତାଙ୍କର ଦୁଇଟି ଚକ୍ଷୁକୁ ଦାନ କଲେ ସମ୍ପର୍କୀୟ । ଘଟଣାରୁ ପ୍ରକାଶ ଯେ ଯମୁନା ସାମଲ…