କେନ୍ଦ୍ରାପଡା ୩/୪ : ସାମାଜିକ ସଂଗଠନ ‘ଜୟ ରାଷ୍ଟ୍ର’ ପକ୍ଷରୁ ସ୍ଥାନୀୟ ବାରଙ୍ଗେଇ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ପାଳନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚୈତ୍ର ଶୁକ୍ଳ ପ୍ରତିପଦା ତିଥି ତଥା ଏପ୍ରିଲ ୯ ତାରିଖ ଦିନ…
Month: April 2024
କୃତି ଛାତ୍ରୀଙ୍କୁ ସମ୍ବର୍ଦ୍ଧନା
କେନ୍ଦ୍ରାପଡା : ଚଳିତ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ଅନନ୍ୟ ସଫଳତା ହାସଲ କରିଥିବା ଗୋଗୁଆ ଉ ପ୍ରା ବିଦ୍ୟାଳୟ ଛାତ୍ରୀ ସୁଲଗ୍ନା ସ୍ଥିତିପ୍ରଜ୍ଞାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଉପଲକ୍ଷେ ଗୋଗୁଆ ସ୍କୁଲ…
ପୁନର୍ବାସ ତରଫରୁ ବିଶ୍ୱ ଅଟିଜିମ୍ ସଚେତନତା ଦିବସ ପାଳନ
କେନ୍ଦ୍ରାପଡ଼ା, ୨/୪: ମାଧପୁରର ପୁନର୍ବାସ ଅନୁଷ୍ଠାନ ତରଫରୁ ବିଶ୍ୱ ଅଟିଜିମ୍(ସ୍ୱପରାୟଣତା) ଦିବସ ପାଳନ କରାଯାଇଛି । ମୁଖ୍ୟ ଉପଦେଷ୍ଟା କଥାକାର ଡକ୍ଟର ବିରଜା ରାଉତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର…
ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ କଂଗ୍ରେସରୁ ଇସ୍ତଫା
କେନ୍ଦ୍ରାପଡ଼ା, ୨ା୪: ପୂର୍ବତନ ମନ୍ତ୍ରୀ, କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ପିସିସି ମିଡିଆସେଲର ଅଧ୍ୟକ୍ଷ ଗଣେଶ୍ୱର ବେହେରା କଂଗ୍ରେସ ଦଳର ପ୍ରାଥମିକ ସଭ୍ୟ ପଦରୁ ଆଜି ଇସ୍ତଫା ପ୍ରଦାନ କରିଛନ୍ତି । ଗତ ପ୍ରାୟ ଏକମାସ ହେବ ଶ୍ରୀ ବେହେରାଙ୍କ…
ବିଜେପି ପକ୍ଷରୁ କେନ୍ଦ୍ରାପଡାର ୩ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା
ଆଳିରୁ କୃଷ୍ଣଚନ୍ଦ୍ର, ପାଟକୁରାରୁ ତେଜେଶ୍ୱର ଓ ମହାକାଳପଡାରୁ ଦୁର୍ଗାପ୍ରସନ୍ନ ପ୍ରାର୍ଥୀ କେନ୍ଦ୍ରାପଡ଼ା, ୨ା୪: ସାଧାରଣ ନିର୍ବାଚନ ଆଉ ମାତ୍ର ଅଳ୍ପ ଦିନ ବାକି ରହିଥିବା ବେଳେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଉଛି ।…
ଧ୍ରୁବ-ଅଂଶୁମାନଙ୍କ ଶକ୍ତି ପ୍ରଦର୍ଶନ : ବିଶାଳ ଶୋଭାଯାତ୍ରାରେ ଦୁଲୁକିଲା ପଟ୍ଟାମୁଣ୍ଡାଇ , ଭବ୍ୟ ସ୍ୱାଗତ ସହ କଲେ ଦିଅଁ ଦର୍ଶନ
ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମର୍ଯ୍ୟାଦା ଜନକ କେନ୍ଦ୍ରାପଡ଼ା ଲୋକସଭା ଆସନର ବିଜେଡି ପ୍ରାର୍ଥୀ ଭାବେ ଟାଣୁଆ ଯୁବନେତା ଅଂଶୁମାନ ମହାନ୍ତି ଓ ରାଜନଗର ବିଧାନସଭା ଆସନର ପ୍ରାର୍ଥୀ ଭାବେ ଅଭିଜ୍ଞ ବିଧାୟକ ଧ୍ରୁବ ସାହୁଙ୍କ ନାମ ଘୋଷଣା…
କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଗଣେଶ୍ୱର ବେହେରା
କେନ୍ଦ୍ରାପଡା ୨ ।୪: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା କଂଗ୍ରେସର ଇସ୍ତଫା ଦେଇଛନ୍ତି । ଏନେଇ ସେ ଏକ୍ସରେ ସୂଚନା ଦେଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ…
ଦିନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ
କେନ୍ଦ୍ରାପଡ଼ା, ୧ା୪: ସ୍ଥାନୀୟ ଦିନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ଉତ୍କଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଦିବସ ଉପଲକ୍ଷେ ଦିନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟ ପରିସରରେ ଥିବା ଉତ୍କଳର ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇ ଏକ ସଭା ଅନୁଷ୍ଠିତ…
କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ୮୯ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ
କେନ୍ଦ୍ରାପଡା,୧ା୪ : କେନ୍ଦ୍ରାପଡାରେ ୮୯ତମ ଜିଲ୍ଲା ସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜଜାଙ୍ଗସ୍ଥିତ ପୋଲିସ ରିଜର୍ଭ ପଡିଆରେ ଅନୁଷ୍ଠିତ ପ୍ୟାରେଡରେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟରିଆ ଯୋଗଦେଇ ଅଭିବାଦନ ଗ୍ରହଣ କରିଥିଲେ । ଏହି…
କବି ନିରୁପମା ଦାସଙ୍କ “ନୀଳ ଲଫାପାର ଚିଠି”ଲୋକାର୍ପିତ
କେନ୍ଦ୍ରାପଡା,୧ା୪: କେନ୍ଦ୍ରାପଡା ଫ୍ରେଜର ସ୍କୁଲ ପରିସରରେ ସମ୍ବର୍ତକୀ ପକ୍ଷରୁ ଆୟୋଜିତ ଏକ ଉତ୍ସବରେ କବି ନିରୁପମା ଦାସଙ୍କ ପୁସ୍ତକ “ନୀଳ ଲଫାପାର ଚିଠି” ଲୋକାର୍ପିତ ହୋଇଯାଇଛି । ଏହି ଉପଲକ୍ଷେ ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରାଧ୍ୟାପକ ନନ୍ଦ କିଶୋର ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
ସାପ କାମୁଡାରେ ୧ମୃତ
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଡାମରପୁର ବାଲିପାଟଣା ଗ୍ରାମର ଶ୍ରୀଚରଣ ନାୟକଙ୍କ ପୁଅ ଚନ୍ଦନ କୁମାର ନାୟକ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ଏକ ବିଷଧର ସାପ ତାକୁ କାମୁଡି ଦେଇଥିଲା । ସ୍ଥାନୀୟ ଲୋକମାନେ ସଙ୍ଗେ ସଙ୍ଗେ…
ଧାନେଶ୍ୱରୀ ପୀଠରେ ନୃତ୍ୟ ମହୋତ୍ସବ
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ଧାନେଶ୍ୱରୀ ମନ୍ଦିର ପ୍ରାଙ୍ଗଣରେ ପବିତ୍ର ହୋଲି ମେଳଣ ଅବସରରେ ସାଇ ଇନଫ୍ରା ଟେକ୍ ଦ୍ୱାରା ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।. ମା ଧାନେଶ୍ୱରୀ ସାଂସ୍କୁତିକ ପରିଷଦର କୁନି ପ୍ରତିଭା ମାନଙ୍କୁ ନେଇ…
ପ୍ରସନ୍ନ ପରିଡାଙ୍କ ପକ୍ଷରୁ ବନ୍ଧୁ ମିଳନ ଉତ୍ସବ
କେନ୍ଦ୍ରାପଡ଼ା,୧ା୪: କେନ୍ଦ୍ରାପଡ଼ାର ଗରାପୁରସ୍ଥିତ ସ୍ୱୟଂସିଦ୍ଧା ରିଶୋର୍ଟଠାରେ କେନ୍ଦ୍ରାପଡ଼ା ଲୋକସଭା ଆସନର ପୂର୍ବତନ ଆଶାୟୀ ଭାଜପା ପ୍ରାର୍ଥୀ ପ୍ରସନ୍ନ କୁମାର ପରିଡ଼ାଙ୍କ ଆବାହକତ୍ୱରେ ଏକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁମିଳନ ଉତ୍ସବରେ ସାଲେପୁର, ମାହାଙ୍ଗା, ନିଶ୍ଚିନ୍ତକୋଇଲି, ପଟ୍ଟାମୁଣ୍ଡାଇ,…
ଜିଲ୍ଲାସ୍ତରୀୟ ୮୯ତମ ଓଡ଼ିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ ମାତୃଭାଷାର ପ୍ରଗତିରେ ଜାତିର ଉନ୍ନତି: ଜିଲ୍ଲାପାଳ
କେନ୍ଦ୍ରାପଡ଼ା, ୧ା୪: ବୀରପ୍ରସବିନୀ ଓଡ଼ିଶା ମାଟିର ସୁଯୋଗ୍ୟ ବରପୁତ୍ରମାନେ ଥିଲେ ଦୂରଦ୍ରଷ୍ଟା । ସେମାନେ ବୁଝିଥିଲେ ହୃଦୟର ଭାଷା ଅର୍ଥାତ୍ ମାତୃଭାଷା ହେଉଛି ଆମ ଅତୀତର ଅସ୍ତିତ୍ୱ ପୁଣି ଆମ ଭବିଷ୍ୟତ । ମାତୃଭାଷା ମାଧ୍ୟମରେ ଶିକ୍ଷା ଗ୍ରହଣ କଲେ ପାଠ…
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଶ୍ରୀବଳଦେବଜୀଉଙ୍କ ଆଶ୍ରିର୍ବାଦ ଭିକ୍ଷା କଲେ
କେନ୍ଦ୍ରାପଡ଼ା, ୧ା୪: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଲୋକସଭା ସଂସଦୀୟ କ୍ଷେତ୍ରର ବିଜେପି ସଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ସନ୍ଦ୍ୟାରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି ଆଶ୍ରିର୍ବାଦ ଭିକ୍ଷା କରିଛନ୍ତି । ବିଜେପି…
ଉତ୍କଳ ଦିବସ : ୮୮ ବର୍ଷ ତଳେ ଓଡ଼ିଶାକୁ ମିଳିଥିଲା ଭାଷାଭିତ୍ତିିକ ରାଜ୍ୟ ମାନ୍ୟତା ।
ଉତ୍କଳ ଦିବସ ଓଡିଶା ରାଜ୍ୟ ର ପ୍ରତିଷ୍ଠା ଦିବସ । ପୁରା ରାଜ୍ୟ ରେ ୧ ଅପ୍ରେଲକୁ ଉତ୍କଳ ଦିବସ ରୂପେ ପାଳନ କରାଯାଇଥାଏ । ଉତ୍କଳ ଦିବସ ପାଳନ କରିବା ର ମୂଳ ଉଦ୍ଦେଶ୍ୟ ହେଲା ଓଡିଆ ଭାଷା ଏବଂ…









