କେନ୍ଦ୍ରାପଡ଼ା, ୩୧ା୫: ଗଣତନ୍ତ୍ର ମହାପର୍ବରେ ସାମିଲ ହୋଇ ଶତପ୍ରତିଶତ ଭୋଟଦାନ କରିବାକୁ କେନ୍ଦ୍ରପଡ଼ା ଜିଲ୍ଲାର ସମସ୍ତ ମତଦାତାଙ୍କୁ ସାଦର ନିମନ୍ତ୍ରଣ ଓ ନିବେଦନ ଜଣାଇଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ । ଏଥିସହ ମୁକ୍ତ, ଅବାଧ,…
Month: May 2024
ନିମ୍ନମାନର ଭାଷା, ଘୃଣ୍ୟ ଭାଷଣ ଦେଉଛନ୍ତି ମୋଦି ଜୀ, ଚିଠି ଲେଖିଲେ ମନମୋହନ ସିଂ
ନୂଆଦିଲ୍ଲୀ,୩୦ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡକ୍ଟର ମନମୋହନ ସିଂ ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ଭୋଟ୍ ପୂର୍ବରୁ ଭୋଟରଙ୍କୁ ଏକ ବିଶେଷ ଆବେଦନ କରିଛନ୍ତି। ଅନ୍ୟ ପଟେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ…
କେନ୍ଦ୍ରାପଡାରେ ବିଜେପିର ସାମ୍ବାଦିକ ସମ୍ମିଳନୀ
କେନ୍ଦ୍ରାପଡ଼ା, ୨୮/୫: କେନ୍ଦ୍ରାପଡା ଲୋକସଭା କ୍ଷେତ୍ରରେ ଭାରତୀୟ ଜନତା ପାର୍ଟିର ଏକ ସାମ୍ବାଦିକ ସମ୍ମିଳନୀ ଗରାପୁରସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପଠାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ସଭାପତି କିଶୋର କୁମାର ପଣ୍ଡା, କେନ୍ଦ୍ରାପଡାର ବିଧାନସଭା ପ୍ରାର୍ଥିନୀ ଗୀତାଞ୍ଜଳୀ ସେଠୀ,…
ପୁନର୍ବାସ ପକ୍ଷରୁ ବ୍ରେଲ୍ ଭୋଟର ସଚେତନତା କର୍ମଶାଳା
କେନ୍ଦ୍ରାପଡା, ୩୦/୫: ଭିନ୍ନକ୍ଷମ ବର୍ଗ ଭୋଟରଙ୍କ ମତଦାନ ପ୍ରକ୍ରିୟାରେ ପୂର୍ଣ୍ଣ ଅଂଶଗ୍ରହଣ ପାଇଁ ଚଳିତ ନିର୍ବାଚନକୁ ଅଧିକ ସୁଗମ ଓ ବ୍ୟାପକ ଅନୁକୂଳ ବ୍ୟବସ୍ଥା ଅବଲମ୍ବନ କରାଯାଇଛି । ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଚଳିତ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ବାଚନୀ ଉଦବୋଧନ, ଆଗାମୀ ୫ ବର୍ଷ ଦ୍ରୁତ ବିକାଶ ଓ ଉତ୍ତମ ଉପଲବ୍ଧିର ହେବ,
କେନ୍ଦ୍ରାପଡା, ତା.୨୯/୦୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଓଡ଼ିଶା ଗସ୍ତରେ ଆସି ବାରିପଦା, ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର ସାରି କେନ୍ଦ୍ରାପଡାରେ ପହଞ୍ଚିଛନ୍ତି। କେନ୍ଦ୍ରପଡା ବାରୋ ଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ଜନସମାବେଶକୁ ସମ୍ବୋଧିତ କରି କହିଛନ୍ତି ୪…
ବିଜେଡିର ବନ୍ଧୁମିଳନ, ଯୋଡି ଶଙ୍ଖରେ ଭୋଟ ଦେବାକୁ ଆହ୍ୱାନ
ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶରେ ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ବିଜୟ କେତନ ସ୍ୱାଇଁ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ନିର୍ବାଚନମଣ୍ଡଳୀ ବୁଲି ନବୀନ ସରକାରଙ୍କ ସଫଳତାର ବାର୍ତା ପ୍ରଚାର କରିବା ସହିତ ବିଜେଡିର ଲୋକସଭା ଓ ବିଧାନସଭା…
ଯୁବଛାତ୍ର ହେଉଛନ୍ତି ଆଗାମୀ ଓଡିଶା ନିର୍ମାତା
କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ୧୨ ପଂଚାୟତକୁ ନେଇ ବୁଧବାର ବିଶାଳ ଯୁବଛାତ୍ର ସମ୍ମିଳନୀରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଟକ ଚୌଦ୍ୱାର ପୂର୍ବତନ ବିଧାୟକ ଡ଼ ପ୍ରଭାତ ରଞ୍ଜନ ବିଶ୍ୱାଳ ଯୋଗ ଦେଇ ଆଗାମୀ ସମୃଦ୍ଧ ଓ ସଶକ୍ତ…
ଧ୍ରୁବ ଓ ମୁନା ଖାଁଙ୍କ ସଂଖ୍ୟାଲଘୁ ବସ୍ତିରେ ନିର୍ବାଚନ ପ୍ରଚାର
ରାଜ୍ୟର ସଂଖ୍ୟାଲଘୁମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଅନେକ ଯୋଜନା କରିଥିବାରୁ ସଂଖ୍ୟାଲଘୁ ଭାଇମାନଙ୍କର ବିଜେଡି ପ୍ରତି ସମର୍ଥନ ରହିଛି । ଏହି ପରିପ୍ରେକ୍ଷୀରେ ରାଜନଗର ନିର୍ବାଚନ ମଣ୍ଡଳୀରେ ସଂଖ୍ୟାଲଘୁ ଭୋଟ ହାତେଇବା ପାଇଁ ବିଜେଡି ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ…
ଜୟରାଷ୍ଟ୍ର ପକ୍ଷରୁ ବୀର ସଭରକରଙ୍କ ଜୟନ୍ତୀ
କେନ୍ଦ୍ରାପଡା, ୨୮/୫: ସାମାଜିକ ସଂଗଠନ “ଜୟ ରାଷ୍ଟ୍ର’ ପକ୍ଷରୁ ମହାନ କ୍ରାନ୍ତିକାରୀ ତଥା ରାଷ୍ଟ୍ରବାଦୀ ନେତା ବିନାୟକ ଦାମୋଦର ସଭରକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ଥାନୀୟ ପବ୍ଲିକ ରିଡ଼ିଂ ରୁମ୍ଠାରେ ଅୟୋଜିତ ଏହି ଉତ୍ସବରେ ସମାଜସେବୀ ପୂର୍ଣ୍ଣଚନ୍ଦ୍ର ପଣ୍ଡା ମୁଖ୍ୟ…
କେନ୍ଦ୍ରାପଡ଼ାରେ ତୁଙ୍ଗ ନେତାଙ୍କ ଯୋରଦାର ନିର୍ବାଚନୀ ପ୍ରଚାର
କେନ୍ଦ୍ରାପଡା ୨୮/୫- ନିର୍ବାଚନ ପ୍ରଚାର ଆଉ ଦୁଇଦିନ ଅଛି । ବୁଧବାର ଦିନ କେନ୍ଦ୍ରାପଡାରେ କେନ୍ଦ୍ର ଓ ରାଜ୍ୟରୁ ବହୁ ତୁଙ୍ଗ ନେତାମାନେ ଆସି ପ୍ରଚାର କରିବେ । ଗତକାଲି ନବୀନ ପଟ୍ଟନାୟକ କେନ୍ଦ୍ରାପଡା ଗସ୍ତରେ ଆସି ପ୍ରଚାର କରିଥିଲେ ।…
ଆମ୍ ଆଦମି ପାର୍ଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ : ମହାକାଳପଡାରେ ପାର୍ଟି ଭଲ ଫଳାଫଳ କରିବ- ରାଜ୍ୟ ସଭାପତି
କେନ୍ଦ୍ରାପଡ଼ା, ୨୮ା୫: କେନ୍ଦ୍ରାପଡା ଜିଲ୍ଲା ଆମ୍ ଆଦମି ପାର୍ଟି ପକ୍ଷରୁ ଶ୍ୟାମସୁନ୍ଦରପୁରଗଡାସ୍ଥିତ ପାର୍ଟିର ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସଭାପତି ସନ୍ଦୀପ୍ତ ଦାସଙ୍କ ସଭାପତିତ୍ୱରେ ଆଜି ଅପରାହ୍ନରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପାର୍ଟିର ରାଜ୍ୟ ସଭାପତି…
କେନ୍ଦ୍ରାପଡା ବିଧାନସଭା କଂଗ୍ରେସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
କେନ୍ଦ୍ରାପଡ଼ା, ୨୮ା୫: ନିଖିଳ ଭାରତ କଂଗ୍ରେସ କମିଟି ସଦସ୍ୟ ହଳଧର ସେଠୀଙ୍କ ସଭାପତିତ୍ୱରେ କଜଳାସ୍ଥିତ କଂଗ୍ରେସ ଭବନରେ କେନ୍ଦ୍ରାପଡା ବିଧାନସଭା କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ହମିଦ୍…
ବସ ଧକ୍କାରେ ମହିଳା ମୃତ୍ୟୁ
କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାସ୍ତାର ଚାନ୍ଦୋଳ ଖରିଦା ସାହି ଠାରେ ଓଏସଆରଟିସି ବସ ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ମୃତ ମହିଳାଙ୍କ ଜଣଙ୍କ ଭାତପଡା ଅଂଚଳର ବୋଲି ଶୁଣିବାକୁ ମିଳୁଛି । ମଙ୍ଗଳବାର ସକାଳେ…
ଅସହ୍ୟ ଗୁଳୁଗୁଳିରେ ଗାଁ ଓ ସହରବାସୀ କଲବଲ ; ଲୋ-ଭୋଲଟେଜ୍ ସମସ୍ୟା ଯୋଗୁଁ ଲୋକେ ଅସ୍ତବ୍ୟସ୍ତ
ଲଘୁଚାପ ଜନିତ ମେଘପବନ ପରେ ସୋମବାର କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ତାପମାତ୍ରା ବଢ଼ିବା ଆରମ୍ଭ କରିଛି । ଆଜି ସହରର ତପମାତ୍ରା ବୃଦ୍ଧି ହେବା ସହ ଅସହ୍ୟ ଗୁଳୁଗୁଳିରେ ସହରବାସୀ କଲବଲ ହେଉଥିବାବେଳେ ସେଥିରେ ଦାଉ ସାଧୁଛି ବିଦ୍ୟୁତ୍ ବିଭ୍ରାଟ…
ରାଜନଗର ବିଜେଡିର ମିଶ୍ରଣ ପର୍ବ, ଭାଜପା ଗଡରୁ ୪୦ ପରିବାର ଯୋଗଦେଲେ
କେନ୍ଦ୍ରାପଡା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ବିଜେଡି ବିଜୟକୁ ନିଶ୍ଚିତ କରିବା ପାଇଁ ସୋମବାର ପଟ୍ଟାମୁଣ୍ଡାଇ ବିଜେଡି କାର୍ଯ୍ୟାଳୟ ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜନଗର ବ୍ଲକ ପ୍ରଭାତି ଗ୍ରାମର ଶତାଧିକ ଭାଜପା କର୍ମୀ ଓ ଯୁବ…
ବିଜେଡି ବିଜୟ ପାଇଁ ରଣନୀତି ପ୍ରସ୍ତୁତ କଲେ ପ୍ରଭାତ ବିଶ୍ୱାଳ , ଗଠନ ହେଲେ ଟିମ ୨୦
ରାଜ୍ୟ ରାଜନୀତିରେ ମର୍ଯ୍ୟାଦାଜନକ କେନ୍ଦ୍ରାପଡ଼ା ଲୋକସଭା ଓ ବିଧାନସଭା ଆସନର ସ୍ୱତନ୍ତ୍ର ପରିଚୟ ଓ ଗୁରୁତ୍ୱ ରହିଛି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଗଡ଼ ଓ ଅଣକଂଗ୍ରେସ ରାଜନୀତିର ଅଭେଦ୍ୟ ଦୂର୍ଗ କେନ୍ଦ୍ରାପଡ଼ା ଦଖଲ କରିବା ପାଇଁ ବିରୋଧୀ ବିଜେପି…
ବାଲିପାଟଣା ବିଜେଡି କର୍ମୀ ସମ୍ମିଳନୀ : ଯୋଡି ଶଙ୍ଖ ଇତିହାସ ରଚିବ – ଗଣେଶ୍ୱର ବେହେରା
କେନ୍ଦ୍ରାପଡ଼ା ଜିଲ୍ଲା ସମେତ ସାରା ଓଡିଶାରେ ଯୋଡି ଶଙ୍ଖ ଇତିହାସ ରଚିବ ଓ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହୋଇ ବିରଳ ରେକର୍ଡ ସୃଷ୍ଟି କରିବେ ବୋଲି କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ବାଲିପାଟଣା ଠାରେ ଆୟୋଜିତ…
ବିଶିଷ୍ଟ ଶିକ୍ଷାବିତ୍ ଈଶ୍ୱର ସାହୁଙ୍କ ଦେହାନ୍ତ
କେନ୍ଦଦ୍ରାପଡା ୨୭/୫ – କେନ୍ଦ୍ରାପଡା ଜିଲ୍ଲା ନିକିରାଇ ପଞ୍ଚାୟତର ଏକପଡା ଗାଁର ଏକ ଦରିଦ୍ର ପରିବାରରେ ଜନ୍ମଗ୍ରହଣ କରିଥିବା ବିଶିଷ୍ଟ ଶିକ୍ଷାବିତ୍ ଈଶ୍ୱର ଚନ୍ଦ୍ର ସାହୁ ୯୭ ବର୍ଷ ବୟସରେ ତାଙ୍କ କାକଟ ସ୍ଥିତ ବାସଭବନରେ ଦେହାନ୍ତ ହୋଇଯାଇଛି । ସେ…
କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ: କଳାରେ ୨, ବାଣିଜ୍ୟରେ ଜଣେ ଓ ବିଜ୍ଞାନରେ ଜଣେ ଟପ୍ପର, କଳାରେ ୯୬.୮୯, ବାଣିଜ୍ୟରେ ୯୬.୭୨ ଓ ବିଜ୍ଞାନରେ ୯୮.୦୩ପ୍ରତିଶତ ଫଳାଫଳ
କେନ୍ଦ୍ରାପଡ଼ା, ୨୭ା୫: ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ +୨ ପରୀକ୍ଷା ଫଳ ପ୍ରକାଶ ପାଇଛି । କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨କଳାରେ ସାଗରିକା ତ୍ରିପାଠୀ ଓ ବିଶ୍ୱଜିତ ମହାନ୍ତି ୫୨୩ମାର୍କ ରଖି ଯୁଗ୍ମ ବିଭାଗୀୟ ଟପ୍ପର ହୋଇଥିବା…
ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି : ବିଜୁବାବୁଙ୍କ କର୍ମଭୂମୀରେ କୁମ୍ଭୀର କାନ୍ଦଣା ଚଳିବନାହିଁ – ମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡା ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଜିତାଇବାକୁ କେନ୍ଦ୍ରାପଡାବାସୀଙ୍କୁ ନିବେଦନ ୨ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ସମାଗମ କେନ୍ଦ୍ରାପଡ଼ା, ୨୭ା୫: କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ…
ଅବସରପ୍ରାପ୍ତ ଆର୍ମି କର୍ମଚାରୀଙ୍କୁ ଆକ୍ରମଣ
କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପଲ୍ଲୀ ରଘୁନାଥପୁର ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଅବସରପ୍ରାପ୍ତ ଆର୍ମି କର୍ମଚାରୀ ସୁଧାଂଶୁ ଜେନାଙ୍କୁ ଚାରିଜଣ ଦୁର୍ବୁତ୍ତ ଜୀବନରୁ ମାରିଦେବା ପାଇଁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ସେ ରକ୍ତାକ୍ତ ଅବସ୍ଥାରେ ଚେତା ଶୂନ୍ୟ…
+୨ ପରୀକ୍ଷା ଫଳ ପ୍ରକାଶିତ: ଜିଲ୍ଲାରେ ବିଜ୍ଞାନରେ ୯୦.୭୪, କଳାରେ ୭୮.୭୩ ଓ ବାଣିଜ୍ୟରେ ୮୮.୫୧ ପ୍ରତିଶତ ପାସହାର
କେନ୍ଦ୍ରାପଡ଼ା, ୨୬ା୫: +୨ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । କେନ୍ଦ୍ରାପଡା ଜିଲ୍ଲାରେ ବିଜ୍ଞାନରେ ୯୦.୭୪ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଥିବା ବେଳେ କଳାରେ ୭୮.୭୩, ବାଣିଜ୍ୟରେ ୮୮.୫୧ ଓ ଭୋକେସନାଲରେ ୭୭.୨୧ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି । ଜିଲ୍ଲାରେ…
କେନ୍ଦ୍ରାପଡା ଜିଲ୍ଲାରେ ମାଟ୍ରିକ ପାସହାର ୯୫.୭୭ପ୍ରତିଶତ
କେନ୍ଦ୍ରାପଡ଼ା, ୨୫ା୫: କେନ୍ଦ୍ରାପଡା ଜିଲ୍ଲାରେ ଚଳିତ ବର୍ଷ ମାଟ୍ରିକ ପାସହାର ୯୫.୭୭ ପ୍ରତିଶତ ହୋଇଛି । ଜିଲ୍ଲାର ୯ଟି ବ୍ଲକ ମଧ୍ୟରୁ ୮ଟି ବ୍ଲକରେ ମୋଟ ୩୦ଜଣ ଏ-୧ଗ୍ରେଡ୍ରେ ପାସ କରିଛନ୍ତି । ରାଜକନିକା ବ୍ଲକର ଆର.ଏନ. ହାଇସ୍କୁଲ ଛାତ୍ରୀ ଅନନ୍ୟା…
କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଣିଜ୍ୟ ବିଭାଗରେ ସେଖ୍ ଜିସାନ୍ ଅଲ୍ଲୀ ଟପ୍ପର
କେନ୍ଦ୍ରାପଡା,୨୬ା୫: ଚଳିତ ବର୍ଷ କେନ୍ଦ୍ରାପଡା ଜିଲ୍ଲାର ବାଣିଜ୍ୟରେ କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ସେଖ୍ ଜିସାନ୍ ଅଲ୍ଲୀ ୫୪୭ ନମ୍ବର ରଖି ଶୀର୍ଷରେ ରହିଛନ୍ତି । ତାଙ୍କର ଏହି ସଫଳତା ଶ୍ରେୟ ସେ ତାଙ୍କ ବାପା ମା ଓ ଆଇ.ଏ.ପି…










