ଶତପ୍ରତିଶତ ଭୋଟ୍ ପାଇଁ ନିମନ୍ତ୍ରଣ ଓ ନିବେଦନ, ଶାନ୍ତିପୂର୍ଣ୍ଣ ନିର୍ବାଚନ ନିମନ୍ତେ ଆହ୍ୱାନ
କେନ୍ଦ୍ରାପଡ଼ା, ୩୧ା୫: ଗଣତନ୍ତ୍ର ମହାପର୍ବରେ ସାମିଲ ହୋଇ ଶତପ୍ରତିଶତ ଭୋଟଦାନ କରିବାକୁ କେନ୍ଦ୍ରପଡ଼ା ଜିଲ୍ଲାର ସମସ୍ତ ମତଦାତାଙ୍କୁ ସାଦର ନିମନ୍ତ୍ରଣ ଓ ନିବେଦନ ଜଣାଇଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର […]
