କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବାଛରା ପଂଚାୟତରେ ଆଗାମୀ ସାଧାରଣ ନିର୍ବାଚନରେ ରେକର୍ଡ ବିଜୟ ପାଇଁ କ୍ଷେତ୍ର ପ୍ରସ୍ତୁତ କରିଛି ବିଜେଡି । ଉଭୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ବୃହତ ବିଜୟ ବ୍ୟବଧାନ ପାଇଁ ଦଳ ପକ୍ଷରୁ  ଏକ ବନ୍ଧୁମିଳନ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ମିଶ୍ରଣ ସମାବେଶରେ ରାଜନଗର ବିଧାୟକ ଧ୍ରୁବ […]

କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ର ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବୁଧବାର କଂଗ୍ରେସ ଏକ ବିଶାଳ ବାଇକ ଶୋଭାଯାତ୍ରା କରି ନିଜର ଉପସ୍ଥିତି ଜାହିର କରିବ ସହ ଦମ ଦେଖାଇଛି । କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ସିଦ୍ଧାର୍ଥ ସ୍ବରୂପ ଦାସ, ରାଜନଗରର ବିଧାୟକ ପ୍ରାର୍ଥୀ ଅଶୋକ ପ୍ରତିହାରୀ ସହରରେ ରୋଡ ସୋ’ କରିବା ସହ ପଟ୍ଟାମୁଣ୍ଡାଇ ବ୍ଲକ  ଏବଂ ମ୍ୟୁନିସିପାଲଟିରେ ଥିବା ବିଭିନ୍ନ ମନ୍ଦିର ଯାଇ ଦେବାଦେବୀଙ୍କ ଦର୍ଶନ କରି […]

କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ବଡଜରିଆ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ ଭାବେ କିଶୋର ଚନ୍ଦ୍ର ଖଟୁଆ ଦୀର୍ଘ ୩୨ବର୍ଷ ଧରି କାର୍ଯ୍ୟକରି ଆଜି ଅବସରଗ୍ରହଣ କରିଛନ୍ତି । ଏହି ଅବସରରେ ତହସିଲ କାର୍ଯ୍ୟାଳୟ ପରିସରରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ତହସିଲଦାର ପଞ୍ଚାନନ ନାୟକ, ଅତିରିକ୍ତ ତହସିଲଦାର ଦିଲ୍ଲିପ କୁମାର ନାୟକ ଅତିଥି ଭାବେ ଯୋଗଦେଇ ରାଜସ୍ୱ ନିରୀକ୍ଷକ ଶ୍ରୀ […]