ଆମ୍ଆଦମୀ ପାର୍ଟି ପକ୍ଷରୁ ମହାକାଳପଡା ପାଇଁ ନୂତନ ପ୍ରାର୍ଥୀ ଘୋଷଣା : ଇଂ ଦେବାଶିଷ ଦାଶ ହେଲେ ନୂତନ ବିଧାନସଭା ପ୍ରାର୍ଥୀ

କେନ୍ଦ୍ରାପଡ଼ା, ୬ା୫: ଆମ୍ ଆଦମୀ ପାର୍ଟି ପକ୍ଷରୁ ଶ୍ୟାମସୁନ୍ଦରପୁର ଗଡା ସନ୍ନିକଟସ୍ଥ ପାର୍ଟିର ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପାର୍ଟିର ରାଜ୍ୟ ମୁଖପତାତ୍ର ତଥା ଜିଲ୍ଲା ସଭାପତି ସନ୍ଦୀପ୍ତ ଦାସ…

ସ୍ୱତନ୍ତ୍ର ସାଧାରଣ ପର୍ଯ୍ୟବେକ୍ଷକ ଓ ସ୍ୱତନ୍ତ୍ର ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ କେନ୍ଦ୍ରାପଡ଼ା ଗସ୍ତ ନିର୍ବାଚନ ପରିଚାଳନା ସମୀକ୍ଷା, ଶାନ୍ତିପୂର୍ଣ୍ଣ ଓ ନିରପେକ୍ଷ ନିର୍ବାଚନକୁ ଗୁରୁତ୍ୱ

କେନ୍ଦ୍ରାପଡ଼ା, ୬ା୫: ସ୍ୱତନ୍ତ୍ର ସାଧାରଣ ପର୍ଯ୍ୟବେକ୍ଷକ ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଯୋଗେନ୍ଦ୍ର ତ୍ରିପାଠୀ ଏବଂ ସ୍ୱତନ୍ତ୍ର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଅବସରପ୍ରାପ୍ତ ଭାରତୀୟ ରାଜସ୍ୱ ସେବା ଅଧିକାରୀ ହିମାଳିନି କାଶ୍ୟପ ଏକ ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ଆସି ସାଧାରଣ ନିର୍ବାଚନ-୨୦୨୪ର…

ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶକୁ ଫୁ : ବିଜେଡି ମିଶ୍ରଣ ପର୍ବରେ ସରକାରୀ ବାବୁ

କେନ୍ଦ୍ରାପଡ଼ା, ୬/୫ : ନିର୍ବାଚନ ପାଇଁ ବିଶେଷ କରି ରାଜନୈତିକ ଦଳ ଏବଂ ସରକାରୀ ପଦବୀରେ ଥିବା ଅଧିକାରୀଙ୍କୁ ଆଦର୍ଶ ଆଚରଣବିଧି ଦେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି ନିର୍ବାଚନ କମିଶନ । କିନ୍ତୁ କମିଶନଙ୍କ ନିର୍ଦ୍ଦେଶ ଫୁ କରି ଶାସକ ବିଜୁ…

ଭାରତୀୟ ଜନତା ପାର୍ଟି କାର୍ଯ୍ୟକର୍ତ୍ତା ସମ୍ମିଳନୀ

କେନ୍ଦ୍ରାପଡ଼ା, ୬/୫: ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଭାରତୀୟ ଜନତା ପାର୍ଟିର ଜୋନ୍ ନଂ-୬ର କାର୍ଯ୍ୟକର୍ତ୍ତା ସମ୍ମିଳନୀ ଗୌରୀଶଙ୍କର ହୋଟେଲଠାରେ ଅନୁଷ୍ଠିତ ହୋଇଛି । ଏହି ସମ୍ମିଳନୀ ବିଧାନସଭା ସଂଯୋଜକ ଉପିନ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ସମ୍ମିଳନୀ…

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି : ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀ କହିଲେ ଦିନରେ ସ୍ବପ୍ନ ଦେଖୁଛି ଭାଜପା

ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ହେବ ବୋଲି ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି । ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ…