କଂସାର ପଞ୍ଚାୟତରେ ମତଦାତା ସଚେତନତା ଶୋଭାଯାତ୍ରା

କେନ୍ଦ୍ରାପଡା: କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ କଂସାର ପଞ୍ଚାୟତରେ ସାମାଜିକ ସଂଗଠନ “ଜୟ ରାଷ୍ଟ୍ର’ ଓ ମା କୃପାମୟୀ ଯୁବକ ସଂଘ ପକ୍ଷରୁ ମତଦାତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି କ୍ଷ କଂସାର ପଞ୍ଚାୟତର ବିଭିନ୍ନ ଗ୍ରାମରେ ସ୍ୱେଚ୍ଛାସେବୀ ମାନେ ସଚେତନତା ପ୍ରଚାରପତ୍ର…

ଏସ୍ ଓ ଏସ୍ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନରେ ଅନ୍ତର୍ଜାତୀୟ ନର୍ସିଂ ଦିବସ ପାଳିତ

କେନ୍ଦ୍ରାପଡ଼ା, ୧୨ା୫: ଆଜି ଏସ୍ ଓ ଏସ୍ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍ସ ପ୍ରାଙ୍ଗଣରେ ଫ୍ଲୋରେନ୍ସ ନାଇଟିଙ୍ଗେଲ୍‌ଙ୍କ ୨୦୪ତମ ଜନ୍ମ ଜୟନ୍ତୀ ତଥା ଅନ୍ତର୍ଜାତୀୟ ନର୍ସିଂ ସପ୍ତାହ ପାଳିତ ହୋଇଯାଇଛି । ଏଥିରେ ଅନୁଷ୍ଠାନର ଅଧ୍ୟକ୍ଷା ଜ୍ୟୋତିମର‌୍ୟୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ସଭା ଅନୁଷ୍ଠିତ…

ବିଳମ୍ବିତ ରାତିରେ ବଜ୍ରପାତ, ଜଳିଗଲା ଘର ଗୁହାଳ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଦିହିଡୁପୁର ପଂଚାୟତ ଅଧୀନ ଖଦାଳସାହି ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ବଜ୍ରପାତ ଘଟି ଗୋବିନ୍ଦ ମଲିକଙ୍କ ଚାଳଛପର ଘର ଓ ଗୁହାଳଘର ସଂପୂର୍ଣ୍ଣ ଭସ୍ମୀଭୂତ ହେବା ସହିତ ୫ ଟି ଗାଈଗୋରୁ ନାରାୟଣ ହୋଇ ଯାଇଛନ୍ତି…

ଗାଙ୍ଗପଡାରେ ଶତାଧିକ ବିଜେପି କର୍ମୀଙ୍କ ବିଜେଡିରେ ଯୋଗଦାନ

  କେନ୍ଦ୍ରାପଡ଼ା, ୧୨ା୫: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡା ଗ୍ରାମପଞ୍ଚାୟତରେ ବିଜୁଜନତାଦଳର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ଯୁବ ବିଜେଡି ସଭାପତି ଅସିତବନ୍ଧୁ ଧଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିଜୁଜନତାଦଳର ଏହି ମିଶ୍ରଣପର୍ବରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି…

ଚକ୍ରୋଡା ଗ୍ରାମପଞ୍ଚାୟତରେ ବିଜେଡିର ବନ୍ଧୁମିଳନ

କେନ୍ଦ୍ରାପଡ଼ା, ୧୨ା୫: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର କଚେରିଡିହ ଠାରେ ବିଜୁଜନତାଦଳର ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଜିଲ୍ଲା ବିଜେଡିର ବରିଷ୍ଠ ନେତା ପ୍ରଦୀପ୍ତ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ସର୍ବଭାରତୀୟ ପରୀକ୍ଷାରେ ପଟ୍ଟାମୁଣ୍ଡାଇ ଛାତ୍ର ଓଡିଶା ଟପ୍ପର

ଚଳିତ ବର୍ଷ କେନ୍ଦ୍ରୀୟ ଲୋକ ସେବା ଆୟୋଗ ଦ୍ୱାରା ଭାରତୀୟ ବନସେବା (ଆଇ.ଏଫ୍‌.ଏସ୍‌)ର ପରୀକ୍ଷା ଫଳ ପ୍ରକାଶ ପାଇଛି । ଏହି ସର୍ବ ଭାରତୀୟ ସେବା ପାଇଁ ପଟ୍ଟାମୁଣ୍ଡାଇ ମାଟିର ପୁଅ ଅର୍ଣ୍ଣବ ସାମନ୍ତରାୟ ସର୍ବ ଭାରତୀୟ ସ୍ତରରେ ୪୦ତମ ସ୍ଥାନ…

ବିଜେଡି ସଂସଦ ପ୍ରାର୍ଥୀ ଅଂଶୁମାନଙ୍କ ଚା’ ଖଟିରେ ଚର୍ଚ୍ଚା

କେନ୍ଦ୍ରାପଡ଼ା, ୧୨ା୫: ବିଜୁ ଜନତାଦଳର ସଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଆଜି ସକାଳୁ କେନ୍ଦ୍ରାପଡା ସହରର ବିଭିନ୍ନ ସ୍ଥାନରେ ଥିବା ଚା ଖଟିରେ ପହଞ୍ଚି ଚା’ ପିଇବା ସହ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ । ଶ୍ରୀ ମହାନ୍ତି ପ୍ରଥମେ ସହରର…