ବିରାଟ ଶୋଭାଯାତ୍ରାରେ ନାମାଙ୍କନ କରିବାକୁ ଆସିଲେ ମାହାଙ୍ଗା ବିଜେଡି ବିଧାୟକ ପ୍ରାର୍ଥୀ, ନାମାଙ୍କନ ନ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଫେରିଲେ 

ମାହାଙ୍ଗା ବିଜେଡି ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ଆଜି ଶୋଭାଯାତ୍ରା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ନାମାଙ୍କନ କରିବାକୁ ଆସିଥିଲେ । ହେଲେ ନାମାଙ୍କନ ନ କରି ସେ ଫେରି ଆସିଛନ୍ତି । ତେବେ ନାମାଙ୍କନ କାହିଁକି କଲେ ନାହିଁ ଓ କଣ…

ଗୁଲନଗର ବହୁ ବିଜେପି ଓ କଂଗ୍ରେସ କର୍ମୀ ବିଜେଡିରେ ଯୋଗଦାନ

କେନ୍ଦ୍ରାପଡ଼ା, ୧୩ା୫: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମପଞ୍ଚାୟତରେ ବିଜୁଜନତାଦଳର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ମନ୍ତ୍ରୀ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଗଣେଶ୍ୱର ବେହେରାଙ୍କ ହାତମୁଠାକୁ ଟାଣ କରିବା ପାଇଁ ଗୁଲନଗର ପଞ୍ଚାୟତ ବିଜେଡି ସଭାପତି…

କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା କେନ୍ଦ୍ରାପଡା ଜିଲ୍ଲା ଉଜ୍ଜ୍ୱଳା ଦିଦି ସଂଘ

କେନ୍ଦ୍ରାପଡ଼ା, ୧୩ା୫: ଗୋପ ମହାଦେବ ମନ୍ଦିର ପ୍ରାଙ୍ଗଣରେ ଉଜ୍ୱଳା ଦିଦିଙ୍କ ଜିଲ୍ଲା ସଭାପତି ଉସାରାଣୀ ରାଉତଙ୍କ ନେତ୍ରୁତ୍ୱରେ ଏବଂ ସମ୍ପାଦକ ଲକ୍ଷ୍ମୀ ଦାଶଙ୍କ ତତ୍ୱାବଧାନରେ ଆଜି ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ଭାବେ ଉଜ୍ୱଳା…

ନାମାଙ୍କନର ସପ୍ତମ ଦିବସରେ ଲୋକସଭା ପାଇଁ ୩ଜଣ ଓ ବିଧାନସଭା ପାଇଁ ୧୩ଜଣଙ୍କ ମନୋନୟନତ୍ର ଦାଖଲ

କେନ୍ଦ୍ରାପଡ଼ା, ୧୩ା୫: ନାମାଙ୍କନର ସପ୍ତମ ଦିବସରେ ଆଜି ଲୋକସଭା କ୍ଷେତ୍ର ପାଇଁ ୩ଜଣ ଓ ବିଧାନସଭା କ୍ଷେତ୍ର ପାଇଁ ୧୩ଜଣ ମନୋନୟନପତ୍ର ଦାଖଲ କରିଛନ୍ତି । ଲୋକସଭା ଆସନ ପାଇଁ ଭାରତୀୟ ଜାତୀୟ କଂଗ୍ରେସର ପକ୍ଷରୁ ସିଦ୍ଧାର୍ଥସ୍ୱରୂପ ଦାଶ ତିନିମୁହାଣିଛକରୁ ଏକ…

ନାମାଙ୍କନ ପୂର୍ବରୁ ଶକ୍ତି ପ୍ରଦର୍ଶନ , ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ ନେତା

ସାଧାରଣ ନିର୍ବାଚନ ପାଇଁ ମଇ ୭ତାରିଖ ବୁଧୁବାରଠାରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ନାମାଙ୍କନ ଭରୁଛନ୍ତି ନେତା । ପ୍ରବଳ ଖରା ସତ୍ୱେ ବିଭିନ୍ନ ଦଳର ନେତା ଦଳ…