କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଜନବସିତ ବୃଦ୍ଧି ସାଙ୍ଗକୁ ଉନ୍ନୟନ ନାଁରେ ଦୈନିକ ଶତାଧିକ ଗଛ ବଳି ପଡୁଛି । ବିକାଶ ଆଳରେ ଦୈନିକ ବନକ୍ଷୟ ହେଉଥିବାରୁ କ୍ରମଶଃ ଗଛ ସଂଖ୍ୟା କମି ପ୍ରତିକୂଳ ପ୍ରଭାବରେ ଜଳବାୟୁ ବିଗିଡି ତାପମାତ୍ରା ପ୍ରଭାବିତ ହେଉଛି । କିଛିବର୍ଷ ପୂର୍ବେ ୩୬ରୁ୩୯ ଡିଗ୍ରୀ ଭିତରେ ରହୁଥିବା ପାରଦ ଏବେ ୪୨ରୁ୪୭ ଡିଗ୍ରୀ ମୁହାଁ ହେଲାଣି । ତାପମାତ୍ରାରେ ଏଭଳି ବୃଦ୍ଧି ଜନଜୀବନକୁ ପ୍ରଭାବିତ […]
Day: 19 May 2024
କେନ୍ଦ୍ରାପଡ଼ା, ୧୯ା୫: କେନ୍ଦ୍ରାପଡାରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଇଥିବା ବେଳେ କେନ୍ଦ୍ରାପଡା ଲୋକସଭା କ୍ଷେତ୍ରର ବହୁଜନ ସମାଜବାଦୀ ପାର୍ଟି (ବିଏସ୍ପି) ପ୍ରାର୍ଥୀ ସେକ୍ ସାଦିକ୍ ହୋସେନ୍ ତାଙ୍କ ନିର୍ବାଚନୀ ପ୍ରଚାର କେନ୍ଦ୍ରାପଡାରୁ ଆରମ୍ଭ କରିଛନ୍ତି । ସାଦିକ୍ ଗରାପୁରସ୍ଥିତ ପାର୍ଟି କାର୍ଯ୍ୟାଳୟରୁ ଏକ ବାଇକ ଶୋଭାଯାତ୍ରାରେ କଟକ-ଚାନ୍ଦବାଲି ରାସ୍ତାରେ କଲେଜ ଛକକୁ ଆସି ସେଠାରୁ ତିନିମୁହାଣୀ ଛକ ଦେଇ ସହର ମଧ୍ୟକୁ ପ୍ରବେଶ କରିଥିଲେ […]
କେନ୍ଦ୍ରାପଡ଼ା, ୧୯ା୫: ଭାରତର ନିର୍ବାଚନ କମିଶନ୍ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ପର୍ଯ୍ୟବେକ୍ଷକ, ସମସ୍ତ ରାଜନୈତିକ ଦଳ ଓ ସାଧାରଣ ନିର୍ବାଚନ-୨୦୨୪ରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ଉପସ୍ଥିତିରେ ବାଲାଟ୍ ୟୁନିଟ୍ (ବିୟୁ), କଂଟ୍ରୋଲ ୟୁନିଟ୍(ସିୟୁ) ଓ ଭିଭିପାଟ୍ର ଦ୍ୱିତୀୟ ପର୍ଯ୍ୟାୟ ରାଣ୍ଡମାଇଜେସନ୍ ଆଜି ଶେଷ ହୋଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ଜିଲ୍ଲା ନିର୍ବାଚନ ଅଧିକାରୀ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ରାଣ୍ଡମାଇଜେସନ୍ […]
କେ୍ଦ୍ରାପଡା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ଉତିକଣ ଅଂଚଳ ଭାବେ ପରିଚିତ ସାନଜରିଆ, ଅରଡ଼ପଲ୍ଲୀ ଓ ଗଙ୍ଗାରାମପୁର ପଂଚାୟତରେ ବିଜେଡି ରାଜନଗର ବିଧାୟକ ପ୍ରାର୍ଥୀ ଧ୍ରୁବ ସାହୁ ଓ କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ବିଶାଳ ରୋଡ଼ସୋ କରି ସମଗ୍ର ଅଂଚଳକୁ ପ୍ରକମ୍ପିତ କରିବା ସହିତ ଶଙ୍ଖମୟ କରି ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶୀର୍ବାଦରୁ ପଟ୍ଟାମୁଣ୍ଡାଇର ବିକାଶ ଶିଖର ଛୁଁଇ ଥିବାରୁ ବିଜେଡିକୁ […]
କେନ୍ଦ୍ରାପଡ଼ା, ୧୮ା୫: ନିର୍ବାଚନୀ ଖର୍ଚ୍ଚ ଉପରେ ନିର୍ଭର କରେ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା । ତେଣୁ ସମସ୍ତ ରାଜନୈତିକ ଦଳ ଓ ସାଧାରଣ ନିର୍ବାଚନ-୨୦୨୪ରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀଙ୍କ ସହ ନିର୍ବାଚନ ଖର୍ଚ୍ଚ ପରିଚାଳନା ଉପରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ […]
କେନ୍ଦ୍ରାପଡ଼ା, ୧୫ା୫: କେନ୍ଦ୍ରାପଡ଼ା ଜିଲ୍ଲାରେ ୨୦୨୪ ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ କରିବା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସର୍ମାନଙ୍କ ଅନ୍ତିମ ପ୍ରଶିକ୍ଷଣ ଶିବିର ଜିଲ୍ଲା ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ ପ୍ରଦୀପ ପ୍ରଜ୍ଜେ୍ୱାଳନ କରି […]
କେନ୍ଦ୍ରାପଡ଼ା, ୧୮ା୫: ସାଧାରଣ ପର୍ଯ୍ୟବେକ୍ଷକ ସାକେତ ମାଲବିୟ ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ବୁଥ୍କୁ ଆଜି ପରିଦର୍ଶନ କରିଛନ୍ତି । ୪ଟି ଉତ୍ତେଜନା ପ୍ରବଣ ବୁଥ୍, ଗୋଟିଏ ଯୁବ ବୁଥ୍, ୨ଟି ସଖି ବୁଥ୍ ଏବଂ ୧୧ଟି ସାଧାରଣ ବୁଥ୍କୁ ପରିଦର୍ଶନ କରିଛନ୍ତି । ବୁଥ୍ମାନଙ୍କରେ ପାନୀୟ ଜଳ, ବିଜୁଳି ଓ ଶୌଚାଳୟ ଆଦି ସର୍ବନିମ୍ନ ସୁନିଶ୍ଚିତ ସୁବିଧା ରହିଛି କି ନାହିଁ ତାହାର ପର୍ଯ୍ୟବେକ୍ଷଣ କରି […]