ପାଟକୁରାରେ ବିଜେଡି ସଂସଦ ପ୍ରାର୍ଥୀ ଅଂଶୁମାନ ଓ ବିଧାୟକ ପ୍ରାର୍ଥୀ ଅରବିନ୍ଦଙ୍କ ରୋଡସୋ

କେନ୍ଦ୍ରାପଡ଼ା, ୨୨ା୫: କେନ୍ଦ୍ରାପଡା ଲୋକସଭା କ୍ଷେତ୍ର ଅନ୍ତର୍ଗତ ପାଟକୁରା ବିଧାନସଭା କ୍ଷେତ୍ରରେ ବିଜେଡି ସଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଓ ବିଜେଡି ବିଧାୟକ ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ସେମାନଙ୍କ ନିର୍ବାଚନ ପ୍ରଚାରକୁ ଶାଣିତ କରିଛନ୍ତି । ମଙ୍ଗଳବାର ଏକ ବିଶାଳ ଶୋଭାଯାତ୍ରାରେ…