Day: 25 May 2024

ଜୁନ୍ ୧ରେ ମତଦାନ ପାଇଁ ଇଭିଏମ୍ ପ୍ରସ୍ତୁତ

କେନ୍ଦ୍ରାପଡ଼ା, ତା ୨୫/୦୫: ଜିଲ୍ଲାରେ ଜୁନ୍ ୧ ତାରିଖରେ ଭୋଟ୍‌ଗ୍ରହଣ ପାଇଁ ଇଭିଏମ୍ ମେସିନ୍‌ର କମିସନିଂ କାର୍ଯ୍ୟ ଶେଷ ହୋଇଛି । ଭାରତର ନିର୍ବାଚନ ଆୟୋଗଙ୍କ ନିୟମାନୁସାରେ...

ରାଜନଗର ଭାଜପା ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ଭାରତୀୟ ଜନତା ପାଟୀ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ହୋଇଛି । ଭାଜପା ନିର୍ବାଚନୀ ପ୍ରଚାର କ୍ୟାସେଟରେ...

ପୌରାଞ୍ଚଳରେ ବିଜେଡିର ବିଶାଳ ରୋଡସୋ

ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ବିଭିନ୍ନ ଦଳର ନିର୍ବାଚନ ପ୍ରଚାର ସେତେ ଜୋରଦାର ହେବାରେ ଲାଗିଛି । ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଗଡ଼ ଭାବେ ପରିଚିତ...

ଯୋଡି ଶଙ୍ଖ ଇତିହାସ ରଚିବ , ନୀଳକଣ୍ଠପୁରରେ ବିଜେଡି କର୍ମୀ ସମ୍ମିଳନୀ

କେନ୍ଦ୍ରାପଡ଼ା ଜିଲ୍ଲା ସମେତ ସାରା ଓଡିଶାରେ ଯୋଡି ଶଙ୍ଖ ଇତିହାସ ରଚିବ ଓ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହୋଇ ବିରଳ ରେକର୍ଡ ସୃଷ୍ଟି...

କୃଷିକର୍ମଚାରୀଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇରେ ଥିବା ଜିଲ୍ଲା କୃଷି କାର୍ଯ୍ୟାଳୟରେ କାର୍ଯ୍ୟରତ କୃୃଷି କର୍ମଚାରୀ ରାଜେନ୍ଦ୍ର ସିଂ (୪୨)ଙ୍କ ଚିକିତ୍ସାଧିନ ଅବସ୍ଥାରେ ମ୍ୟୃତ୍ୟୁ ହୋଇଛି ।ସୁଚନା ଅନୁଯାଇ ମୟୁରଭଞ...

ପଟ୍ଟାମୁଣ୍ଡାଇ ଉତିକଣରେ ଧ୍ରୁବଙ୍କ ବିଶାଳ ରୋଡସୋ, ସମଗ୍ର ଅଂଚଳ ଶଙ୍ଖମୟ

ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ବିଭିନ୍ନ ଦଳର ନିର୍ବାଚନ ପ୍ରଚାର ସେତେ ଜୋରଦାର ହେବାରେ ଲାଗିଛି । ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଗଡ଼ ଭାବେ ପରିଚିତ...

ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ବିଜେଡି ସରକାର ଓଡିଶାବାସୀଙ୍କୁ ପ୍ରତାରଣା କରିଛି – ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ

କେନ୍ଦ୍ରାପଡା,୨୪/୫ - ଭାରତୀୟ ଜନତାପାର୍ଟି କେନ୍ଦ୍ରାପଡା ଲୋକସଭା କ୍ଷେତ୍ରରେ ସାମ୍ବାଦିକ ସମ୍ମିଳନୀ ଗରାପୁର ସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସାମ୍ବାଦିକ ସମ୍ମିଳନୀରେ...

ସ୍ୱାଧୀନ ସାଂସଦ ପ୍ରାର୍ଥୀ ପ୍ରତାପ ମହାନ୍ତିଙ୍କ ନିର୍ବାଚନ ପ୍ରଚାର

କେନ୍ଦ୍ରାପଡ଼ା ଜିଲ୍ଲାର ସୂଚନା ଅଧିକାର କର୍ମୀ ଚାଷୀ ନେତା ପ୍ରତାପ ଚନ୍ଦ୍ର ମହାନ୍ତି କେନ୍ଦ୍ରାପଡ଼ା ଲୋକସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ମୈଦାନରେ ଅବତୀର୍ଣ୍ଣ ହୋଇଛନ୍ତି...