କେନ୍ଦ୍ରାପଡା ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଜିତାଇବାକୁ କେନ୍ଦ୍ରାପଡାବାସୀଙ୍କୁ ନିବେଦନ   ୨ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ସମାଗମ କେନ୍ଦ୍ରାପଡ଼ା, ୨୭ା୫: କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାରୁଅ ସିଦ୍ଧବଟ ପଡିଆରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଓଡିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପିକୁ ସମାଲୋଚନା କରି କହିଲେ ଯେ ବିରୋଧୀ ଦଳ […]

କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପଲ୍ଲୀ ରଘୁନାଥପୁର ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଅବସରପ୍ରାପ୍ତ ଆର୍ମି କର୍ମଚାରୀ ସୁଧାଂଶୁ ଜେନାଙ୍କୁ ଚାରିଜଣ ଦୁର୍ବୁତ୍ତ ଜୀବନରୁ ମାରିଦେବା ପାଇଁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ସେ ରକ୍ତାକ୍ତ ଅବସ୍ଥାରେ ଚେତା ଶୂନ୍ୟ ହୋଇ ତଳେ ପଡିଯାଇଥିଲେ । ଘଟଣା ସମ୍ପର୍କରେ ଖବର ପାଇ ପରିବାର ଲୋକେ ନିକଟସ୍ଥ ଇନ୍ଦୁପୁର ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ମାତ୍ର ସୁଧାଂଶୁଙ୍କ ମୁଣ୍ଡରେ […]

କେନ୍ଦ୍ରାପଡ଼ା, ୨୬ା୫: +୨ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । କେନ୍ଦ୍ରାପଡା ଜିଲ୍ଲାରେ ବିଜ୍ଞାନରେ ୯୦.୭୪ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଥିବା ବେଳେ କଳାରେ ୭୮.୭୩, ବାଣିଜ୍ୟରେ ୮୮.୫୧ ଓ ଭୋକେସନାଲରେ ୭୭.୨୧ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି । ଜିଲ୍ଲାରେ ବିଜ୍ଞାନରେ ମୋଟ ୩୩୮୧ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୩୦୬୮ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି । ସେଥିମଧ୍ୟରୁ ପ୍ରଥମ ଶ୍ରେଣୀରେ ୫୮୦ଜଣ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧୩୩୧ଜଣ […]