ନୂଆଦିଲ୍ଲୀ,୩୦ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡକ୍ଟର ମନମୋହନ ସିଂ ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ଭୋଟ୍‌ ପୂର୍ବରୁ ଭୋଟରଙ୍କୁ ଏକ ବିଶେଷ ଆବେଦନ କରିଛନ୍ତି। ଅନ୍ୟ ପଟେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ଭାଷା ଏବଂ ନୀତି ପାଇଁ କଡ଼ା କଥା କହି ମଧ୍ୟ ଆକ୍ରମଣ କରିଛନ୍ତି। ଗୁରୁବାର ଏକ ଚିଠି ଜାରି କରି ମନମୋହନ ପଞ୍ଜାବର ଲୋକଙ୍କୁ ଆହୁରି ଅନେକ […]

କେନ୍ଦ୍ରାପଡ଼ା, ୨୮/୫: କେନ୍ଦ୍ରାପଡା ଲୋକସଭା କ୍ଷେତ୍ରରେ ଭାରତୀୟ ଜନତା ପାର୍ଟିର ଏକ ସାମ୍ବାଦିକ ସମ୍ମିଳନୀ ଗରାପୁରସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପଠାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ସଭାପତି କିଶୋର କୁମାର ପଣ୍ଡା, କେନ୍ଦ୍ରାପଡାର ବିଧାନସଭା ପ୍ରାର୍ଥିନୀ ଗୀତାଞ୍ଜଳୀ ସେଠୀ, ଲୋକସଭା ସଂଚାଳନ କମିଟିର ମୁଖ୍ୟ ସଞ୍ଜୟ ରଥ, ମିଡିଆ ସେଲ୍ ସଭାପତି ନେହେରୁ କୁମାର ସାହୁ ଉପସ୍ଥିତ ଥିଲେ । ଗୀତାଞ୍ଜଳୀ ସେଠୀ ସମ୍ବାଦିକମାନଙ୍କ ଜରିଆରେ ଜିଲ୍ଲା […]

କେନ୍ଦ୍ରାପଡା, ୩୦/୫: ଭିନ୍ନକ୍ଷମ ବର୍ଗ ଭୋଟରଙ୍କ ମତଦାନ ପ୍ରକ୍ରିୟାରେ ପୂର୍ଣ୍ଣ ଅଂଶଗ୍ରହଣ ପାଇଁ ଚଳିତ ନିର୍ବାଚନକୁ ଅଧିକ ସୁଗମ ଓ ବ୍ୟାପକ ଅନୁକୂଳ ବ୍ୟବସ୍ଥା ଅବଲମ୍ବନ କରାଯାଇଛି । ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଚଳିତ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଦୃଷ୍ଟି ବାଧିତ ଭୋଟରମାନଙ୍କ ଅବଗତି ଉଦ୍ଦେଶ୍ୟରେ ଏକ – ‘ବ୍ରେଲ୍ ଭୋଟର ସଚେତନତା କର୍ମଶାଳା’ ପୁନର୍ବାସ ଥେରାପି କେନ୍ଦ୍ରରେ ବୁଧବାର ଆୟୋଜନ କରାଯାଇଥିଲା । ପୁନର୍ବାସର ମୁଖ୍ୟ […]

କେନ୍ଦ୍ରାପଡା, ତା.୨୯/୦୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଓଡ଼ିଶା ଗସ୍ତରେ ଆସି ବାରିପଦା, ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର ସାରି କେନ୍ଦ୍ରାପଡାରେ ପହଞ୍ଚିଛନ୍ତି। କେନ୍ଦ୍ରପଡା ବାରୋ ଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ଜନସମାବେଶକୁ ସମ୍ବୋଧିତ କରି କହିଛନ୍ତି ୪ ଜୁନ୍ ପରେ ଓଡିଶା ବିକାଶର ଏକ ନୂଆ ଯାତ୍ରା ବାହାରିବାକୁ ଯାଉଛି । ଆଜି ମୁଁ ଆପଣଙ୍କଠାରୁ ଆଶୀର୍ବାଦ ନେବାକୁ ଆସିଛି ଓ ଆପଣଙ୍କୁ ୧୦ ଜୁନ୍ […]