ପ୍ରବଳ ପବନ ବର୍ଷାରେ କେନ୍ଦ୍ରାପଡା ସହର ବେହାଲ

କେନ୍ଦ୍ରାପଡ଼ା, ୧୪ା୫: କାଳ ବୈଶାଖି ପବନ ବର୍ଷାରେ କେନ୍ଦ୍ରାପଡା ସହର ସମେତ ସହରତଳି ଅଞ୍ଚଳ ବେହାଲ ହୋଇପଡିଥିବା ଦେଖାଯାଇଛି । ସହରର ମଢିଆଳ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ଏକ ବିରାଟ କୃଷ୍‌ୃଚୂଡା ଗଛଟି ପ୍ରବଳ ପବନରେ ତିନିମୁହାଣି- ନୂଆବସଷ୍ଟାଣ୍ଡ ରାସ୍ତା…

କଂଗ୍ରେସ ପ୍ରାର୍ଥୀ ଲୋକନାଥ ମହାରଥୀଙ୍କ ସମେତ ୨୬ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ଲୋକସଭା ପାଇଁ ୫ ଓ ବିଧାନସଭା ପାଇଁ ୨୧ ନାମାଙ୍କନ ଦାଖଲ

କେନ୍ଦ୍ରାପଡ଼ା, ୧୪ା୫: ନାମାଙ୍କନ ପତ୍ର ଦାଖଲର ଅଷ୍ଟମ ତଥା ଶେଷ ଦିବସରେ କେନ୍ଦ୍ରାପଡା ଜିଲ୍ଲାର ୧୦୦-ମହାକାଳପଡା ବିଧାନସଭା ଆସନ ପାଇଁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଲୋକନାଥ ମହାରଥୀଙ୍କ ସମେତ ବିଧାନସଭା କ୍ଷେତ୍ର ପାଇଁ ୨୧ଜଣ ନାମାଙ୍କନ ଦାଖଲ କରିଥିବା ବେଳେ…

ପ୍ରତିଶ୍ରୁତି ଓ ପ୍ରତାରଣାର ବିଜେଡ଼ି ସରକାର – ବିଜେପି

କେନ୍ଦ୍ରାପଡ଼ା, ୧୪/୫: ଭାରତୀୟ ଜନତା ପାର୍ଟି ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ ଗରାପୁରସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ବିଜେପିର ରାଜ୍ୟ ପ୍ରବକ୍ତା ଜ୍ଞାନଦେବ ବେଉରା, ଜିଲ୍ଲା ଉପସଭାପତି ଅଭିମନ୍ୟୁ ଗୋଛାୟତ, ଜିଲ୍ଲା ମିଡିଆ ସେଲ ନେହେରୁ କୁମାର…

ମାହାଙ୍ଗା ବିଧାନସଭା ଆସନରୁ ପ୍ରାର୍ଥୀର୍ପତ୍ର ଦାଖଲ କଲେ ଅଙ୍କିତ

ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ପ୍ରାର୍ଥୀପତ୍ର ଦାଖଲ ବେଳେ ବାପା ପ୍ରତାପ ଜେନାଙ୍କ ସହ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ । ସୂଚନା ଯୋଗ୍ୟ, ସୋମବାର ଅଙ୍କିତ…

ବିରାଟ ଶୋଭାଯାତ୍ରାରେ ନାମାଙ୍କନ କରିବାକୁ ଆସିଲେ ମାହାଙ୍ଗା ବିଜେଡି ବିଧାୟକ ପ୍ରାର୍ଥୀ, ନାମାଙ୍କନ ନ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଫେରିଲେ 

ମାହାଙ୍ଗା ବିଜେଡି ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ଆଜି ଶୋଭାଯାତ୍ରା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ନାମାଙ୍କନ କରିବାକୁ ଆସିଥିଲେ । ହେଲେ ନାମାଙ୍କନ ନ କରି ସେ ଫେରି ଆସିଛନ୍ତି । ତେବେ ନାମାଙ୍କନ କାହିଁକି କଲେ ନାହିଁ ଓ କଣ…

ଗୁଲନଗର ବହୁ ବିଜେପି ଓ କଂଗ୍ରେସ କର୍ମୀ ବିଜେଡିରେ ଯୋଗଦାନ

କେନ୍ଦ୍ରାପଡ଼ା, ୧୩ା୫: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମପଞ୍ଚାୟତରେ ବିଜୁଜନତାଦଳର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ମନ୍ତ୍ରୀ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଗଣେଶ୍ୱର ବେହେରାଙ୍କ ହାତମୁଠାକୁ ଟାଣ କରିବା ପାଇଁ ଗୁଲନଗର ପଞ୍ଚାୟତ ବିଜେଡି ସଭାପତି…

କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା କେନ୍ଦ୍ରାପଡା ଜିଲ୍ଲା ଉଜ୍ଜ୍ୱଳା ଦିଦି ସଂଘ

କେନ୍ଦ୍ରାପଡ଼ା, ୧୩ା୫: ଗୋପ ମହାଦେବ ମନ୍ଦିର ପ୍ରାଙ୍ଗଣରେ ଉଜ୍ୱଳା ଦିଦିଙ୍କ ଜିଲ୍ଲା ସଭାପତି ଉସାରାଣୀ ରାଉତଙ୍କ ନେତ୍ରୁତ୍ୱରେ ଏବଂ ସମ୍ପାଦକ ଲକ୍ଷ୍ମୀ ଦାଶଙ୍କ ତତ୍ୱାବଧାନରେ ଆଜି ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ଭାବେ ଉଜ୍ୱଳା…

ନାମାଙ୍କନର ସପ୍ତମ ଦିବସରେ ଲୋକସଭା ପାଇଁ ୩ଜଣ ଓ ବିଧାନସଭା ପାଇଁ ୧୩ଜଣଙ୍କ ମନୋନୟନତ୍ର ଦାଖଲ

କେନ୍ଦ୍ରାପଡ଼ା, ୧୩ା୫: ନାମାଙ୍କନର ସପ୍ତମ ଦିବସରେ ଆଜି ଲୋକସଭା କ୍ଷେତ୍ର ପାଇଁ ୩ଜଣ ଓ ବିଧାନସଭା କ୍ଷେତ୍ର ପାଇଁ ୧୩ଜଣ ମନୋନୟନପତ୍ର ଦାଖଲ କରିଛନ୍ତି । ଲୋକସଭା ଆସନ ପାଇଁ ଭାରତୀୟ ଜାତୀୟ କଂଗ୍ରେସର ପକ୍ଷରୁ ସିଦ୍ଧାର୍ଥସ୍ୱରୂପ ଦାଶ ତିନିମୁହାଣିଛକରୁ ଏକ…

ନାମାଙ୍କନ ପୂର୍ବରୁ ଶକ୍ତି ପ୍ରଦର୍ଶନ , ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ ନେତା

ସାଧାରଣ ନିର୍ବାଚନ ପାଇଁ ମଇ ୭ତାରିଖ ବୁଧୁବାରଠାରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ନାମାଙ୍କନ ଭରୁଛନ୍ତି ନେତା । ପ୍ରବଳ ଖରା ସତ୍ୱେ ବିଭିନ୍ନ ଦଳର ନେତା ଦଳ…

କଂସାର ପଞ୍ଚାୟତରେ ମତଦାତା ସଚେତନତା ଶୋଭାଯାତ୍ରା

କେନ୍ଦ୍ରାପଡା: କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ କଂସାର ପଞ୍ଚାୟତରେ ସାମାଜିକ ସଂଗଠନ “ଜୟ ରାଷ୍ଟ୍ର’ ଓ ମା କୃପାମୟୀ ଯୁବକ ସଂଘ ପକ୍ଷରୁ ମତଦାତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି କ୍ଷ କଂସାର ପଞ୍ଚାୟତର ବିଭିନ୍ନ ଗ୍ରାମରେ ସ୍ୱେଚ୍ଛାସେବୀ ମାନେ ସଚେତନତା ପ୍ରଚାରପତ୍ର…

ଏସ୍ ଓ ଏସ୍ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନରେ ଅନ୍ତର୍ଜାତୀୟ ନର୍ସିଂ ଦିବସ ପାଳିତ

କେନ୍ଦ୍ରାପଡ଼ା, ୧୨ା୫: ଆଜି ଏସ୍ ଓ ଏସ୍ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍ସ ପ୍ରାଙ୍ଗଣରେ ଫ୍ଲୋରେନ୍ସ ନାଇଟିଙ୍ଗେଲ୍‌ଙ୍କ ୨୦୪ତମ ଜନ୍ମ ଜୟନ୍ତୀ ତଥା ଅନ୍ତର୍ଜାତୀୟ ନର୍ସିଂ ସପ୍ତାହ ପାଳିତ ହୋଇଯାଇଛି । ଏଥିରେ ଅନୁଷ୍ଠାନର ଅଧ୍ୟକ୍ଷା ଜ୍ୟୋତିମର‌୍ୟୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ସଭା ଅନୁଷ୍ଠିତ…

ବିଳମ୍ବିତ ରାତିରେ ବଜ୍ରପାତ, ଜଳିଗଲା ଘର ଗୁହାଳ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଦିହିଡୁପୁର ପଂଚାୟତ ଅଧୀନ ଖଦାଳସାହି ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ବଜ୍ରପାତ ଘଟି ଗୋବିନ୍ଦ ମଲିକଙ୍କ ଚାଳଛପର ଘର ଓ ଗୁହାଳଘର ସଂପୂର୍ଣ୍ଣ ଭସ୍ମୀଭୂତ ହେବା ସହିତ ୫ ଟି ଗାଈଗୋରୁ ନାରାୟଣ ହୋଇ ଯାଇଛନ୍ତି…

ଗାଙ୍ଗପଡାରେ ଶତାଧିକ ବିଜେପି କର୍ମୀଙ୍କ ବିଜେଡିରେ ଯୋଗଦାନ

  କେନ୍ଦ୍ରାପଡ଼ା, ୧୨ା୫: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡା ଗ୍ରାମପଞ୍ଚାୟତରେ ବିଜୁଜନତାଦଳର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ଯୁବ ବିଜେଡି ସଭାପତି ଅସିତବନ୍ଧୁ ଧଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିଜୁଜନତାଦଳର ଏହି ମିଶ୍ରଣପର୍ବରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି…

ଚକ୍ରୋଡା ଗ୍ରାମପଞ୍ଚାୟତରେ ବିଜେଡିର ବନ୍ଧୁମିଳନ

କେନ୍ଦ୍ରାପଡ଼ା, ୧୨ା୫: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର କଚେରିଡିହ ଠାରେ ବିଜୁଜନତାଦଳର ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଜିଲ୍ଲା ବିଜେଡିର ବରିଷ୍ଠ ନେତା ପ୍ରଦୀପ୍ତ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ସର୍ବଭାରତୀୟ ପରୀକ୍ଷାରେ ପଟ୍ଟାମୁଣ୍ଡାଇ ଛାତ୍ର ଓଡିଶା ଟପ୍ପର

ଚଳିତ ବର୍ଷ କେନ୍ଦ୍ରୀୟ ଲୋକ ସେବା ଆୟୋଗ ଦ୍ୱାରା ଭାରତୀୟ ବନସେବା (ଆଇ.ଏଫ୍‌.ଏସ୍‌)ର ପରୀକ୍ଷା ଫଳ ପ୍ରକାଶ ପାଇଛି । ଏହି ସର୍ବ ଭାରତୀୟ ସେବା ପାଇଁ ପଟ୍ଟାମୁଣ୍ଡାଇ ମାଟିର ପୁଅ ଅର୍ଣ୍ଣବ ସାମନ୍ତରାୟ ସର୍ବ ଭାରତୀୟ ସ୍ତରରେ ୪୦ତମ ସ୍ଥାନ…

ବିଜେଡି ସଂସଦ ପ୍ରାର୍ଥୀ ଅଂଶୁମାନଙ୍କ ଚା’ ଖଟିରେ ଚର୍ଚ୍ଚା

କେନ୍ଦ୍ରାପଡ଼ା, ୧୨ା୫: ବିଜୁ ଜନତାଦଳର ସଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଆଜି ସକାଳୁ କେନ୍ଦ୍ରାପଡା ସହରର ବିଭିନ୍ନ ସ୍ଥାନରେ ଥିବା ଚା ଖଟିରେ ପହଞ୍ଚି ଚା’ ପିଇବା ସହ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ । ଶ୍ରୀ ମହାନ୍ତି ପ୍ରଥମେ ସହରର…

ଅକ୍ଷୟ ତୃତୀୟାରେ ସମ୍ମିଳିତ କଳାମ “ସ୍ପନ୍ଦନ’ର ଶୁଭଜନ୍ମ

କେନ୍ଦ୍ରାପଡା ୧୧/୫- ପବିତ୍ର ଅକ୍ଷୟ ତୃତୀୟାରେ ଇନ୍ଦ୍ରଧନୁର ସ୍ୱପ୍ନବୀଜ ବୁଣି କେନ୍ଦ୍ରାପଡାରେ ଜନ୍ମ ନେଲା କଳା, ସାହିତ୍ୟ ଓ ସୃଜନ ଅଭିବ୍ୟକ୍ତିର ମୁକ୍ତ ତଥା ପ୍ରତିବଦ୍ଧ ଅନୁଷ୍ଠାନ – ସ୍ପନ୍ଦନ । କବି, କଥାକାର, ନାଟ୍ୟକାର, ଚିତ୍ରଶିଳ୍ପୀ, ସଂଗୀତଶିଳ୍ପୀ,ନୃତ୍ୟଶିଳ୍ପୀଙ୍କ ସମାବେଶରେ ଇନ୍ଦ୍ରଧନୁର…

ରାଜ୍ୟର ଶ୍ରେଷ୍ଠ ସାରସ୍ୱତ ଅନୁଷ୍ଠାନ ଭାବେ ରାଜଶ୍ରୀ ସମ୍ବର୍ଦ୍ଧିତ

କେନ୍ଦ୍ରାପଡା -୧୧ା୫: ଦୀର୍ଘ ୩୫ ବର୍ଷରୁ ଉର୍ଦ୍ଧ୍ୱ କାଳ କଳା ଓ ସାହିତ୍ୟର ପ୍ରଚାର ପ୍ରସାର ଦିଗରେ ଉଦ୍ୟମ ଅବ୍ୟାହତ ରଖିଥିବା କେନ୍ଦ୍ରାପଡା ଜିଲ୍ଲା କୋରୋସ୍ଥିତ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦକୁ ଆଜି ରାଜ୍ୟର ଶ୍ରେଷ୍ଠ ସଂଗଠନ ରୂପେ ସମ୍ବର୍ଦ୍ଧିତ…

କେନ୍ଦ୍ରାପଡାରେ ବିଭିନ୍ନ ସ୍ଥାନରେ ଶନୈଶ୍ଚର ଜଳାଭିଷେକ ଓ ମହାଯଜ୍ଞ ଅନୁଷ୍ଠିତ

କେନ୍ଦ୍ରାପଡ଼ା: ବର୍ତମାନ ସମାଜରେ ବହୁ ବିଶୃଙ୍ଖଳା ସୁଷ୍ଟି ହେଉଛି । ଦେଶ ଦେଶ ମଧ୍ୟରେ ଯୁଦ୍ଧ ଚାଲିଛି । ତେଣୁ ବିଶ୍ୱ ଶାନ୍ତି ପାଇଁ କେନ୍ଦ୍ରାପଡା ସହରର ଗଣାମାହାଲସ୍ଥିତ ଶ୍ରୀ ସିଦ୍ଧ ମହାପୁରୁଷ ବାଲାବାବା ମନ୍ଦିର ପରିସରରେ ୧୨ତମ ବିଶ୍ୱଶାନ୍ତି ଶନୈଶ୍ଚର…

ପଟ୍ଟାମୁଣ୍ଡାଇ କୋଟରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ପଟ୍ଟାମୁଣ୍ଡାଇ ତାଲୁକ ଆଇନି ସେବା ପ୍ରାଧିକରଣ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟରେ ଦ୍ୱିତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ତାଲୁକ ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା ତଥା ସିନିଅର ସିଭିଲ ଜର୍ଜ ସୁଶ୍ରୀ ସଂଗୀତା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଲୋକ…

ଯୁବ ଭାରତ କୃଷକ ସଙ୍ଘର ବାର୍ଷିକ ଉତ୍ସବ ଓ କୃଷକମାନଙ୍କ ସାମସ୍ୟା ଉପରେ ଆଲୋଚନାଚକ୍ର ଅନୁଷ୍ଠିତ

କେନ୍ଦ୍ରାପଡା, ୧୧ା୫: ପବିତ୍ର ଅକ୍ଷୟତୃତୀୟା ଅବସରରେ ତମାଳଶାସନସ୍ଥିତ ଶ୍ରୀ ଶ୍ରୀ ଦଧିବାମନଜୀଉ ମନ୍ଦିର ପରିସରରେ ଯୁବ ଭାରତ କୃଷକ ସଙ୍ଘ, କେନ୍ଦ୍ରାପଡାର ବାର୍ଷିକ ଉସରବ ଓ କୃଷକମାନଙ୍କ ସମସ୍ୟା ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ସଙ୍ଘର ରାଜ୍ୟ ସଭାପତି…

ଆପ ଜିତିଲେ ପାଟକୁରା ସମସ୍ୟାର ସମାଧାନ ବାଟ ଫିଟିବ,ଆମ୍ ଆଦମୀ ପାର୍ଟିର ପ୍ରାର୍ଥୀଙ୍କ ଖବରଦାତା ସମ୍ମିଳନୀ

କେନ୍ଦ୍ରାପଡା, ୧୧ା୫ – ଆମ୍ ଆଦମୀ ପାର୍ଟିର ପ୍ରାର୍ଥୀ ଜିତିଲେ ପାଟକୁରା ଅଂଚଳର ବିଭିନ୍ନ ସମସ୍ୟାର ସମାଧାନ ବାଟ ଫିଟି ପାରିବ ସହିତ ଅଂଚଳର ବିକାଶ ତ୍ୱରାନ୍ୱିତ ହୋଇପାରିବ ବୋଲି ଚାନ୍ଦୋଳସ୍ଥିତ ଏକ ବେସରକାରୀ ମଣ୍ଡପରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ…

ଆପ ନେତା ଅଶୋକଙ୍କ ଶୋଭାଯାତ୍ରା

ଡେରାବିଶ, ୧୦/୫– ଚଳିତ ସାଧାରଣ ନିର୍ବାଚନରେ ତିନି ପ୍ରମୁଖ ଦଳ ବିଜେଡ଼ି, କଂଗ୍ରେସ ଓ ଭାଜପା ପ୍ରାର୍ଥୀ ଦେଇଥିବା ବେଳେ ପ୍ରଥମ ଥର ପାଇଁ ଜାତୀୟ ଦଳ ଭାବେ ପରିଚିତ ଆପ୍‌ରୁ ବିଶିଷ୍ଟ ଶ୍ରମିକ ନେତା ଅଶୋକ କୁମାର ତ୍ରିପାଠୀ ତାଙ୍କର…

ପୂଜାର୍ଚ୍ଚନା ପରେ ଲଛମନଜୀଉଙ୍କ ମନ୍ଦିରରୁ ବାହାରିଲା ଅରବିନ୍ଦଙ୍କ ଶୋଭାଯାତ୍ରା , ଶୋଭାଯାତ୍ରାରେ ସାମିଲ ହେଲେ ବିଜୟ

ଡେରାବିଶ, ୧୦/୫– କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ପାଟକୁରା ନିର୍ବାଚନ ମଣ୍ଡଳୀ ପାଇଁ ଦୁଇ ପ୍ରମୁଖ ଦଳ ବିଜେଡ଼ି ଓ ଆପ୍ ଦଳର ପ୍ରାର୍ଥୀମାନେ ଶୁକ୍ରବାର ଜିଲ୍ଲା ରିଟର୍ଣ୍ଣି ଅଧିକାରୀଙ୍କ ନିକଟରେ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି ଅବସରରେ…