ନିର୍ବାଚନ ପୂର୍ବରୁ ଜୋର ଧରିଲା  ଜଳସେଚନ ସମସ୍ୟା , ଜବାବ ଦେବେ ଜନତା

ମୁଣ୍ଡ ଉପରେ ୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ । ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଭରପୁର ପ୍ରୟାସ ଜାରିଥିବା ବେଳେ କେନ୍ଦ୍ରାପଡା ଜିଲା ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଅଂଚଳର କୃଷି ଓ କୃଷକ…

ମହାଲକ୍ଷ୍ମୀ ସ୍ୱୟଂ ସହାୟିକା ଗୋଷ୍ଠିର ସଭାନେତ୍ରୀ ଲକ୍ଷାଧିକ ଟଙ୍କାର ଋଣ ଅର୍ଥ ଆତ୍ମସାତ କରିଥିବା ଜିଲ୍ଲାପାଳଙ୍କୁ ଅଭିଯୋଗ

  କେନ୍ଦ୍ରାପଡ଼ା, ୬ା୫: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ଦଶିପୁର ପଞ୍ଚାୟତର ସମାଜସେବୀ ବିବେକାନନ୍ଦ ଦାଶ ଆଜି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯେ ସେହି ପଞ୍ଚାୟତର ମହାଲକ୍ଷ୍ମୀ ସ୍ୱୟଂ ସହାୟିକା ଗୋଷ୍ଠିର ସଭାପତି ୨ଲକ୍ଷରୁ ଉର୍ଦ୍ଧ୍ୱ ବ୍ୟାଙ୍କ ଋଣ…

ଆମ୍ଆଦମୀ ପାର୍ଟି ପକ୍ଷରୁ ମହାକାଳପଡା ପାଇଁ ନୂତନ ପ୍ରାର୍ଥୀ ଘୋଷଣା : ଇଂ ଦେବାଶିଷ ଦାଶ ହେଲେ ନୂତନ ବିଧାନସଭା ପ୍ରାର୍ଥୀ

କେନ୍ଦ୍ରାପଡ଼ା, ୬ା୫: ଆମ୍ ଆଦମୀ ପାର୍ଟି ପକ୍ଷରୁ ଶ୍ୟାମସୁନ୍ଦରପୁର ଗଡା ସନ୍ନିକଟସ୍ଥ ପାର୍ଟିର ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପାର୍ଟିର ରାଜ୍ୟ ମୁଖପତାତ୍ର ତଥା ଜିଲ୍ଲା ସଭାପତି ସନ୍ଦୀପ୍ତ ଦାସ…

ସ୍ୱତନ୍ତ୍ର ସାଧାରଣ ପର୍ଯ୍ୟବେକ୍ଷକ ଓ ସ୍ୱତନ୍ତ୍ର ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ କେନ୍ଦ୍ରାପଡ଼ା ଗସ୍ତ ନିର୍ବାଚନ ପରିଚାଳନା ସମୀକ୍ଷା, ଶାନ୍ତିପୂର୍ଣ୍ଣ ଓ ନିରପେକ୍ଷ ନିର୍ବାଚନକୁ ଗୁରୁତ୍ୱ

କେନ୍ଦ୍ରାପଡ଼ା, ୬ା୫: ସ୍ୱତନ୍ତ୍ର ସାଧାରଣ ପର୍ଯ୍ୟବେକ୍ଷକ ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଯୋଗେନ୍ଦ୍ର ତ୍ରିପାଠୀ ଏବଂ ସ୍ୱତନ୍ତ୍ର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଅବସରପ୍ରାପ୍ତ ଭାରତୀୟ ରାଜସ୍ୱ ସେବା ଅଧିକାରୀ ହିମାଳିନି କାଶ୍ୟପ ଏକ ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ଆସି ସାଧାରଣ ନିର୍ବାଚନ-୨୦୨୪ର…

ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶକୁ ଫୁ : ବିଜେଡି ମିଶ୍ରଣ ପର୍ବରେ ସରକାରୀ ବାବୁ

କେନ୍ଦ୍ରାପଡ଼ା, ୬/୫ : ନିର୍ବାଚନ ପାଇଁ ବିଶେଷ କରି ରାଜନୈତିକ ଦଳ ଏବଂ ସରକାରୀ ପଦବୀରେ ଥିବା ଅଧିକାରୀଙ୍କୁ ଆଦର୍ଶ ଆଚରଣବିଧି ଦେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି ନିର୍ବାଚନ କମିଶନ । କିନ୍ତୁ କମିଶନଙ୍କ ନିର୍ଦ୍ଦେଶ ଫୁ କରି ଶାସକ ବିଜୁ…

ଭାରତୀୟ ଜନତା ପାର୍ଟି କାର୍ଯ୍ୟକର୍ତ୍ତା ସମ୍ମିଳନୀ

କେନ୍ଦ୍ରାପଡ଼ା, ୬/୫: ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଭାରତୀୟ ଜନତା ପାର୍ଟିର ଜୋନ୍ ନଂ-୬ର କାର୍ଯ୍ୟକର୍ତ୍ତା ସମ୍ମିଳନୀ ଗୌରୀଶଙ୍କର ହୋଟେଲଠାରେ ଅନୁଷ୍ଠିତ ହୋଇଛି । ଏହି ସମ୍ମିଳନୀ ବିଧାନସଭା ସଂଯୋଜକ ଉପିନ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ସମ୍ମିଳନୀ…

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି : ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀ କହିଲେ ଦିନରେ ସ୍ବପ୍ନ ଦେଖୁଛି ଭାଜପା

ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ହେବ ବୋଲି ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି । ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ…

ଦିହୁଡିପୁର ଓ ବଳଭଦ୍ରପୁର ପଂଚାୟତରେ ବିଜେଡି ବନ୍ଧୁ ମିଳନ ଓ ମିଶ୍ରଣ ପର୍ବ

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦିହୁଡିପୁର ଓ ଭଳଭଦ୍ରପୁର ପଂଚାୟତରେ ଆଗାମୀ ସାଧାରଣ ନିର୍ବାଚନରେ ବିଜେଡିର ଉଭୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ବୃହତ ବିଜୟ ବ୍ୟବଧାନ ପାଇଁ ଦଳ ପକ୍ଷରୁ ବନ୍ଧୁମିଳନ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ…

କେନ୍ଦ୍ରାପଡା ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ

କେନ୍ଦ୍ରାପଡ଼ା, ୫/୫: ଆଜି ଭାରତୀୟ ଜନତା ପାର୍ଟି ତରଫରୁ ଏକ ମହାମିଶ୍ରଣ ପବ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ନିକିରାଇସ୍ଥିତ ହନୁମାନ ମନ୍ଦିରଠାରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜୋନ୍ ନଂ ୫ର ମଣ୍ଡଳ ସଭାପତି ଶଶାଙ୍କ ଶେଖର ସେଠୀ ମଞ୍ଚ…

ଜୟରାଷ୍ଟ୍ର ପକ୍ଷରୁ ଭୋଟର ସଚେତନତା ଅଭିଯାନ ଶୁଭାରମ୍ଭ

କେନ୍ଦ୍ରାପଡା, ୫/୫: ସାମାଜିକ ସଂଗଠନ ଜୟରାଷ୍ଟ୍ର ପକ୍ଷରୁ ଭୋଟର ସଚେତନତା ଅଭିଯାନ “ଦେଶ ପାଇଁ ମତଦାନ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଅରୁଣସ୍ତମ୍ଭ ନିକଟରେ ସଚେତନତା ବାର୍ତ୍ତା ପ୍ରଚାର ପତ୍ରକୁ ବରିଷ୍ଠ ଶଲ୍ୟ ଚିକିତ୍ସକ ଡାକ୍ତର ବିରେନ୍ଦ୍ର କୁମାର…

କେନ୍ଦ୍ରାପଡା ବ୍ଲକ ବିଜୁ ଜନତା ଦଳର ବନ୍ଧୁମିଳନ

କେନ୍ଦ୍ରାପଡ଼ା, ୫/୫: କେନ୍ଦ୍ରାପଡା ବ୍ଲକ କପାଳେଶ୍ୱର ଗ୍ରାମପଞ୍ଚୟତ ଅର୍ନ୍ତଗତ ହଳଦୀଢିଅଠାରେ ବ୍ଲକସ୍ତରୀୟ ବିଜେଡିର ବନ୍ଧୁମିଳନ ଜିଲ୍ଲା ବିଜେଡି ସଭାପତି ଧିରେନ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ସଭାପତି ଆଲୋକ ସାହୁ ଅତିଥି ପରିଚୟ ପ୍ରଦାନ ପୂର୍ବକ…

ଦ୍ରୁତଗତି ଓ ବେପରୁଆ ଗାଡ଼ି ଚାଳନା ଯୋଗୁ ବଢୁଛି ଦୁର୍ଘଟଣା

            ସହର ରାସ୍ତାରେ ହେଉଛି ବେଆଇନ୍ ପାର୍କିଂ             ସ୍ପିଡ୍ ଗଭର୍ନାନ୍ସ ନ ଥାଇ ବି ମିଳୁଛି ଫିଟ୍‌ନେସ୍‌ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଦେଇ ଯାଇଥିବା ବିଭିନ୍ନ ରାଜ୍ୟପଥ, ସହର ପଥ, ଗ୍ରାମପଥରେ ଦ୍ରୁତଗତି ଓ ବେପରୁଆ ଗାଡ଼ି ଚାଳନା ଯୋଗୁ…

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବରିଷ୍ଠ ସ୍ତମ୍ଭକାର କମଳାକାନ୍ତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପ୍ରାକ୍ତନ ପ୍ରଶାସକ ଡ଼ କେଳୁ ଚରଣ ସ୍ୱାଇଁ,ସମ୍ପାଦକ…

ଏଆଇଟିୟୁସି ପକ୍ଷରୁ ଶ୍ରମିକ ଦିବସ ପାଳନ , ସବୁ ସାମ୍ୟବାଦୀମାନେ ଏକାଠି ହେବାର ସମୟ ଆସିଛି

କେନ୍ଦ୍ରାପଡା ୩/୫ – କେବଳ ଭାରତବର୍ଷ ନୁହେଁ, ସାରା ବିଶ୍ୱ ଏବେ ସଂକଟରେ ଗତି କରୁଛି । ଜନ-ଜୀବନ, ପାଣି-ପବନ, ଜମି-ଜଙ୍ଗଲ ଏବେ ଜମା ସୁରକ୍ଷିତ ନେୁହଁ । ଭାରତବର୍ଷ ସହ ବିଶ୍ୱକୁ କେବଳ ସାମ୍ୟବାଦୀମୋନ ସୁରକ୍ଷା ଦେଇ ପାରିବେ” ବୋଲି…

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ । ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି କରାଯାଇଛି । ଅନ୍ୟପଟେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ତଥା…

ବିଜେଡି ବିଜୟ ସଂକଳ୍ପ ସମାବେଶ ଓ ଅନୁଗତମାନଙ୍କ ବନ୍ଧୁମିଳନ

କେନ୍ଦ୍ରାପଡା ୩/୫ – ଆଗାମୀ ସାଧାରଣ ନିର୍ବାଚନରେ ରେକର୍ଡ ବିଜୟ ପାଇଁ କ୍ଷେତ୍ର ପ୍ରସ୍ତୁତ କରିଛି ବିଜେଡି । ଆଜି ସନ୍ଧ୍ୟାରେ କେନ୍ଦ୍ରାପଡା ବିଜୁ ଜନତା ଦଳର ଏକ ବନ୍ଧୁମିଳନ ସମାବେଶ ବିଜୁ ଜନତା ଦଳର ଅନୁଗତ ଓ ଗଣେଶ୍ୱର ବେହେରାଙ୍କ…

ଅବାଧ, ନିରପେକ୍ଷ, ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନକୁ ପରିଚାଳନା ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ସମୀକ୍ଷା ବୈଠକ

କେନ୍ଦ୍ରାପଡ଼ା, ତା ୦୩/୦୫: ଆଗାମୀ ସାଧାରଣ ନିର୍ବାଚନ ୨୦୨୪ କୁ ମୁକ୍ତ, ଅବାଧ, ନିରପେକ୍ଷ, ଶାନ୍ତିପୂର୍ଣ୍ଣ ଓ ପ୍ରଲୋଭନମୁକ୍ତ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ସୂର୍ଯ୍ୟବଂଶୀ ମୟୂର ବିକାଶ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ…

କେନ୍ଦ୍ରାପଡ଼ା ଶ୍ରୀଜୀଉଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୩ା୫: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗୁରୁବାର ସନ୍ଧ୍ୟା ୭ ଘଟିକା ସମୟରେ ଉପଜିଲ୍ଲାପାଳ ତଥା ସଭାପତି ରବିନ୍ଦ୍ର କୁମାର ପ୍ରଧାନଙ୍କ ପୌରୋହିତ୍ୟରେ ଆସନ୍ତା ୨୦୨୪ ମସିହା ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମାଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ପବିତ୍ର ରଥଯାତ୍ରାର ନୀତିକାନ୍ତି…

୧୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ କିରାଣୀ

କେନ୍ଦ୍ରାପଡ଼ା, ୩ା୫: ଏକ ଜମି ପଟ୍ଟାରେ ନାମ ପରିବର୍ତ୍ତନ କରିବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ କେନ୍ଦ୍ରାପଡା ଅତିରିକ୍ତ ଚକବନ୍ଦୀ କମିଶନରଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ ଜୀତେନ୍ଦ୍ର କୁମାର ସେନାପତିକୁ ଗିରଫ କରିଛି ଭିଜିଲାନ୍ସ ବିଭାଗ ।…

ବିଜୟ କେତନ ସ୍ୱାଇଁ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ

ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦ୍ୟ ବିଜେଡିରେ ଯୋଗ ଦେଇଥିବା ରାଜନଗର ଆସନର ପୂର୍ବତନ ବିଜେପି ପ୍ରାର୍ଥୀ, ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦ ପ୍ରତିଷ୍ଠାତା ବାର୍ଷିଆନ ନେତା ବିଜୟକେତନ ସ୍ୱାଇଁଙ୍କୁ ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦେଇଛନ୍ତି…

କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ-କଂଗ୍ରେସ

କେନ୍ଦ୍ରାପଡା ୩/୫ – ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ନିର୍ଦ୍ଦେଶରେ ଆଜି କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ସମ୍ମିଳନୀ ପ୍ରାରମ୍ଭରେ ଜିଲ୍ଲା କଂଗ୍ରେସ ମୁଖ୍ୟ ମୁଖପାତ୍ର ତଥା ବରିଷ୍ଠ ଉପସଭାପତି…

କେନ୍ଦ୍ରାପଡା କଲେଜ ଛାତ୍ରଛାତ୍ରୀଙ୍କ ଧାରଣା , ୩ ଶହ ପିଜି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାରରେ

କେନ୍ଦ୍ରାପଡ଼ା, ୩ା୫: କେନ୍ଦ୍ରାପଡା କଲେଜରେ ସ୍ନାତକୋତର (ପିଜି) ପାଠ୍ୟକ୍ରମ ଓ ପରୀକ୍ଷା ପରିଚାଳନାରେ ବ୍ୟାପକ ବିଭ୍ରାଟ ପ୍ରତିବାଦରେ ଛାତ୍ର ଅଶାନ୍ତି ତେଜିଛି । ଶତାଧିକ ପିଜି ଛାତ୍ର ଛାତ୍ରଛାତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଓ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସି ରହିଥିବା…

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ନିର୍ବାଚନର ସରଗରମ ମାହୋଲରେ ରାଜ୍ୟରେ ନିର୍ବାଚନ କମିଶନଙ୍କ ବଡ ପଦକ୍ଷେପ । ଜାତୀୟ ନିର୍ବାଚନ କମିଶନ ଆଜି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଓଡିଶା ସରକାରଙ୍କ ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନ ପାଣ୍ଡିଆନଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ…

ଶ୍ରୀରାମପୁର ବିଜେଡି ବିଜୟ ସଂକଳ୍ପ ସମାବେଶ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ଶ୍ରୀରାମପୁର ପଂଚାୟତର ସ୍ୱତନ୍ତ୍ର ରାଜନୈତିକ ଗୁରୁତ୍ୱ ରହିଛି । ଦୀର୍ଘ ବର୍ଷ ଧରି ଅଣକଂଗ୍ରେସ ରାଜନୀତିର ଗଡ଼ ଭାବେ ଖ୍ୟାତି ଲାଭ କରିଥିବା ଏହି ପଂଚାୟତ ବହୁ ପ୍ରଭାବଶାଳୀ ନେତୃତ୍ୱ ସୃଷ୍ଟି କରି ପାରିଛି ।…