ନିର୍ବାଚନ ପୂର୍ବରୁ ଜୋର ଧରିଲା ଜଳସେଚନ ସମସ୍ୟା , ଜବାବ ଦେବେ ଜନତା
ମୁଣ୍ଡ ଉପରେ ୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ । ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଭରପୁର ପ୍ରୟାସ ଜାରିଥିବା ବେଳେ କେନ୍ଦ୍ରାପଡା ଜିଲା ରାଜନଗର ନିର୍ବାଚନ ମଣ୍ଡଳୀ […]
ମୁଣ୍ଡ ଉପରେ ୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ । ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଭରପୁର ପ୍ରୟାସ ଜାରିଥିବା ବେଳେ କେନ୍ଦ୍ରାପଡା ଜିଲା ରାଜନଗର ନିର୍ବାଚନ ମଣ୍ଡଳୀ […]
କେନ୍ଦ୍ରାପଡ଼ା, ୬ା୫: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ଦଶିପୁର ପଞ୍ଚାୟତର ସମାଜସେବୀ ବିବେକାନନ୍ଦ ଦାଶ ଆଜି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯେ ସେହି ପଞ୍ଚାୟତର ମହାଲକ୍ଷ୍ମୀ ସ୍ୱୟଂ ସହାୟିକା ଗୋଷ୍ଠିର […]
କେନ୍ଦ୍ରାପଡ଼ା, ୬ା୫: ଆମ୍ ଆଦମୀ ପାର୍ଟି ପକ୍ଷରୁ ଶ୍ୟାମସୁନ୍ଦରପୁର ଗଡା ସନ୍ନିକଟସ୍ଥ ପାର୍ଟିର ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପାର୍ଟିର ରାଜ୍ୟ ମୁଖପତାତ୍ର […]
କେନ୍ଦ୍ରାପଡ଼ା, ୬ା୫: ସ୍ୱତନ୍ତ୍ର ସାଧାରଣ ପର୍ଯ୍ୟବେକ୍ଷକ ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଯୋଗେନ୍ଦ୍ର ତ୍ରିପାଠୀ ଏବଂ ସ୍ୱତନ୍ତ୍ର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଅବସରପ୍ରାପ୍ତ ଭାରତୀୟ ରାଜସ୍ୱ ସେବା ଅଧିକାରୀ ହିମାଳିନି କାଶ୍ୟପ ଏକ ଦିନିକିଆ […]
କେନ୍ଦ୍ରାପଡ଼ା, ୬/୫ : ନିର୍ବାଚନ ପାଇଁ ବିଶେଷ କରି ରାଜନୈତିକ ଦଳ ଏବଂ ସରକାରୀ ପଦବୀରେ ଥିବା ଅଧିକାରୀଙ୍କୁ ଆଦର୍ଶ ଆଚରଣବିଧି ଦେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି ନିର୍ବାଚନ କମିଶନ । କିନ୍ତୁ କମିଶନଙ୍କ […]
କେନ୍ଦ୍ରାପଡ଼ା, ୬/୫: ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଭାରତୀୟ ଜନତା ପାର୍ଟିର ଜୋନ୍ ନଂ-୬ର କାର୍ଯ୍ୟକର୍ତ୍ତା ସମ୍ମିଳନୀ ଗୌରୀଶଙ୍କର ହୋଟେଲଠାରେ ଅନୁଷ୍ଠିତ ହୋଇଛି । ଏହି ସମ୍ମିଳନୀ ବିଧାନସଭା ସଂଯୋଜକ ଉପିନ କୁମାର ରାଉତଙ୍କ ଅଧ୍ୟକ୍ଷତାରେ […]
ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ହେବ ବୋଲି ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି । ଏଥିସହିତ ଭାଜପା […]
ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦିହୁଡିପୁର ଓ ଭଳଭଦ୍ରପୁର ପଂଚାୟତରେ ଆଗାମୀ ସାଧାରଣ ନିର୍ବାଚନରେ ବିଜେଡିର ଉଭୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ବୃହତ ବିଜୟ ବ୍ୟବଧାନ ପାଇଁ ଦଳ ପକ୍ଷରୁ ବନ୍ଧୁମିଳନ ଓ ମିଶ୍ରଣ […]
କେନ୍ଦ୍ରାପଡ଼ା, ୫/୫: ଆଜି ଭାରତୀୟ ଜନତା ପାର୍ଟି ତରଫରୁ ଏକ ମହାମିଶ୍ରଣ ପବ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ନିକିରାଇସ୍ଥିତ ହନୁମାନ ମନ୍ଦିରଠାରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜୋନ୍ ନଂ ୫ର ମଣ୍ଡଳ […]
କେନ୍ଦ୍ରାପଡା, ୫/୫: ସାମାଜିକ ସଂଗଠନ ଜୟରାଷ୍ଟ୍ର ପକ୍ଷରୁ ଭୋଟର ସଚେତନତା ଅଭିଯାନ “ଦେଶ ପାଇଁ ମତଦାନ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଅରୁଣସ୍ତମ୍ଭ ନିକଟରେ ସଚେତନତା ବାର୍ତ୍ତା ପ୍ରଚାର ପତ୍ରକୁ ବରିଷ୍ଠ […]
କେନ୍ଦ୍ରାପଡ଼ା, ୫/୫: କେନ୍ଦ୍ରାପଡା ବ୍ଲକ କପାଳେଶ୍ୱର ଗ୍ରାମପଞ୍ଚୟତ ଅର୍ନ୍ତଗତ ହଳଦୀଢିଅଠାରେ ବ୍ଲକସ୍ତରୀୟ ବିଜେଡିର ବନ୍ଧୁମିଳନ ଜିଲ୍ଲା ବିଜେଡି ସଭାପତି ଧିରେନ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ସଭାପତି ଆଲୋକ […]
ସହର ରାସ୍ତାରେ ହେଉଛି ବେଆଇନ୍ ପାର୍କିଂ ସ୍ପିଡ୍ ଗଭର୍ନାନ୍ସ ନ ଥାଇ ବି ମିଳୁଛି ଫିଟ୍ନେସ୍ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଦେଇ ଯାଇଥିବା ବିଭିନ୍ନ ରାଜ୍ୟପଥ, ସହର ପଥ, ଗ୍ରାମପଥରେ ଦ୍ରୁତଗତି […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବରିଷ୍ଠ ସ୍ତମ୍ଭକାର କମଳାକାନ୍ତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପ୍ରାକ୍ତନ […]
କେନ୍ଦ୍ରାପଡା ୩/୫ – କେବଳ ଭାରତବର୍ଷ ନୁହେଁ, ସାରା ବିଶ୍ୱ ଏବେ ସଂକଟରେ ଗତି କରୁଛି । ଜନ-ଜୀବନ, ପାଣି-ପବନ, ଜମି-ଜଙ୍ଗଲ ଏବେ ଜମା ସୁରକ୍ଷିତ ନେୁହଁ । ଭାରତବର୍ଷ ସହ ବିଶ୍ୱକୁ କେବଳ […]
ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ । ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି କରାଯାଇଛି । ଅନ୍ୟପଟେ ସ୍ୱାସ୍ଥ୍ୟ ଓ […]
କେନ୍ଦ୍ରାପଡା ୩/୫ – ଆଗାମୀ ସାଧାରଣ ନିର୍ବାଚନରେ ରେକର୍ଡ ବିଜୟ ପାଇଁ କ୍ଷେତ୍ର ପ୍ରସ୍ତୁତ କରିଛି ବିଜେଡି । ଆଜି ସନ୍ଧ୍ୟାରେ କେନ୍ଦ୍ରାପଡା ବିଜୁ ଜନତା ଦଳର ଏକ ବନ୍ଧୁମିଳନ ସମାବେଶ ବିଜୁ ଜନତା […]
କେନ୍ଦ୍ରାପଡ଼ା, ତା ୦୩/୦୫: ଆଗାମୀ ସାଧାରଣ ନିର୍ବାଚନ ୨୦୨୪ କୁ ମୁକ୍ତ, ଅବାଧ, ନିରପେକ୍ଷ, ଶାନ୍ତିପୂର୍ଣ୍ଣ ଓ ପ୍ରଲୋଭନମୁକ୍ତ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ସୂର୍ଯ୍ୟବଂଶୀ ମୟୂର ବିକାଶ ଏବଂ […]
କେନ୍ଦ୍ରାପଡ଼ା, ୩ା୫: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗୁରୁବାର ସନ୍ଧ୍ୟା ୭ ଘଟିକା ସମୟରେ ଉପଜିଲ୍ଲାପାଳ ତଥା ସଭାପତି ରବିନ୍ଦ୍ର କୁମାର ପ୍ରଧାନଙ୍କ ପୌରୋହିତ୍ୟରେ ଆସନ୍ତା ୨୦୨୪ ମସିହା ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମାଠାରୁ ନିଳାଦ୍ରୀ […]
କେନ୍ଦ୍ରାପଡ଼ା, ୩ା୫: ଏକ ଜମି ପଟ୍ଟାରେ ନାମ ପରିବର୍ତ୍ତନ କରିବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ କେନ୍ଦ୍ରାପଡା ଅତିରିକ୍ତ ଚକବନ୍ଦୀ କମିଶନରଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ ଜୀତେନ୍ଦ୍ର କୁମାର ସେନାପତିକୁ […]
ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦ୍ୟ ବିଜେଡିରେ ଯୋଗ ଦେଇଥିବା ରାଜନଗର ଆସନର ପୂର୍ବତନ ବିଜେପି ପ୍ରାର୍ଥୀ, ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦ ପ୍ରତିଷ୍ଠାତା ବାର୍ଷିଆନ ନେତା ବିଜୟକେତନ ସ୍ୱାଇଁଙ୍କୁ ରାଜ୍ୟ ବିଜେଡି […]
କେନ୍ଦ୍ରାପଡା ୩/୫ – ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ନିର୍ଦ୍ଦେଶରେ ଆଜି କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ସମ୍ମିଳନୀ ପ୍ରାରମ୍ଭରେ ଜିଲ୍ଲା କଂଗ୍ରେସ […]
କେନ୍ଦ୍ରାପଡ଼ା, ୩ା୫: କେନ୍ଦ୍ରାପଡା କଲେଜରେ ସ୍ନାତକୋତର (ପିଜି) ପାଠ୍ୟକ୍ରମ ଓ ପରୀକ୍ଷା ପରିଚାଳନାରେ ବ୍ୟାପକ ବିଭ୍ରାଟ ପ୍ରତିବାଦରେ ଛାତ୍ର ଅଶାନ୍ତି ତେଜିଛି । ଶତାଧିକ ପିଜି ଛାତ୍ର ଛାତ୍ରଛାତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଓ ଅଧ୍ୟକ୍ଷଙ୍କ […]
ନିର୍ବାଚନର ସରଗରମ ମାହୋଲରେ ରାଜ୍ୟରେ ନିର୍ବାଚନ କମିଶନଙ୍କ ବଡ ପଦକ୍ଷେପ । ଜାତୀୟ ନିର୍ବାଚନ କମିଶନ ଆଜି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଓଡିଶା ସରକାରଙ୍କ ମିଶନ ଶକ୍ତି ସଚିବ ସୁଜାତା ଆର […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ଶ୍ରୀରାମପୁର ପଂଚାୟତର ସ୍ୱତନ୍ତ୍ର ରାଜନୈତିକ ଗୁରୁତ୍ୱ ରହିଛି । ଦୀର୍ଘ ବର୍ଷ ଧରି ଅଣକଂଗ୍ରେସ ରାଜନୀତିର ଗଡ଼ ଭାବେ ଖ୍ୟାତି ଲାଭ କରିଥିବା ଏହି ପଂଚାୟତ ବହୁ ପ୍ରଭାବଶାଳୀ […]
Copyright © 2026 | WordPress Theme by MH Themes