ଲୋ ଭୋଲଟେଜ ପ୍ରତିବାଦରେ ଟିପିସିଓଡିଏଲ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଧାରଣା

କେନ୍ଦ୍ରାପଡ଼ା, ୨ା୫: ପ୍ରବଳ ଗ୍ରୀଷ୍ମ ପ୍ରବାହ ସମୟରେ ଲୋ ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ କେନ୍ଦ୍ରାପଡା ଟିପିସିଓଡିଏଲ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ମହିଳାମାନେ ଧାରଣା ଦେଇଥିବା ଦେଖିବାକୁ ମିଳିଛି । ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ଜିଲ୍ଲାର…

ଏ.ଆଇ.ଟି.ୟୁ.ସି.ପକ୍ଷରୁ ମଇ ଦିବସରେ ଆଲୋଚନାଚକ୍ର : ଐକବଦ୍ଧ ସଂଗ୍ରାମ ପାଇଁ ଆହ୍ୱାନ

କେନ୍ଦ୍ରାପଡ଼ା, ୨ା୫: ମଇ ପହିଲା ହେଉଛି ବିଶ୍ୱ ଶ୍ରମଜୀବୀ ଜନତାର ଅଧିକାର ଓ ମହୋତ୍ସବର ଦିବସ । ଏହି ଦିନଟି ଶ୍ରମିକ ଶ୍ରେଣୀକୁ ନିଜର ଅଧିକାର ଓ ବିଶ୍ୱବ୍ୟାପୀ ଜୟଯାତ୍ରା ପଥରେ ଥିବା ଗୌରବମୟ ଇତିହାସ ସମ୍ପର୍କରେ ସ୍ମରଣ କରାଇ ଦେଇଥାଏ…

ଭାଜପାର ବିଧାନସଭା ପରିଚାଳନା କମିଟି ବୈଠକ

ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ବିଧାନସଭା ପରିଚାଳନା କମିଟି ବୈଠକ ଅନଷ୍ଠି୍ଥିତ ହୋଇଯାଇଛି ।ଏହି ବୈଠକରେ ଲୋକସଭା ଆସନରେ ସାଂସଦ ପ୍ରାର୍ଥୀ ଓ ବିଧାନସଭା ଆସନରେ ବିଧାୟକ ପ୍ରାର୍ଥୀ ମାନେ କିଭଳୀ ଭାବେ ବିଜୟୀ ଲାଭ କରିବେ ସେ…

ତାଲୁକ ଆଇନ ସେବା ସମିତି ପକ୍ଷରୁ ଶ୍ରମିକ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ମାଟିଆ ଆଇଟିଆଇ କେନ୍ଦ୍ର ଠାରେ ଶ୍ରମିକମାନଙ୍କ ପାଇଁ ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଏକ ଆଇନ ସଚତେନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ତାଳୁକ ଆଇନ ସେବା…

ଅଂଶୁଘାତରେ ବୃଦ୍ଧଙ୍କ ମୃତ୍ୟୁ ଅଭିଯୋଗ

କେନ୍ଦ୍ରାପଡା 2/5-କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି । ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ସଚେତନ କରାଯାଉଛି । ଏପରି ସ୍ଥଳେ…

ବିଜୁ ଶ୍ରମିକ ସାମୁଖ୍ୟ ପକ୍ଷରୁ କେନ୍ଦ୍ରାପଡାରେ ଶ୍ରମିକ ସମାବେଶ

କେନ୍ଦ୍ରାପଡା, ୧/୫: ଆଜି କେନ୍ଦ୍ରାପଡା ଦି-ଡେଷ୍ଟିନେସନ ମଣ୍ଡପଠାରେ ବିଶ୍ୱ ଶ୍ରମିକ ଦିବସ ଉପଲକ୍ଷେ ଏକ ଶ୍ରମିକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ବିଜୁ ଶ୍ରମିକ ସାମୁଖ୍ୟ ନେତୃତ୍ୱରେ ଅନୁଷ୍ଠିତ ଏହି ସମାବେଶରେ ନିର୍ମାଣ ଶ୍ରମିକ, ପରିବହନ କର୍ମଚାରୀ, ବିଦ୍ୟୁତ୍ କର୍ମଚାରୀ ସମେତ…

ବିଜୁ ଜନତା ଦଳ ପକ୍ଷରୁ ଆଇନ ପରାମର୍ଶଦାତା ନିଯୁକ୍ତି

କେନ୍ଦ୍ରାପଡ଼ା, ୧ା୫: କେନ୍ଦ୍ରାପଡା ବିଜୁ ଜନତା ଦଳ ପକ୍ଷରୁ କେନ୍ଦ୍ରାପଡା ଲୋକସଭା କ୍ଷେତ୍ର ଏବଂ ତତ୍ ଅଧିନ ୭ଗୋଟି ବିଧାନସଭା କ୍ଷେତ୍ର ନିମନ୍ତେ ଆଇନଜୀବୀମାନଙ୍କୁ ଆଇନ ପରାମର୍ଶଦାତା ତଥା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ସେହି ଅନୁଯାୟୀ କେନ୍ଦ୍ରାପଡା…

କେନ୍ଦ୍ରାପଡା ଜିଲ୍ଲା ଟ୍ରେଡ୍ ୟୁନିୟନ ସମନ୍ୱୟ ସମିଟି ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ

କେନ୍ଦ୍ରାପଡ଼ା, ୧ା୫: ଆନ୍ତର୍ଜାତିକ ଶ୍ରମଦିବସ ଅବସରରେ କେନ୍ଦ୍ରାପଡା ଜିଲ୍ଲା ମିଳିତ ଟ୍ରେଡ୍ ୟୁନିୟନ ସମିତି ତରଫରୁ ଖଡିଅଙ୍ଗସ୍ଥିତ ସିଟୁ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଶତାଧିକ ଶ୍ରମିକମାନଙ୍କୁ ନେଇ ଏକ ବିରାଟ ଶ୍ରମିକ ସଭାର ଆୟୋଜନ କରାଯାଇଥିଲା । ଏହି ଅବସରରେ କେନ୍ଦ୍ରାପଡା ଜିଲ୍ଲା…

ବାଛରା ପଂଚାୟତ ବିଜେଡି ବନ୍ଧୁ ମିଳନ ଓ ମିଶ୍ରଣ ପର୍ବ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବାଛରା ପଂଚାୟତରେ ଆଗାମୀ ସାଧାରଣ ନିର୍ବାଚନରେ ରେକର୍ଡ ବିଜୟ ପାଇଁ କ୍ଷେତ୍ର ପ୍ରସ୍ତୁତ କରିଛି ବିଜେଡି । ଉଭୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ବୃହତ ବିଜୟ ବ୍ୟବଧାନ ପାଇଁ ଦଳ ପକ୍ଷରୁ  ଏକ…

ଶକ୍ତି ଦେଖାଇଲା କଂଗ୍ରେସ, ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ମିଳିତ ରୋଡ଼ ସୋ

କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ର ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବୁଧବାର କଂଗ୍ରେସ ଏକ ବିଶାଳ ବାଇକ ଶୋଭାଯାତ୍ରା କରି ନିଜର ଉପସ୍ଥିତି ଜାହିର କରିବ ସହ ଦମ ଦେଖାଇଛି । କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ସିଦ୍ଧାର୍ଥ ସ୍ବରୂପ ଦାସ, ରାଜନଗରର…

ରାଜସ୍ୱ ନିରୀକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ବଡଜରିଆ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ ଭାବେ କିଶୋର ଚନ୍ଦ୍ର ଖଟୁଆ ଦୀର୍ଘ ୩୨ବର୍ଷ ଧରି କାର୍ଯ୍ୟକରି ଆଜି ଅବସରଗ୍ରହଣ କରିଛନ୍ତି । ଏହି ଅବସରରେ ତହସିଲ କାର୍ଯ୍ୟାଳୟ ପରିସରରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା…