ଲୋ ଭୋଲଟେଜ ପ୍ରତିବାଦରେ ଟିପିସିଓଡିଏଲ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଧାରଣା
କେନ୍ଦ୍ରାପଡ଼ା, ୨ା୫: ପ୍ରବଳ ଗ୍ରୀଷ୍ମ ପ୍ରବାହ ସମୟରେ ଲୋ ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ କେନ୍ଦ୍ରାପଡା ଟିପିସିଓଡିଏଲ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ମହିଳାମାନେ ଧାରଣା ଦେଇଥିବା ଦେଖିବାକୁ ମିଳିଛି […]
