ପରାଜୟ ପରେ ଦଳୀୟ ନେତାଙ୍କ ମନୋବଳ ବଢ଼ାଇଲେ ନବୀନ

ଯେତେବେଳେ ମୁଖ୍ୟମନ୍ତ୍ରୀ ହୋଇଥିଲି, ଓଡ଼ିଶାର ୭୦% ଲୋକ ଦାରିଦ୍ରଥିଲେ ହେଲେ ଏବେ ରାଜ୍ୟର ୧୦% ଲୋକେ ଦାରିଦ୍ର ସୀମାରେଖାରେ ଅଛନ୍ତି -ନବୀନ ପଟ୍ଟନାୟକ BBSR 5-6/ ରାଜ୍ୟରେ ହୋଇଥିବା ସାଧାରଣ ନିର୍ବାଚନରେ ବିଜେପି ସଂଖ୍ୟାଗରିଷ୍ଠତା ହାସଲ କରି ସରକାର ଗଠନ କରିବାକୁ…

BSKY ନେଇ ଦ୍ୱନ୍ଦ୍ୱ ସୃଷ୍ଟି ନ ହେଉ, ଚିକିତ୍ସା ଜାରି ରହୁ: ବିଜେପି

BBSR,୫।୬ ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(BSKY)କୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ ନଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ…

ମନମୋହନ ସାମଲଙ୍କ ବଡ଼ ବୟାନ : ଓଡ଼ିଶାରେ ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା

BBSR-5/6-ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା । ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଅର୍ଥାତ ଓଡ଼ିଶାବାସୀ ଆଉ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଲାଭ ଉଠାଇପାରିବେ ନାହିଁ । ଏଣିକି ଓଡ଼ିଶାରେ…

କେନ୍ଦ୍ରାପଡାରେ ବିଜୁଗଡ ରକ୍ଷାକଲେ ୪ବିଧାୟକ, ଅତନୁଙ୍କ ପରାଜୟ , ବିଜେପିରୁ ସାଂସଦ ବୈଜୟନ୍ତ ଓ ବିଧାୟକ ଦୁର୍ଗା

କେନ୍ଦ୍ରାପଡ଼ା, ୪ା୬: କେନ୍ଦ୍ରାପଡାରେ ପ୍ରଥମ ଥର ପାଇଁ ବିଜେଡିରୁ ଯାଇ ବିଜେପିରେ ସାଂସଦ ପ୍ରାର୍ଥୀ ହୋଇ ପ୍ରାୟ ୫୫ହଜାରରୁ ଉର୍ଦ୍ଧ୍ୱ ବ୍ୟବଧାନରେ ବିଜେଡି ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତିଙ୍କୁ ହରାଇ ବିଜୟୀ ହୋଇଛନ୍ତି । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କେନ୍ଦ୍ରାପଡା…