ମନମୋହନ ସାମଲଙ୍କ ବଡ଼ ବୟାନ : ଓଡ଼ିଶାରେ ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା


BBSR-5/6-ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା । ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଅର୍ଥାତ ଓଡ଼ିଶାବାସୀ ଆଉ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଲାଭ ଉଠାଇପାରିବେ ନାହିଁ । ଏଣିକି ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଏନେଇ ବଡ଼ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନେମାହନ ସାମଲ ।

ଓଡ଼ିଶାରେ ଦୀର୍ଘ ୨୪ ବର୍ଷର ସରକାରୀ ଭାଙ୍ଗି ଭାଜପା ନୂଆ ସରକାର ଗଠନ କରିବାକୁ ଯାଉଛି । ତେଣୁ ଏହାପୂର୍ବରୁ ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଖବର ଆସିଛି ଯେ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟରେ ବନ୍ଦ ହୋଇଯିବ । ଯାହା ରାଜ୍ୟର ଅନେକ ହିତାଧିକାରୀଙ୍କ ଚିନ୍ତା ବଢାଇଦେଇଛି । ତେବେ ଏହା ବଦଳରେ ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରାଯିବା ନେଇ କହିଛନ୍ତି ମନମୋହନ ସାମଲ ।


Discover more from

Subscribe now to keep reading and get access to the full archive.

Continue reading