ନୂଆଦିଲ୍ଲୀ,୭।୬: ଶୁକ୍ରବାର ଅନୁଷ୍ଠିତ ଏନଡିଏ ସଂସଦୀୟ ଦଳର ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନଡିଏ ଦଳର ନେତା ଭାବେ ମନୋନୀତ କରାଯାଇଛି। ଏହାପରେ ପରେ ନରେନ୍ଦ୍ର ମୋଦି ସମ୍ବୋଧନ କରି କହିଛନ୍ତି, ସର୍ବସମ୍ମତି କ୍ରମେ ମୋତେ ବାଛି ନୂଆ ଦାୟିତ୍ୱ ଦେଇଛନ୍ତି। ଏଥିପାଇଁ ମୁଁ ଆପଣମାନଙ୍କ ପାଖରେ କୃତଜ୍ଞ। ଏନଡିଏ ଭଳି ଅନ୍ୟ କୌଣସି ପ୍ରି-ପୋଲ ଆଲାଏନ୍ସ ସଫଳ ହୋଇନି। ଏନଡିଏ ହେଉଛି ସବୁଠାରୁ ସଫଳ ଆଲାଏନ୍ସ। ୩୦ ବର୍ଷ […]

BBSR,୭।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ତେବେ ବିଜେଡିର ଶୋଚନୀୟ ପରାଜୟକୁ ନେଇ କାରଣ ଖୋଜା ଚାଲିଛି। କିଏ କହୁଛି ପାଣ୍ଡିଆନ୍‌ ଏହାର ମୁଖ୍ୟ କାରଣ ତ ଆଉ କିଏ କହୁଛି ଉଭୟ ପାଣ୍ଡିଆନ୍‌ ଏବଂ ନବୀନ ହିଁ ଏଥିପାଇଁ ସମ୍ପୂର୍ଣ୍ଣ ଦାୟୀ। ଏସବୁ ଭିତରେ ଏକ ବଡ଼ କାରଣ ସାମ୍ନାକୁ ଆସିଛି । କୁହାଯାଉଛି, […]

ଅଷ୍ଠଦଶ ଲୋକ ସଭା ସହ ୪ ରାଜ୍ୟ ଆନ୍ଧ୍ରପ୍ରଦେଶ, ଓଡ଼ିଶା, ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମ୍ ବିଧାନସଭା ଲାଗି ନିର୍ବାଚନ ଶେଷ ହୋଇ ଫଳ ପ୍ରକାଶ ପାଇଛି । କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଗଠନ କରିବାକୁ ଯାଉଛି । ସେହିଭଳି ଓଡ଼ିଶାରେ ଭାଜପା, ଅରୁଣାଚଳ ପ୍ରଦେଶରେ ବିଜେପି, ସିକ୍କିମରେ ସିକ୍କିମ୍ କ୍ରାନ୍ତିକାରୀ ମୋର୍ଚ୍ଚା (ଏସ୍‌କେଏମ୍‌) ଏବଂ ଆନ୍ଧ୍ରରେ ଟିଡିପି (ତେଲୁଗ ଦେଶମ ପାଟି) ସରକାର ଗଠନ କରିବା […]