କେନ୍ଦ୍ରାପଡା ମହାବିଦ୍ୟାଳୟର ଏନସିସି ସିନିଅର ଅଣ୍ଡର ଅଫିସର ଏଲୀନା ଜତିଙ୍କ ଦେହାନ୍ତ

କେନ୍ଦ୍ରାପଡ଼ା, ୯ା୬: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ରୀ ଏନସିସି ବାଳିକା ବିଭାଗର ସିନିଅର ଅଣ୍ଡର ଅଫିସର ମିସ ଏଲୀନା ଜତିଙ୍କର ୨୩ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି । ସେ ବହୁ ଦିନ ଧରି ଲିଭର ଜଣ୍ଡିସ ରୋଗରେ ପିଡିତ…

ବିଧାନସଭାରେ ବିଜୟ ପାଇଁ କେନ୍ଦ୍ରାପଡା ପୌରାଞ୍ଚଳରେ ପଦଯାତ୍ରା

କେନ୍ଦ୍ରାପଡ଼ା ୭/୬: କେନ୍ଦ୍ରାପଡା ପୌରାଞ୍ଚଳରେ ନବ ନିର୍ବାଚିତ ବିଧାୟକ ବିଜେଡି ନେତା ଗଣେଶ୍ୱର ବେହେରାଙ୍କ ସମେତ ପୌର ପ୍ରତିନିଧି ଓ କର୍ମୀମାନଙ୍କ ସହ ରବିବାର ଅପରାହ୍ନ ୪ଟା ସମୟରେ ପଦଯାତ୍ରା କରି ଭୋଟ ଦାତାଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ପଦଯାତ୍ରା…

ନବ ନିର୍ବାଚିତ ବିଧାୟକ ଗଣେଶ୍ୱର ବେହେରାଙ୍କୁ ଓଷ୍ଟା ପକ୍ଷରୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା ୯/୬: ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ପରିସରରେ ନବନିର୍ବାଚିତ ବିଧାୟକ ଗଣେଶ୍ୱର ବେହେରା ପହଞ୍ôଚ ଶିକ୍ଷକ ନେତାମାନଙ୍କ ସହିତ ସୋହାର୍ଦ୍ଧପୂର୍ଣ୍ଣ ଆଲୋଚନା କରିଥିଲେ । ଏହି ଅବସରରେ ଶିକ୍ଷକ ସଂଘ ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ…