ତରଡ଼ିପାଳରେ ତୁଳସୀ ମେଧା ସମ୍ମାନ ଉତ୍ସବ-୨୦୨୪

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ  ବ୍ଲକ ଅନ୍ତର୍ଗତ ତରଡ଼ିପାଳ ପଂଚାୟତର ବିଶିଷ୍ଟ ସମାଜସେଵୀକା ମହିୟସୀ ମହିଳା ଦିବଙ୍ଗତା ତୁଳସୀ ବିଶ୍ୱାଳଙ୍କ ସ୍ମୃତି ଉଦେଶ୍ୟରେ ତୁଳସୀ ମେଧା ସମ୍ମାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ତରଡ଼ିପାଳ ହାଇସ୍କୁଲ ପଡିଆରେ ଆୟୋଜିତ ସ୍ୱତନ୍ତ୍ର…

ପ୍ରାକ୍ତନ ସେନା କର୍ମଚାରୀଙ୍କୁ ଛୁରାମାଡ

କେନ୍ଦ୍ରାପଡ଼ା ଜିଲ୍ଲା କୁଦାନଗରୀ ଥାନା ଅଧିନ ସାନଅଢଙ୍ଗା ଗ୍ରାମ ସନ୍ନିକଟସ୍ଥ ଏକ ମଦ କାଉଁଟର ପାଖରେ ଜଣେ ପ୍ରାକ୍ତନ ସେନା କର୍ମଚାରୀ ପ୍ରମୋଦ ରାଉତଙ୍କୁ ଆଜି ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ଛୁରା ମାଡ଼ରେ ପ୍ରମୋଦଙ୍କ ବାମପଟ ଛାତିରେ ଗଭୀର…

ମହିଳା ସଶକ୍ତିକରଣ ଓ ଆର୍ଥିକ ସ୍ୱାବଲମ୍ବନ ନିମନ୍ତେ ସିଲେଇ ମେସିନ ପ୍ରଦାନ

କେନ୍ଦ୍ରାପଡ଼ା, ୧୫ା୬: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ନିମନ୍ତେ ଛତାସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଗ୍ରାମୀଣ ଆତ୍ମନିଯୁକ୍ତି ତାଲିମ ପ୍ରତିଷ୍ଠାନରେ ତାଲିମ ଗ୍ରହଣ କରି ସାରିଥିବା ମହିଳାମାନଙ୍କୁ ୩୫ଟି ସିଲେଇ ମେସିନ ପ୍ରଦାନ କରାଯାଇଛି । ଭାରତୀୟ…

ଜଳକଷ୍ଟ , ଦୁଇ ତିନି ଦିନରେ ଥରେ ପାଣି ପାଉଛନ୍ତି ଗ୍ରାମର ଲୋକେ

କେନ୍ଦ୍ରାପଡ଼ା, ୧୬/୪- କେନ୍ଦ୍ରାପଡା ଜିଲ୍ଲା ସଦର ମହକୁମାଠାରୁ ମାତ୍ର ୨ କିଲୋମିଟର ଦୂର କେନ୍ଦ୍ରାପଡା ବ୍ଲକ ଅଧିନ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଦୁତିଆଳ ଗ୍ରାମରେ ସମସ୍ତ ଯୋଜନା ଫେଲ ମାରିଛି । ସ୍ୱଚକ୍ଷୁରେ ନ ଦେଖିଲେ ବିଶ୍ୱାସ କରି ହେବନାହିଁ । ପଞ୍ଚାୟତ…

କାକଟ ମଙ୍ଗଳା କ୍ଲବରେ ରଜ ମହତ୍ସବ

କେନ୍ଦ୍ରାପଡା ୧୫/୬- କେନ୍ଦ୍ରାପଡା ସହରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଶ୍ରୀ ଶ୍ରୀ ମା କାକଟ ମଙ୍ଗଳା କ୍ଳବ୍ ଆନୁକୁଲ୍ୟରେ ପବିତ୍ର ରଜପର୍ବ ଉପଲକ୍ଷେ ଏକ ବିରାଟ ରଜ ମହୋତ୍ସବ ଶୁକ୍ରବାର ପ୍ରଥମ ରଜ ଉପଲକ୍ଷେ ଉଦଘାଟିତ ହୋଇଯାଇଅଛି । ଏହି ଉତ୍ସବକୁ…

ରଜରେ ଗରୀବ ଲୋକଙ୍କ ପିଲାମାନଙ୍କୁ ଡ୍ରେସ ପ୍ରଦାନ

କେନ୍ଦ୍ରାପଡ଼ା, ୧୪ା୬: ରଜପର୍ବ ପାଇଁ ଗୁଲନଗର ପଞ୍ଚାୟତର ୨୧ନମ୍ବର ୱାର୍ଡରେ ଗରୀବ ସଂଖ୍ୟାଲଘୁ ଓ ଅନ୍ୟ ସଂପ୍ରଦାୟର ଲୋକମାନଙ୍କ ପୁଅ ଓ ଝିଅମାନଙ୍କୁ ସମାଜସେବୀ ସୁଶାନ୍ତ କୁମାର ଦାଶ ନୂଆ ଡ୍ରେସ ପ୍ରଦାନ କରିଛନ୍ତି । ଏହି ଉପଲକ୍ଷେ ଗୁଲନଗର ଗ୍ରାମପଞ୍ଚାୟତର…