ଶ୍ରୀ ନୀଳକେଣ୍ଠଶ୍ୱର ପୀଠେର ପ୍ରଥମ ରଜ ମେହାତ୍ସବ

କେନ୍ଦ୍ରାପଡା, ୧୬/୬: ଓଡିଶାର ଅନ୍ୟତମ କୃଷିଭିତ୍ତିକ ଗଣପର୍ବ ପବିତ୍ର ରଜ ଅବସରରେ କଟକ ଜିଲ୍ଲା ନିଶ୍ଚନ୍ତକୋଇଲି ବ୍ଲକ ଅନ୍ତଗର୍ତ ମୁଗୁରିଆ, ଉତରକୂଳ ଏବଂ ମେହେନ୍ଦିପୁର ଗ୍ରାମର ପୁଣ୍ୟୋତୟା ଶୁକ୍‌ପାଇକା ନଦୀ ପଠାରେ ଅବସ୍ଥିତ ଶ୍ରୀଶ୍ରୀ ନୀଳକଣ୍ଠେଶ୍ୱର ମହାଦେବ ଟ୍ରଷ୍ଟ ଆନୁକୂଲ୍ୟରେ ମନ୍ଦିର…

ଇଦ-ଉଲ-ଜୁହା ପର୍ବ ପାଳନ ପାଇଁ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

କେନ୍ଦ୍ରାପଡ଼ା, ୧୬/୬: ଶାନ୍ତି ଶୃଙ୍ଖଳାର ସହ ଇଦ-ଉଲ-ଜୁହା ପର୍ବ ପାଳନ ପାଇଁ ଆଜି ସମନ୍ୱୟ କମିଟି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଦିବା ୧୧ ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନୀଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଘରବାରି ପଟ୍ଟା ହଜିଛି

କେନ୍ଦ୍ରାପଡ଼ା, ୧୬ା୬: କେନ୍ଦ୍ରାପଡା ସହର ବଡହାଟ ଗ୍ରାମର ଲଳିତ କୁମାର ସାହୁଙ୍କ ପୁତ୍ର ସଞ୍ଜୟ କୁମାର ସାହୁ ଗତ ମେ ମାସ ୨୨ ତାରିଖ ଦିନ ତାଙ୍କର ଦୁତିଆଳ ମୌଜାରେ ଥିବା ଓରିଜିନାଲ ଖତିୟାନ ହଜିଯାଇଛି । ଘଟଣାରୁ ପ୍ରକାଶ ଯେ…

ରଜ ମହୋତ୍ସବର ଉଦ୍‌ଯାପନୀ ସନ୍ଧ୍ୟାରେ ଗଣେଶ୍ୱରଙ୍କ ରଜ ମାହାତ୍ମ୍ୟରେ ଦର୍ଶନ ବିଭୋର

  କେନ୍ଦ୍ରାପଡା, ୧୬/୬: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମର ପ୍ରସିଦ୍ଧ ଦକ୍ଷିଣକାଳୀ ମନ୍ଦିର ପରିସରରେ ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ସଂଗଠନ ବାଗ୍‌ଦେବୀ କଳାମନ୍ଦିର ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ରଜ ମହୋତ୍ସବ-୨୦୨୪ ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି । ସଂଗୀତ ନିର୍ଦ୍ଦେଶକ ସତ୍ୟପ୍ରିୟ ଦାସଙ୍କ…

ବିଭାଗ ବାଣ୍ଟିଲେ ରାଜ୍ୟ ସରକାର:

ଭୁବନେଶ୍ୱର-୧୫/୦୬:-ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ପ୍ରଥମ ବିଜେପି ସରକାର ଗଠନ ହେବାର ୩ ଦିନ ପରେ ଆଜି ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ପାଖରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ…