କେନ୍ଦ୍ରାପଡ଼ା, ୧୮ା୬: କେନ୍ଦ୍ରାପଡ଼ା ପୈାରାଞ୍ଚଳ ଅନ୍ତର୍ଗତ ୱାର୍ଡ ନଂ. ୧୩ର ରାସିଦା ବିବିଙ୍କ ୨ ବର୍ଷର କନ୍ୟା ହୃଦରୋଗରେ ପିଡିତ । ଏସମ୍ପର୍କରେ ଖବର ପାଇବା ପରେ ସହଯୋଗର ହାତ ବଢାଇଛି ରାଜାଏ ମୁସ୍ତାଫା ମହଲ୍ଲା କମିଟି । କମିଟି ପକ୍ଷରୁ ତାଙ୍କ ଚିକିତ୍ସା ପାଇଁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଏହି କମିଟି ବିଭିନ୍ନ ଗରିବ ଲୋକଙ୍କୁ ବିଭିନ୍ନ ସମୟରେ ସହଯୋଗର ହାତ […]

କେନ୍ଦ୍ରାପଡ଼ା, ୧୮ା୬: କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ଗହଗା ନରସିଂହପୁର ଗ୍ରାମର ଆଦର୍ଶ ଶିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ବିୟୋଗ ହୋଇଯାଇଛି । ସ୍ୱର୍ଗତ ପଣ୍ଡା ସଠିଲୋ ସ୍ଥିତ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ , ଆରିପଦା ଉଚ୍ଚ ବିଦ୍ୟାଳୟ, ଧନିଆପଡ଼ା ଉଚ୍ଚ ବିଦ୍ୟାଳୟ, ଦେପୁର ଉଚ୍ଚ ବିଦ୍ୟାଳୟ ପ୍ରଭୃତି ବିଦ୍ୟାଳୟରେ ଶିକ୍ଷକତା କରି ଜଣେ ଆଦର୍ଶ ଶିକ୍ଷକ ଭାବରେ ବେଶ ସୁନାମ ଅର୍ଜନ କରିଥିଲେ । ୨୦୦୬ ମସିହାରେ […]

କେନ୍ଦ୍ରାପଡା, ୧୮/୬: କେନ୍ଦ୍ରାପଡା ସହର ଉପକଣ୍ଠ ଭରତପୁର ଗ୍ରାମର ସମାଜସେବୀ ପାରଲ ମହାନ୍ତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ପାରମ୍ପରିକ ରଜ ଉତ୍ସବ ଅବସରରେ ୩ୟ ବାର୍ଷିକୀ ପାରଲ ମହାନ୍ତି ମେମୋରିଆଲ ଟୁର୍ଣ୍ଣାମେଣ୍ଟ ଭରତପୁର ଉ.ପ୍ରା ବିଦ୍ୟାଳୟ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଟୁର୍ଣ୍ଣାମେଣ୍ଟରେ କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ସମୁଦାୟ ୮ଗୋଟି କ୍ରିକେଟ ଟିମ୍ ଅଂଶଗ୍ରହଣ କରିଥିଲେ । ଉକ୍ତ ଖେଳ ପ୍ରଥମ ରଜ ୧୪ତାରିଖରୁ ଆରମ୍ଭ ହୋଇ ୧୬ତାରିଖରେ […]

କେନ୍ଦ୍ରାପଡା , ୧୮/୬: ପବିତ୍ର ରଜ ଅବସରରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଲସିଂହା ଠାରେ ଓଡିଆ ଯାତ୍ରା ଜଗତର ମୁକୁଟ ବିହୀନ ସମ୍ରାଟ୍‌, କାଳଜୟୀ କିମ୍ବଦନ୍ତୀ କଳାକାର, ତତ୍କାଳୀନ ବଙ୍ଗ- ବିହାର- ଓଡିଶା ପ୍ରସିଦ୍ଧ ଗଣକବି ଗୋପାଳ ଦାଶଙ୍କ ୧୪୮ତମ ପୂଣ୍ୟ ଜୟନ୍ତୀ ମହୋତ୍ସବ ଗଣକବି ସ୍ମୁତି ସଂସଦ ଏବଂ ଜିଲ୍ଲା ସଂସ୍ମୃତି ପରିଷଦର ମିଳିିତ ଆନୁକୂଲ୍ୟରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ବର୍ଷର୍ିୟାନ ଶିକ୍ଷାବିତ୍ ନିତ୍ୟାନନ୍ଦ […]

କେନ୍ଦ୍ରାପଡା, ୧୮ା୬: କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ଟେବୁଲ ଟପ ଏକ୍ସସରସାଇଜ ବୈଠକ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଓସଡମା ଓ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଆୟୋଜିତ ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ ଯେ ୧୯୯୯ ମସିହା ମହାବାତ୍ୟା ପରେ ରାଜ୍ୟ ସରକାର ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କରିବା ନିମନ୍ତେ ପ୍ରକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ଉପରେ ଗୁରୁତ୍ୱ ଆରୋପ କରିବା […]

କେନ୍ଦ୍ରାପଡ଼ା, ୧୮ା୬: “ଅନ୍ନଦାତା ହିଁ ଏ ଜାତିର ମେରୁଦଣ୍ଡ । ସେମାନଙ୍କ ବିକାଶରେ ହିଁ ବିକଶିତ ଓଡ଼ିଶାର ସ୍ୱପ୍ନକୁ ସାକାର କରାଯାଇପାରିବ । ତେଣୁ ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ଦିଗରେ ମୋହନ ସରକାର ପ୍ରତିଶ୍ରୁତିବଦ୍ଧ । ପ୍ରଥମ କ୍ୟାବିନେଟ୍ ବୈଠକରେ ଧାନ କ୍ୱିଂଟାଲ ପିଛା ୩୧୦୦ ଟଙ୍କା ମୂଲ୍ୟରେ କ୍ରୟ କରିବାକୁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । “ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା”ର ୧୭ତମ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ ଧୋୟାଂଚଳ ତରଡିପାଳ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ଘଟି ୭ଟି ଗୋରୁ ପ୍ରାଣ ହରାଇଥିବା ବେଳେ ଏକାଧିକ ଗାଈଗୋରୁ ଛତ୍ରଭଙ୍ଗ ଦେଇ ସଂନ୍ଧ୍ୟା ପର୍ଯ୍ୟନ୍ତ ଗୋଠକୁ ଫେରିନଥିବା ଜଣା ପଡିଛି । ସୁଚନାନୁଯାଇ ପଟ୍ଟାମୁଣ୍ଡାଇ ଅଂଚଳରେ ମଙ୍ଗଲବାର ଅପରାହ୍ନ ସମୟରେ ବର୍ଷା ସାଙ୍ଗକୁ ଘଡଘଡି ପାଖାପାଖି ୨ ଘଂଟାରୁ ଊର୍ଦ୍ଧ୍ୱ ସମୟ ଧରି ହୋଇଥିଲା । ବଜ୍ରପାତ ଫଳରେ ତରଡିପାଳ ଗ୍ରାମର […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ ଧୋୟାଂଚଳ ତରଡିପାଳ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ଘଟି ୭ଟି ଗୋରୁ ପ୍ରାଣ ହରାଇଥିବା ବେଳେ ଏକାଧିକ ଗାଈଗୋରୁ ଛତ୍ରଭଙ୍ଗ ଦେଇ ସଂନ୍ଧ୍ୟା ପର୍ଯ୍ୟନ୍ତ ଗୋଠକୁ ଫେରିନଥିବା ଜଣା ପଡିଛି । ସୁଚନାନୁଯାଇ ପଟ୍ଟାମୁଣ୍ଡାଇ ଅଂଚଳରେ ମଙ୍ଗଲବାର ଅପରାହ୍ନ ସମୟରେ ବର୍ଷା ସାଙ୍ଗକୁ ଘଡଘଡି ପାଖାପାଖି ୨ ଘଂଟାରୁ ଊର୍ଦ୍ଧ୍ୱ ସମୟ ଧରି ହୋଇଥିଲା । ବଜ୍ରପାତ ଫଳରେ ତରଡିପାଳ ଗ୍ରାମର […]

ଭୁବନେଶ୍ୱର,୧୮।୬- ରାଜ୍ୟରେ ଭୟାନକ ରୂପ ନେଲାଣି ଡିପଥେରିଆ। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲାକୁ ମାଡ଼ିଲାଣି ଏହି ରୋଗ । ବର୍ତ୍ତମାନ ସୁଦ୍ଧା ୩ ଜିଲାରେ ୨୧ ସଂକ୍ରମିତ ଚିହ୍ନଟ ହେଲେଣି। ଏହି ରୋଗରେ ୫ ଜଣଙ୍କର ଜୀବନ ଯାଇଥିବାବେଳେ ଜଣେ ଗୁରୁତର ଅଛନ୍ତି। ସବୁଠାରୁ ବଡ଼ କଥା ହେଉଛି ଏହି ରୋଗରେ ଅଧିକ ଶିଶୁ ଆକ୍ରାନ୍ତ ହେଉଛନ୍ତି। ଡିଫଥେରିଆ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ସଂକ୍ରାମକ ରୋଗ, […]

ଗଣଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ଜିଲ୍ଲା ଏନ.ପି.ଏସ. ଶିକ୍ଷକ ସଙ୍ଘ କେନ୍ଦ୍ରାପଡ଼ା, ୧୮ା୬: କେନ୍ଦ୍ରାପଡା ଗସ୍ତରେ ଆସିଥିବା ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ କେନ୍ଦ୍ରାପଡା ଜିଲ୍ଲା ଏନ.ପି.ଏସ. ଶିକ୍ଷକ ସଙ୍ଘର କର୍ମକର୍ତ୍ତାମାନେ ପ୍ରଦକ୍ଷଣ ଭବନରେ ଭେଟି ପୁଷ୍ପଗୁଛ ପ୍ରଦାନ କରି ସ୍ୱାଗତ କରିବା ସହିତ ସଙ୍ଘର ବିଭିନ୍ନ ଦାବି ସମ୍ପର୍କରେ ଆଲୋଚନା କରିଥିଲେ । ସେମାନଙ୍କୁ ମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସରକାର ହେଉଛି ଲୋକମାନଙ୍କର ସରକାର […]

କେନ୍ଦ୍ରାପଡ଼ା, ୧୮ା୬: କେନ୍ଦ୍ରାପଡା ଜିଲ୍ଲା ନିମ୍ନ ମାଧ୍ୟମିକ ଶିକ୍ଷକ ସଙ୍ଘର କର୍ମକର୍ତ୍ତାମାନେ କେନ୍ଦ୍ରାପଡା ଗସ୍ତରେ ଆସିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସୈାଜନ୍ୟମୂଳକ ସାକ୍ଷାତ କରି ପୁଷ୍ପଗୁଛ ପ୍ରଦାନ ପୂର୍ବକ ସ୍ୱାଗତସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି । ଓଡିଶା ନିମ୍ନମାଧ୍ୟମିକ ଶିକ୍ଷକ ସଙ୍ଘର ରାଜ୍ୟ ଉପସଭାପତି ଧନେଶ୍ୱର ପାତ୍ରଙ୍କ ନେତୃତ୍ୱରେ ସଙ୍ଘର କେନ୍ଦ୍ରାପଡା ବ୍ଲକ ସହ -ସମ୍ପାଦକ ସେକ୍ ମନସୁର ଅଲ୍ଲୀ, ପଟ୍ଟାମୁଣ୍ଡାଇ […]

ଭେଣ୍ଡିଂ ଜୋନ୍ ଖତ ଖାଉଛି, ରାସ୍ତାକଡ ଫୁଟ୍‌ପାଥ୍‌ରେ ବେପାରୀ ଦିଆଯାଉନି ଭେଣ୍ଡିଂ ଜୋନ୍‌ କେନ୍ଦ୍ରାପଡ଼ା ଜିଲ୍ଲାର ଦ୍ୱିତୀୟ ବୃହତମ ସହର ତଥା ଓଡିଶାର ପ୍ରସିଦ୍ଧ ବାଣିଜ୍ୟ ପେଣ୍ଠ ପଟ୍ଟାମୁଣ୍ଡାଇ ସହରରୁ ଟ୍ରାଫିକ ସମସ୍ୟା ଦୂର କରିବା ନିମନ୍ତେ ରାସ୍ତାକଡ଼ ଓ ଫୁଟପାଥ୍ ବ୍ୟବସାୟୀଙ୍କୁ କିଭଳି ଥଇଥାନ କରିହେବ ସେ ନେଇ ବିଭିନ୍ନ ସ୍ଥାନରେ ପୌରପ୍ରଶାସନ ପକ୍ଷରୁ ଭେଣ୍ଡିଂ ଜୋନ କରାଯାଇଥିଲା । ତେବେ ଭେଣ୍ଡିଂ ଜୋନ୍ ନିର୍ମାଣ କରାଯାଇଥିଲେ ମଧ୍ୟ […]

ପଟ୍ଟାମୁଣ୍ଡାଇ ତା ୧୭/୬-ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲର ୧୯୭୮ମାଟ୍ରିକ ବ୍ୟାଚ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।  ପ୍ରାକ୍ତନ ଅଧ୍ୟାପକ ବିରଜାନନ୍ଦ ମହାନ୍ତିଙ୍କ ପୌରହିତ୍ୟରେ ଆୟୋଜିତ ଗୁରୁ ପୂଜନ ଓ ବନ୍ଧୁମିଳନ ଉତ୍ସବରେ ପୁରାତନ ଶିକ୍ଷକ ଖଗେଶ୍ୱର ପରିଡା, ପରୀକ୍ଷିତ ରାୟ,କୃଷ୍ଣ ଚନ୍ଦ୍ର ପଣ୍ଡା ଓ ଗୋପାଳ ଚନ୍ଦ୍ର ଦାଶ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏମ ଏନ ହାଇସ୍କୁଲର ଗୌରବମୟ […]

କେନ୍ଦ୍ରାପଡ଼ା,୧୭ା୭: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଫକିରାବାଦ୍ ଉର୍ଦ୍ଧୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସେକ ମନସୁର ଅଲ୍ଲୀଙ୍କୁ ଉତ୍କଳ ସନ୍ତାନ ସମ୍ମାନ ପ୍ରଦାନ କରାଯାଇଛି । ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ପକ୍ଷରୁ କଟକସ୍ଥିତ କଳାବିକାଶ କେନ୍ଦ୍ରରେ ଅନୁଷ୍ଠିତ ଏକ ଉତ୍ସବରେ ଓଡିଶା ଉଚ୍ଚନ୍ୟାୟାଳୟର ଅବସରପ୍ରାପ୍ତ ନ୍ୟାୟାଧୀଶ ଏ.ଏସ. ନାଇଡୁ, ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପୂର୍ବତନ ଲୋକପାଳ ବିଭୂ ପ୍ରସାଦ ପରିଡା, କଟକ- ବାରବାଟୀର […]

କେନ୍ଦ୍ରାପଡ଼ା,୧୭ା୭: କେନ୍ଦ୍ରାପଡାରେ ଇଦ୍‌-ଉଲ- ଜୁହା ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି । ଏହା ହେଉଛି ମୁସଲମାନ ଭାଇମାନଙ୍କର ବଳିଦାନର ପର୍ବ । ଏହି ପର୍ବ ତିନିଦିନ ଧରି ପାଳନ ହେବାକୁ ଥିବା ବେଳେ ପ୍ରଥମ ଦିନ ସମୁହ ନମାଜ ପାଠ କରାଯାଇଥାଏ । ପୁରୁଣା ଇଦଘା, ନୂଆ ଇଦଘା, ମିନାର ମସଜିଦ୍‌, ଫକିରାବାଦ୍ ମସଜିଦ୍‌, ଜୟୀପୁରା, ରଣପଡା, ଗରାପୁର, ଭରତପୁର, ତିଳତ୍ତମାଦେଇପୁର ପ୍ରଭୃତି ମସଜିଦ୍‌ରେ ଆଜି ସମୁହ ନମାଜ […]