ପଟ୍ଟାମୁଣ୍ଡାଇ ତା ୧୯/୬-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡମୂଳବସନ୍ତ ନସିପୁରସ୍ଥିତ ଗୋପାଳ ଦାଶ ସ୍ମାରକୀ ଭବନରେ ରଜ ମଉଜ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ନିର୍ଦେଶକ ଗୁରୁ ସୁଶାନ୍ତ ପାଣିଙ୍କ ପୌରହିତ୍ୟରେ ଆୟୋଜିତ ରଜ ମଉଜ କାର୍ଯ୍ୟକ୍ରମକୁ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ଉଦଘାଟନ କରିଥିଲେ। ଗୀତ ବାଦ୍ୟ ନୃତ୍ୟ ନାଟ୍ୟ ଚିତ୍ର ସମ୍ବଳିତ ପଞ୍ଚକଳାର ମହାନ ଅନୁଷ୍ଠାନ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ଗଡ଼ମେକରର ରଙ୍ଗାରଙ୍ଗ […]
Day: 19 June 2024
ପଟ୍ଟାମୁଣ୍ଡାଇ ୧୯/୬-ରାଜ୍ୟ ବିପର୍ଯୟ ପ୍ରଶମନ କତୃପକ୍ଷଙ୍କ ନିର୍ଦେଶ କ୍ରମେ ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ବିପର୍ଯୟ ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଓ ମକ ଡ୍ରିଲ ୧୦ଟି ବନ୍ୟା ବାତ୍ୟା ଆଶ୍ରୟସ୍ଥଳୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନ୍ୱେଷଣ ସମ୍ପାଦକ ଅନନ୍ତ କରଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ପଟ୍ଟାମୁଣ୍ଡାଇ ବିଡ଼ିଓ ଶୁଭ୍ରାଂଶୁ ସାହୁ ଯୋଗ ଦେଇ ବିପର୍ଯୟ ପରିଚାଳନାର ବିଭିନ୍ନ ଦିଗ ଓ କୌଶଳ ଉପରେ ଆଲୋକପାତ କରିଥିଲେ । ସିଂହଗାଁ […]
କେନ୍ଦ୍ରାପଡା, ୧୯/୬: ମଙ୍ଗଳବାର ଦିନ ଆମ କେନ୍ଦ୍ରାପଡା ଜିଲ୍ଲା ଏକ୍ସ କାଡର୍ ଶିକ୍ଷକ ମହାସଂଘ ତରଫରୁ ଆମ ରାଜ୍ୟର ନୂତନ ଗଣଶିକ୍ଷା ମନ୍ତ୍ରୀ ସମ୍ମାନୀୟ ନିତ୍ୟାନନ୍ଦ ଗଣ୍ଡ ଏବଂ ମହାକାଳପଡା ନିର୍ବାଚନ ମଣ୍ଡଳୀର ବିଧାୟକ ଦୁର୍ଗା ପ୍ରସନ୍ନ ନାୟକଙ୍କୁ ଯୁବ ସଭାପତି ଆଲୋକ ସତ୍ୟବ୍ରତ ଦେବବ୍ରତ ରାୟ, କର୍ଯ୍ୟକାରୀ ସଭାପତି ଅମରେନ୍ଦ୍ର ମହାନ୍ତି, ସମ୍ପାଦକ କୈଳାଶ ଚନ୍ଦ୍ର ରାଉତ, ଗଣମାଧ୍ୟମ ସଂଯୋଜକ ଶ୍ରୀଚନ୍ଦନ ଓଝା, ସୁଶାନ୍ତ ଦାସ, ଚିତ୍ତରଞ୍ଜନ ଲାହା, […]
କେନ୍ଦ୍ରାପଡା, ୧୯/୬: ଘରେ ଘରେ ବିଶୁଦ୍ଧ ପିଇବା ପାଣି ପହଞ୍ଚାଇବା ପାଇଁ ବ୍ୟାପକ ପଦେକ୍ଷପ ଗ୍ରହଣ କରାଯାଇଛି । ଏଥିପାଇଁ ସରକାରୀ ଯୋଜନାରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଛି । ହେଲେ ପମ୍ପ ଡ୍ରାଇଭରଙ୍କ ମନମାନି ଓ ବ୍ୟବସ୍ଥାଗତ ତୃଟି ଯୋଗୁଁ ଲୋକେ ପିଇବା ପାଣି ପାଇବାରୁ ବଞ୍ଚିତ ହେଉଛନ୍ତି । ପମ୍ପଚାଳକ ନିଜ ମର୍ଜିରେ ପାଣି ଯୋଗାଣ କରୁଛନ୍ତି । ମନ ହେଲେ ଦେଉଛନ୍ତି, ନହେଲେ ନାହିଁ । […]










