
ଭୁବନେଶ୍ୱର,୨୧।୬: ରାଜଧାନୀ ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଇଞ୍ଜିନିୟରିଂ କଲେଜ ନିକଟରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଆଜି ସକାଳେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଜଣେ ଯୁବକ ପଡିଥିବାର ଦେଖି ସ୍ଥାନୀୟ ଲୋକେ ଉଦ୍ଧାର କରି ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକଙ୍କ ନାଁ ସୁଶାନ୍ତ ଶତପଥୀ ବୋଲି ସୂଚନା ରହିଛି।
Sat Jun 22 , 2024
ପଟ୍ଟାମୁଣ୍ଡାଇ ୨୧/୬ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଥିବା ରାଜନଗର ବିଧାୟକ ଧ୍ରୁବ ସାହୁ ଶପଥ ଗ୍ରହଣ ପରେ ପରେ ଆକ୍ସନ ମୋଡ଼ରେ ଆସିଯାଇଛନ୍ତି । ଜନସାଧାରଣଙ୍କ ମୌଳିକ ସମସ୍ୟା ସମାଧାନ ଓ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ନିଜର ସମସ୍ତ ଶକ୍ତି ଖଟାଇଛନ୍ତି । ଆଜି ବିଧାୟକ ସାହୁ ପଟ୍ଟାମୁଣ୍ଡାଇ ପୌର ପରିଷଦ କାର୍ଯ୍ୟାଳୟରେ ପହଂଚି ପୌରାଂଚଳର ବିଭିନ୍ନ ସମସ୍ୟା ସମାଧାନ ଓ ଅସମ୍ପୂର୍ଣ୍ଣ ରହିଥିବା ବିଭିନ୍ନ ପ୍ରକଳ୍ପର […]