କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ପୋଖରୀଆପଡା ପତିତପାବନ ମନ୍ଦିରରେ ପବିତ୍ର ସ୍ନାନ ପୂର୍ଣ୍ଣିମା ମହାସମାରୋହରେ ସମସ୍ତ ରୀତିନୀତି ଅନୁଯାୟୀ ପାଳିତ ହୋଇଯାଇଛି । ମନ୍ଦିର ପରିଚାଳନା କମିଟି ସଭାପତି ପୂର୍ଣ୍ଣ ଚନ୍ଦ୍ର ଦାଶଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପୂଜକମାନେ ପ୍ରଭୁ ଶ୍ରୀ…
Day: 22 June 2024
ଗାଙ୍ଗପଡା ସମିତି ସଭ୍ୟା ସନ୍ଧ୍ୟାରାଣୀଙ୍କ ବିୟୋଗ
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଚଉଦକୁଲାଟ ପାଣ୍ଡି ଅଧିନ ଗାଙ୍ଗପଡ଼ା ପଞ୍ଚାୟତ ସମିତିସଭ୍ୟା ସନ୍ଧ୍ୟାରାଣୀ ସେଠୀଙ୍କର ୩୫ବର୍ଷ ବୟସରେ ଆଜି ବିୟୋଗ ହୋଇଯାଇଛି । ଗତ ୪ ଦିନ ତଳେ ହଠାତ ତାଙ୍କ ଶରୀର ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଚିକିତ୍ସା ପାଇଁ…
ଶିବାନନ୍ଦ ଆଶ୍ରମରେ ବିଶ୍ୱ ଯୋଗଦିବସ ପାଳନ
କେନ୍ଦ୍ରାପଡ଼ା, ୨୨ା୬: ଦିବ୍ୟଜୀବନ ସଙ୍ଘ କେନ୍ଦ୍ରାପଡା ଶାଖା ଆନୁକୂଲ୍ୟରେ କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ଓ ନେହେରୁ ଯୁବକେନ୍ଦ୍ରର ମିଳିତ ସହଯୋଗରେ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ବିଶ୍ୱ ଯୋଗଦିବସ ଅବସରରେ…
ରେଡିଓ ଭାବଗ୍ରାହୀରେ ବିଶ୍ୱ ଯୋଗ ଓ ସଙ୍ଗୀତ ଦିବସ ପାଳିତ
କେନ୍ଦ୍ରାପଡା ୨୨.୬ – ଜିଲ୍ଲାର ଏକମାତ୍ର ଗୋଷ୍ଠୀ ବେତାର କେନ୍ଦ୍ର ବାରୁଅ ସ୍ଥିତ ରେଡିଓ ଭାବଗ୍ରାହୀ ଏବଂ ଭାବଗ୍ରାହୀ କଳା ନିକେତନର ମିଳିତ ଆନୁକୂଲ୍ୟରେ ଚିର ସବୁଜ ଅକ୍ଷୟ ମହାନ୍ତି କକ୍ଷରେ ବିଶ୍ୱ ଯୋଗ ଓ ସଙ୍ଗୀତ ଦିବସ ମହାସମାରୋହରେ ପାଳିତ…
ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ବିଶ୍ୱ ଯୋଗ ଦିବସ
କେନ୍ଦ୍ରାପଡା ୨୨/୬- କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସୌଜନ୍ୟରୁ ବାରୋ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଆନୁକୂଲ୍ୟରେ ସି.ଏଚ୍.ଓ କୃଷ୍ନାନନ୍ଦ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତୀୟ ଯୋଗ ଦିବସ ଯଥାବିଧି ପାଳିତ ହୋଇଯାଇଛି । ବାରୋ ସରପଂଚ ଗୋପୀନାଥ…
ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା
କେନ୍ଦ୍ରାପଡା,୨୨/୬: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁର ମା’ ଦକ୍ଷିଣକାଳୀ ମନ୍ଦିର ପରିସରରେ ଏକ ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ଜୁନ ୨୧ ତାରିଖ ଦିନ ଧାନ୍ୟାଧିବାସ…
ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରସଙ୍ଗରେ ମୋଦି ସରକାର ପୁଣି ଚାଷୀଙ୍କୁ ପ୍ରତାରିତ କଲେ- ଓଡିଶା କୃଷକ ସଭା
କେନ୍ଦ୍ରାପଡା, ୨୧ା୬: ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍. ଏସ୍ . ପି )ବାବଦରେ କୃଷକମାନଙ୍କୁ ଏଥର ମଧ୍ୟ ପ୍ରତାରଣା କଲା କେନ୍ଦ୍ରର ମୋଦୀ ସରକାର । ଚାଷର ପ୍ରକୃତ ଖର୍ଚ୍ଚକୁ ଆଢୁଆଳରେ ରଖି ଗତ ବୁଧବାର (୧୯-୦୬-୨୦୨୪) ଦିନ କେନ୍ଦ୍ର…
ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ଯୋଗ ଦିବସ ପାଳିତ
ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଦେୱାନୀ ଅଦାଲତ ପରିସରରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି । ତାଲୁକ ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା ତଥା ସିନିଅର ସିଭିଲ ଜର୍ଜ ସୁଶ୍ରୀ ସଂଗୀତା ମଲ୍ଲିକ , ଜେଏମଏଫସି ତଥା…
ତୁଳସୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ଆଜି
କେନ୍ଦ୍ରାପଡା, ୨୧ା୬: କେନ୍ଦ୍ରାପଡ଼ାର ଆରାଧ୍ୟ ପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ସ୍ନାନ ପୂର୍ଣ୍ଣିମା ନିମନ୍ତେ ବଳଦେବଜୀଉ ମନ୍ଦିର ପରିଚାଳନା ଟ୍ରଷ୍ଟ ପକ୍ଷରୁ ନୀତିକାନ୍ତି ନିର୍ଘଣ୍ଟ ସ୍ଥିର କରାଯାଇଛି । ଶନିବାର ସକାଳ ୬ଟାରୁ ୭ଟା ଭିତରେ ବଳଭଦ୍ର, ସାନ ଭାଇ…
କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର +୩ ପରୀକ୍ଷା ଫଳ ପ୍ରକାଶିତ, ପାସହାର ୯୨.୪୬ପ୍ରତିଶତ, ଅଂଶୁମାନୀ ସାହୁ କଲେଜ ଟପ୍ପର
କେନ୍ଦ୍ରାପଡା, ୨୧ା୬: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର +୩ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ +୩ କଳା ବିଭାଗର ଭୂଗୋଳ ସମ୍ମାନ ଛାତ୍ରୀ ଅଂଶୁମାନୀ ସାହୁ କଲେଜ ଟପ୍ପର ହୋଇଥିବା ଜଣାପଡିଛି । ସେହିପରି ବାଣିଜ୍ୟ ସମ୍ମାନ…
ଟ୍ରକ ମାଲିକଙ୍କୁ ମାନସିକ ନିର୍ଯାତନା ମାମଲା , ଖାଉଟି ଅଦାଲତ ବ୍ୟାଙ୍କ ଉପରେ ଜରିମାନା
କେନ୍ଦ୍ରାପଡ଼ା,୨୧ା୬:କେନ୍ଦ୍ରାପଡ଼ା କପାଳେଶ୍ୱର ଗ୍ରାମର କ୍ଷେତ୍ରବାସୀ ଜେନା ଇଣ୍ଡସଇଣ୍ଡ ବ୍ୟାଙ୍କ ଠାରୁ ଋଣ ଆକାରରେ ଏକ ଟ୍ରକ କିଣିଥିଲେ । ଇଣ୍ଡସଇଣ୍ଡ ବ୍ୟାଙ୍କ ଋଣ ପୈଠ ବାବଦରେ ମାନସିକ ନିର୍ଯାତନା ଦେବା ଓ ଋଣ ନ ଥାଇ ଟ୍ରକକୁ ଟାଣିନେବା ଉଦ୍ୟମ କରାଯାଇଥିଲା…
ଆନ୍ତର୍ଜାତିକ ଯୋଗଦିବସ ଅବସରରେ କେନ୍ଦ୍ରାପଡାରେ ଯୋଗାଭ୍ୟାସ
କେନ୍ଦ୍ରାପଡା,୨୧/୬: ପତଞ୍ଜଳୀ ଯୋଗପୀଠ ତତ୍ତ୍ୱାବଧାନରେ କେନ୍ଦ୍ରାପଡା ଜିଲ୍ଲା ପତଞ୍ଜଳୀ ଯୋଗ ସମିତି ତରଫରୁ ଆୟୋଜିତ ଯୋଗାଭ୍ୟାସ କାର୍ଯ୍ୟକ୍ରମ କେନ୍ଦ୍ରାପଡାସ୍ଥିତ ତିନିମୁହାଣୀ ରାମ ମନ୍ଦିର ପରିସରରେ ସମାଜସେବୀ ଗୋଲଖ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଆଜି ସକାଳ ୫ ଘଟିକା ସମୟରେ ଅନୁଷ୍ଠିତ…
ଆକ୍ସନ ମୋଡ଼ରେ ରାଜନଗର ବିଧାୟକ – ସ୍ୱଚ୍ଛତାର ସହିତ ଟେଣ୍ଡର ହୋଇଥିବା ସମସ୍ତ ପ୍ରକଳ୍ପ ଶେଷ କରିବାକୁ ତାଗିଦ
ପଟ୍ଟାମୁଣ୍ଡାଇ ୨୧/୬ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଥିବା ରାଜନଗର ବିଧାୟକ ଧ୍ରୁବ ସାହୁ ଶପଥ ଗ୍ରହଣ ପରେ ପରେ ଆକ୍ସନ ମୋଡ଼ରେ ଆସିଯାଇଛନ୍ତି । ଜନସାଧାରଣଙ୍କ ମୌଳିକ ସମସ୍ୟା ସମାଧାନ ଓ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ନିଜର ସମସ୍ତ…










