କେନ୍ଦ୍ରାପଡ଼ା, ୨୪ା୬: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଲୟରେ ବିଭିନ୍ନ ବିଷୟରେ ସ୍ନାତ୍ତୋକୋତ୍ତର(ପିଜି) ଶିକ୍ଷା ପାଇଁ କ୍ଲାସ ଖୋଲିଥିଲେ ମଧ୍ୟ ପାଠ୍ୟକ୍ରମ ଚୟନ, ଶିକ୍ଷାଦାନ ଓ ପରିଚାଳନାରେ ଗୁରୁତ୍ତର ବାଧା ସୃଷ୍ଟି ହୋଇଥିବା ଆଜି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି । ଏହିସବୁ ସମସ୍ୟା ଗୁଡିକୁ ନେଇ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଛି । ଏନେଇ ଆଜି କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ସ୍ନାତ୍ତୋକୋତ୍ତର(ପିଜି) ଛାତ୍ରଛାତ୍ରୀମାନେ ଜିଲ୍ଲାପାଳଙ୍କୁ ଭେଟି ଅଭିଯୋଗ […]

କେନ୍ଦ୍ରାପଡ଼ା, ୨୪ା୬: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡ଼ା ପଞ୍ଚାୟତର ସମିତିସଭ୍ୟା ସନ୍ଧ୍ୟାରାଣୀ ସେଠୀଙ୍କ ଅକାଳ ବିୟୋଗରେ ଆଜି କେନ୍ଦ୍ରାପଡ଼ା ବ୍ଲକରେ ଏକ ଶୋକସଭା ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଅଧକ୍ଷା ରଶ୍ମିତା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ/ସଭ୍ୟାମାନେ ଯୋଗଦେଇ ସ୍ୱର୍ଗତା ସେଠୀଙ୍କ ଉଦେଶ୍ୟରେ ଦୁଇ ମିନିଟ ନିରବ ପ୍ରାଥନା କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବିଡ଼ିଓ ବନ୍ଦନା […]

କେନ୍ଦ୍ରାପଡ଼ା, ୨୪ା୬: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଭରତପୁର ଫୋରପୋଲ ଠାରୁ ଗୋବରୀ କେନାଲ ବନ୍ଧ ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି । ପ୍ରାୟ ୨୦ବର୍ଷ ତଳେ ନିର୍ମାଣ ହୋଇଥିବା ଏହି ରାସ୍ତାର ଅବସ୍ଥା ବର୍ତ୍ତମାନ ଚଳାଚଳ ପାଇଁ ଅତ୍ୟନ୍ତ ଅନୁପଯୁକ୍ତ ହୋଇପଡିଛି । ଖାଲଖମାରେ ପରିପୂର୍ଣ୍ଣ ହୋଇପଡିଥିବା ଏହି ରାସ୍ତାରେ ଦୈନିକ ଦୂର୍ଘଟଣା ଘଟି ଧନଜୀବନ କ୍ଷୟକ୍ଷତି ହେବାରେ ଲାଗିଛି । ଏହି ରାସ୍ତା […]

କେନ୍ଦ୍ରାପଡା, ୨୪/୬: ଜ୍ଞାନପ୍ରଭା ମିଶନ ଦ୍ୱାରା ଆୟୋଜିତ ପରମହଂସ ପ୍ରଜ୍ଞାନାନନ୍ଦଜୀ ମହାରାଜଙ୍କ ମାର୍ଗଦର୍ଶନରେ ଶିକ୍ଷକମାନଙ୍କୁ ନେଇ ସୃଜନିକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ପରମହଂସଜୀ “ଆଦର୍ଶ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା’ ଉପରେ ମାର୍ଗଦର୍ଶନ କରିଥିଲେ । ଆଦର୍ଶ ଶିକ୍ଷକଙ୍କ ଦ୍ୱାରା ଆଦର୍ଶ ଛାତ୍ର, ଆଦର୍ଶ ବିଦ୍ୟାଳୟ ଏବଂ ଆଦର୍ଶ ସମାଜ କିପରି ଗଠନ ହୋଇପାରିବ ସେହି ବିଷୟରେ ଆଲୋକପାତ କରିଥିଲେ । ଏଥିରେ ୨୫୦ରୁ ଉର୍ଦ୍ଧ୍ୱ […]

କେନ୍ଦ୍ରାପଡ଼ା,୨୩ା୬: ।  କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ମାର୍ଶାଘାଇ ବ୍ଲକ ବଛରାଇ ଗାଁ ର ମଣିଭୂଷଣ ପରିଡାଙ୍କ ପୁଅ ସନ୍ତୋଷ କୁମାର ପରିଡା ଜଣେ ମେଡ଼ିସିନ ଡିଷ୍ଟ୍ରିବୁଟର ଭାବେ କାମ କରନ୍ତି । ସେ ବିଭିନ୍ନ କମ୍ପାନୀର ଔଷଧ ଓଡିଶା ବାହାରୁ ଆଣି ନିଜର ବ୍ୟବସାୟ କରିଥାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଥାନା ଅଧୀନ ଚଉଦକୁଲାଟ ଅଞ୍ଚଳର ବିଭୂକଲ୍ୟାଣ ମିଶ୍ର ନାମକ ଜଣେ ଯୁବକଙ୍କ ସହିତ ସନ୍ତୋଷଙ୍କ ମେଡ଼ିସିନ ବ୍ୟବସାୟ […]