ଜ୍ଞାନପ୍ରଭା ମିଶନ ପକ୍ଷରୁ ବ୍ରହ୍ମଚାରିଣୀ ପ୍ରଶିକ୍ଷଣ ଶିବିର

କେନ୍ଦ୍ରାପଡା, ୨୭/୬: ଜ୍ଞାନପ୍ରଭା ମିଶନ ପକ୍ଷରୁ ବ୍ରହ୍ମଚାରିଣୀ ପ୍ରଶିକ୍ଷଣ ଶିବିର ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମିଶନର ସଦସ୍ୟାମାନେ ଉପସ୍ଥିତ ରହି ପ୍ରଶିକ୍ଷଣ ଶିବିରର ପ୍ରସ୍ତୁତି ବିଷୟରେ ଆଲୋଚନା କରିବା ସହିତ ବର୍ତ୍ତମାନଠାରୁ ଆବେଦନ ପତ୍ର…

ପୋଷକତତ୍ୱପୂର୍ଣ୍ଣ ଫଟିଫାଏଡ୍ ଚାଉଳ ବ୍ୟବହାର ନିମନ୍ତେ ସଚେତନତା ବୈଠକ

କେନ୍ଦ୍ରାପଡ଼ା, ୨୭ା୬: ପୋଷକତତ୍ୱପୂର୍ଣ୍ଣ ଫର୍ଟିଫାଏଡ୍ ଚାଉଳ ବ୍ୟବହାର ନିମନ୍ତେ ଏକ ସଚେତନତା ବୈଠକ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ଏବଂ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ, ଭୁବନେଶ୍ୱରର ମିଳିତ ସହଯୋଗରେ…

ଅଭିଯୋଗର ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳଙ୍କ ନୂତନ ପଦକ୍ଷେପ

  ସୋସିଆଲ ମିଡିଆ ଏକ୍ସ(ଟ୍ୱିଟର)ଆକାଉଣ୍ଟ ଖୋଲିବାକୁ ନିର୍ଦେଶ  କେନ୍ଦ୍ରାପଡ଼ା, ୨୭ା୬: ପ୍ରଶାସନର କାର୍ଯ୍ୟକୁ ଲୋକାଭିମୁଖୀ କରିବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ । ଜିଲ୍ଲାର ସମସ୍ତ ତହସିଲ୍‌, ବ୍ଲକ୍ ଓ ବିଭିନ୍ନ ବିଭାଗକୁ ନିଜ…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିକ୍ଷାନବିଶମାନଙ୍କୁ ପ୍ରଶିକ୍ଷଣ

କେନ୍ଦ୍ରାପଡା, ୨୭/୬: କେନ୍ଦ୍ରାପଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟର ଶିକ୍ଷାନବିଶମାନଙ୍କୁ ଆଇନ ଶିକ୍ଷା ବିଷୟରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା । ଉକ୍ତ ପ୍ରଶିକ୍ଷଣ ଶିବିର ଦୀର୍ଘ ୨୦ଦିନ ବ୍ୟାପୀ ଚାଲିଥିଲା । ଏହି ପ୍ରଶିକ୍ଷଣ…

ସ୍ୱାଧୀନତା ସଂଗ୍ରାମୀ ନକୁଳ ଦାସଙ୍କୁ ଶ୍ରଦ୍ଧାଞ୍ଜଳୀ

କେନ୍ଦ୍ରାପଡା, ୨୭/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ନେତାଜୀ ମଡେଲ ସ୍କୁଲ ପରିସରରେ ନକୁଳ ଚରଣ ଦାସଙ୍କ ସ୍ମୃତି କମିଟି ଆନୁକୂଲ୍ୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ଭୂଦାନ କର୍ମୀ ନକୁଳ ଚରଣ ଦାସଙ୍କର ଚତୁର୍ଥ ଶ୍ରାଦ୍ଧ ବାର୍ଷିକୀ ପାଳିତ…

ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୨୭/୦୬: ଆଜି ଅପରାହ୍ଣ ୫ଘଟିକା ସମୟରେ ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମୁନିସିପାଲିଟି ଟାଉନ୍‌ହଲ୍‌ଠାରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ାର ମାନ୍ୟବର ବିଧାୟକ ଗଣେଶ୍ୱର ବେହେରା,…