ଜୁଲାଇ ପହିଲା ସୋମବାର ଠାରୁ ସାରା ଦେଶରେ ୧୮୬୦ ମସିହାରୁ ଚାଲିଥିବା ବ୍ରିଟସ ଆଇନକୁ ହଟାଇ ନୂଆ ପୋଲିସ ଆଇନ ଲାଗୁ ହୋଇଛି । ନୂଆ ଆଇନ ଆସିବା ପରେ ଆଇପିସି, ସିଆରପିସି ଓ ଏଭିଡେନ୍ସ ଆକ୍ଟକୁ ହଟାଇ ଦିଆଯିବ ।…
Day: 1 July 2024
ଲାଗୁ ହେଲା ନୂଆ ଆଇନ:ପଟ୍ଟାମୁଣ୍ଡାଇ ଗ୍ରମାଂଚଳ ଥାନାରେ ସଚତେନତା
ପଟ୍ଟାମୁଣ୍ଡାଇ ୧/୭ ଫୌଜଦାରୀ ନ୍ୟାୟ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ୩ଟି ନୂଆ ଆଇନ ଲାଗୁ କରିଛନ୍ତି । ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ଗତ ଡିସେମ୍ବର ୨୫ ତାରିଖରେ ଏହି ୩ ନୂଆ ଆଇନ୍ ଭାରତ…
ଦେଶରେ ନୂତନ ଭାରତୀୟ ନ୍ୟାୟ ସଂହିତା ଆରମ୍ଭ ନେଇ ଟାଉନ ଥାନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
କେନ୍ଦ୍ରାପଡା, ୨୯ା୬: ସାରା ଦେଶରେ ଆଜିଠାରୁ ନୂତନ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବାକୁ ଯାଉଥିବାରୁ ସାଧାରଣ ଲୋକମାନଙ୍କୁ ସେ ସମ୍ପର୍କରେ ସଚେତନ କରିବା ପାଇଁ କେନ୍ଦ୍ରାପଡା ଟାଉନ ଥାନା ପକ୍ଷରୁ ଆଜି ଅପରାହ୍ନରେ ଏକ ସାମ୍ବାଦିକ ସମ୍ମିଳନୀ ଆହୂତ କରାଯାଇଥିଲା…
କାର୍ଯ୍ୟରତ ମହିଳା ସାମ୍ବାଦିକଙ୍କୁ ପୂର୍ବତନ ମନ୍ତ୍ରୀଙ୍କ କୁକୁର ଲଗାଇବା ଘଟଣାର ପ୍ରତିବାଦ ସହ ସାମ୍ବାଦିକ ନିରାପତ୍ତା ଆଇନ ଲାଗୁ କରିବା ଦାବିରେ କେଡିୟୁଜେ ର ଦାବିପତ୍ର
କେନ୍ଦ୍ରାପଡ଼ା ୧/୭- ସାରା ରାଜ୍ୟରେ ବିପନ୍ନ ହୋଇ ରହିଥିବା ସାମ୍ବାଦିକଙ୍କ ନିରାପତ୍ତା ଆଇନ ଲାଗୁ କରିବା ସହ ନିକଟରେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ଭୁବନେଶ୍ୱର ବାସ ଭ୍ୱନରେ ମହିଳା ସାମ୍ବାଦିକଙ୍କୁ କୁକୁର ଲଗାଇ ଘଉଡ଼ାଇବା ଘଟଣାରେ ଓଡିଶା ୟୁନିଅନ ଅଫ…
ମହାକାଳପଡ଼ା ବିକାଶ ମଞ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀ, ଶିକ୍ଷାମନ୍ତ୍ରୀ ଏବଂ ବିଧାୟକଙ୍କୁ ସମ୍ବର୍ଦ୍ଧନା
କେନ୍ଦ୍ରାପଡା ୧/୭-ମହାକାଳପଡ଼ା ବିକାଶ ମଞ୍ଚ ତରଫରୁ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଅବସରରେ ମହାକାଳପଡ଼ା ବିକାଶ ମଞ୍ଚ ତଥା ରାଜଶ୍ରୀର ସଭାପତି କାଶୀନାଥ ରାଉତରାୟ, ରାଜଶ୍ରୀର ସମ୍ପାଦକ ହେମନ୍ତ ଜେନା, ଓଡିଶା…
ସାହିତ୍ୟ ଭୂମି ପତ୍ରିକା ଉନ୍ମୋଚିତ
ପତ୍ରିକା ହଉବା ପୁସ୍ତକ ପଠନ ମଣିଷର ଭାବନା ସହିତ ଏକ ଅନ୍ତରଙ୍ଗ ସେତୁ ସୃଷ୍ଟି କରିଥାଏ । ପାଠକ ତାର ଅନ୍ତର୍ଦୃଷ୍ଟିର ସୀମାକୁ ପ୍ରସାରିତ କରିଥାଏ । ପଟ୍ଟାମୁଣ୍ଡାଇରୁ ପ୍ରକାଶିତ ହୋଇ ଆସୁଥିବା ସର୍ଜନାର ଉର୍ମି ସାହିତ୍ୟ ଭୂମି ପତ୍ରିକାର ପଂଚମ୍ୱର୍ଷ…
ଶିକ୍ଷାବିତ ଲଷ୍ମୀଧର ଦାଶମହାପାତ୍ରଙ୍କ ପରଲୋକ
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ଶିକ୍ଷାବିତ ଲଷ୍ମୀଧର ଦାଶ ମହାପାତ୍ରଙ୍କ ବେଲତଳ ବାସଭବନରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ମୃତ୍ୟୁ ଶଯ୍ୟା ନିକଟରେ ପୁଅ ବୋହୁ ଝିଅ ଜ୍ୱାଇଁ, ନାତିନାତୁଣୀ…
ସାହିତ୍ୟ ଭୂମି ପତ୍ରିକା ଉନ୍ମୋଚିତ
ପତ୍ରିକା ହଉବା ପୁସ୍ତକ ପଠନ ମଣିଷର ଭାବନା ସହିତ ଏକ ଅନ୍ତରଙ୍ଗ ସେତୁ ସୃଷ୍ଟି କରିଥାଏ । ପାଠକ ତାର ଅନ୍ତର୍ଦୃଷ୍ଟିର ସୀମାକୁ ପ୍ରସାରିତ କରିଥାଏ । ପଟ୍ଟାମୁଣ୍ଡାଇରୁ ପ୍ରକାଶିତ ହୋଇ ଆସୁଥିବା ସର୍ଜନାର ଉର୍ମି ସାହିତ୍ୟ ଭୂମି ପତ୍ରିକାର ପଂଚମ୍ୱର୍ଷ…
ମନଇଚ୍ଛା କାଟି ପାରିବେନି ତାଳଗଛ , ନିୟମ ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ୧/୭-ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି । ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ବଜ୍ରପାତ ରୋକିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି ଓଡିଶା ସରକାର । ବିନା ଅନୁମତିରେ…
ମରଣାନ୍ତଙ୍କ ଆକ୍ରମଣରେ ବୃଦ୍ଧା ନିହତ, ଥାନାରେ ୨ଅଟକ
କେନ୍ଦ୍ରାପଡ଼ା, ୩୦ା୬: ଏକ ମରଣାନ୍ତଙ୍କ ଆକ୍ରମଣରେ ଜଣେ ବୃଦ୍ଧା ନିହତ ହୋଇଥିବା ବେଳେ ସେହି ପରିବାରର ବହୁ ଆହତ ହୋଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ସାହସପୁର ଗ୍ରାମର ସ୍ୱର୍ଗତ…










