ନିର୍ମାଣର ୬ମାସ ଭିତରେ ୫-ଟି ସ୍କୁଲର ଛାତ ଓ କାନ୍ଥରେ ଫାଟ

କେନ୍ଦ୍ରାପଡା, ୫ା୭:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ବାଳିକା ଉଚ୍ଚ ବିଦ୍ୟାଳୟର ଗୃହ ନିର୍ମାଣ କାର୍ଯ୍ୟରେ ଅନିୟମିତତା ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ ହୋଇଛି । ୨୦୨୨-୨୩ ଆର୍ଥିକ ବର୍ଷରେ ୫-ଟି ଯୋଜନାର ତୃତୀୟ ପର୍ଯ୍ୟାୟରେ ଗତ ୬ମାସ ତଳେ ଏହି ଶ୍ରେଣୀଗୃହର…

ସରସ୍ୱତୀ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

କେନ୍ଦ୍ରାପଡ଼ା, ୫ା୭: କେନ୍ଦ୍ରାପଡା ବ୍ଲକ ଅଧିନ ଓସ୍ତପୁର ଗ୍ରାମପଞ୍ଚାୟତର ଦେପୁର ଗ୍ରାମସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ- ୨୦୨୪ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ…

କେନ୍ଦ୍ରାପଡା ଜିଲ୍ଲା ଦକ୍ଷତା ବିକାଶ ମିଶନ ବୈଠକ

କେନ୍ଦ୍ରାପଡ଼ା, ୫ା୭: କେନ୍ଦ୍ରାପଡା ଜିଲ୍ଲା ଦକ୍ଷତା ମିଶନ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକର ପ୍ରାରମ୍ଭରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଘନଶ୍ୟାମ ସାହା…

ଶକ୍ତି, ଦୁର୍ବଳତା ଓ ଆହ୍ୱାନକୁ ସମୀକ୍ଷା କଲେ କଲେଜ ଆଗକୁ ଯିବ : ପଟ୍ଟାମୁଣ୍ଡାଇ କଲେଜ ୫୪ତମ ପ୍ରତିଷ୍ଠା ଦିବସ

ପଟ୍ଟାମୁଣ୍ଡାଇ କଲେଜ ତାର ଶକ୍ତି, ଦୁର୍ବଳତା ଓ ଆହ୍ୱାନକୁ ସମୀକ୍ଷା କରି ଆଗକୁ ବଢିଲେ ଓଡିଶାର ଏକ ଅଗ୍ରଣୀ କଲେଜ ଭାବେ ସୁନାମ ଅର୍ଜନ କରିବା ସହିତ ସଫଳ ଛାତ୍ରଛାତ୍ରୀ ସୃଷ୍ଟି କରିବାରେ ସଫଳ ହୋଇପାରିବ ବୋଲି ଆଜି ପଟ୍ଟାମୁଣ୍ଡାଇ କଲେଜର…