କେନ୍ଦ୍ରାପଡା, ୭/୭: କେନ୍ଦ୍ରାପଡା ସହରର ପୁରାତନ ଟାଉନ୍ ବଳରାମପୁର ଶନିଲକ୍ଷ୍ମୀ ପୂଜା କମିଟି ଆନୁକୂଲ୍ୟରେ ରଥଯାତ୍ରା ଅବସରରେ ଶନିଲକ୍ଷ୍ମୀ କ୍ଳବ୍ରେ ଆଜି ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କ୍ଳବ୍ର ସଦସ୍ୟ ଓ ସ୍ଥାନୀୟ ଗ୍ରାମବାସୀ ଉତ୍ସାହର ସହିତ ରକ୍ତଦାନ କରିଥିଲେ । ୪୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା । କେନ୍ଦ୍ରାପଡ଼ା ରକ୍ତ ଭଣ୍ଡାର ସହଯୋଗରେ ରାଜ୍ୟସରକାରଙ୍କ ସ୍ୱାସ୍ଥ୍ୟ ପାରିବାର କଲ୍ୟାଣ ବିଭାଗ ସହାୟତାରେ ଏହି ରକ୍ତଦାନ […]
Day: 7 July 2024
କେନ୍ଦ୍ରାପଡ଼ା,୭ା୭:ଆଜି କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟା ପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଶ୍ରୀଜୀଉମାନେ ପହଣ୍ଡି ହୋଇ ବ୍ରହ୍ମତାଳଧୋଜ ରଥରେ ଆସିନ ହୋଇଥିଲେବି ସୂର୍ଯ୍ୟାସ୍ତ ହୋଇଯିବାରୁ ରଥ ଆଉ ଟଣା ହୋଇପାରିନଥିଲା । ଆସନ୍ତା କାଲି ରଥ ଟଣା ହେବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ରଥ ଟାଣି ନ ପାରି ଭକ୍ତମାନେ ନିରାଶରେ ଘରକୁ ଫେରିଥିବା ଦେଖାଯାଇଥିଲା । ଅପରାହ୍ନ […]
କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ କୋରୋ ସ୍ଥିତ ପାବନ କ୍ଷେତ୍ରରେ ବିରାଜିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଅଗ୍ରଣୀ ସ୍ୱେଚ୍ଛସେବୀ ସଂଗଠନ ରୁରଲ୍ ଡେଭ୍ଲପ୍ମେଂଟ୍ କଲ୍ଚରାଲ୍ ୟୁଥ୍ ଅର୍ଗାନାଇଜେନ୍ ଆନୁକୂଲ୍ୟରେ ଶ୍ରୀଗୁଣ୍ଡିଚା ମହୋତ୍ସବ ଯଥାବିଧି ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସ୍ଥୟୀ ସଭାପତି ବିଶିଷ୍ଟ ସଂଗୀତଜ୍ଞ ବିମଳ ପ୍ରସାଦ ପରିଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଜିଲ୍ଲା ଅଗ୍ନି ନିର୍ବାପକ ଅଧିକାରୀ ତଥା ମନ୍ଦିର ଟ୍ରଷ୍ଟର […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଚଂଳ ପୋଖରୀଆପଡା ପତିତପାବନଜୀଉଙ୍କ ରଥ ସଂନ୍ଧ୍ୟା ୮ଟା ବେଳେ ବକ୍ତାରପୁର ମାଉସୀ ମା ମନ୍ଦିର ଚକଡା ଛୁଇଁଛି । ପବିତ୍ର ରଥଯାତ୍ରା ଉପଲକ୍ଷେ ପ୍ରତ୍ୟୁଷରୁ ମନ୍ଦିର ପୂଜକ ମାନେ ପହଡ ଖୋଲିଥିଲେ । ମଙ୍ଗଳ ଆରତି ସକାଳ ୭ଟା ବେଳେ ମହାସ୍ନାନ ଓ ବାଲ୍ୟଧୂପ ହୋଇଥିଲା । ସକାଳ ସାଢେ ୯ଟା ବେଳେ ବକ୍ତାରପୁର ମାଉସୀ ମା ମନ୍ଦିରରୁ ନିମନ୍ତ୍ରଣ ମାଳ ପହଚିଂଥିଲା । ସକାଳ […]
କେନ୍ଦ୍ରାପଡା, ୬ା୭: କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ସ୍ଥାନରେ ଏବେ ବିଭିନ୍ନ ବ୍ରାଣ୍ଡର ଏକ୍ସପାଇରୀ ସିମେଣ୍ଟ ବିକ୍ରି ହେଉଛି । ସିମେଣ୍ଟର ଦାମ ଯେତିକି ବେପାରୀମାନେ ଗ୍ରାହକଙ୍କ ଠାରୁ ସେତିକି ନେଉଛନ୍ତି । କିନ୍ତୁ ବେପାରୀମାନେ ହୋଲସେଲରଙ୍କ ଠାରୁ ଏହି ସିମେଣ୍ଟକୁ ଅଧା ଦାମରେ କିଣୁଛନ୍ତି । ଏହାଦ୍ୱାରା ସିମେଣ୍ଟ ବେପାରୀମାନେ ଲାଭବାନ ହେଉଛନ୍ତି । କିନ୍ତୁ ଯେଉଁମାନେ ଘର ନିର୍ମାଣ କରୁଛନ୍ତି ସେମାନେ କାନ୍ଦୁଛନ୍ତି । କାରଣ ସିମେଣ୍ଟ କିଣିବା […]
ପଟ୍ଟାମୁଣ୍ଡାଇ ବ୍ଲକ ଉତ୍କଳମଣି ଯୁବକ ସଂଘ ତରଫରୁ ୭୫ ତମ ବନମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି। ସଙ୍ଗଠନର ଅଧ୍ୟକ୍ଷ ଗୌତମ ବେହେରାଙ୍କ ନେତୃତ୍ୱରେ ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇଛି। ଏଥିରେ ସଙ୍ଗଠନ ସଦସ୍ୟ ବୈଷ୍ଣବ ବେହେରା , ଶାନ୍ତନୁ ବେହେରା , ଜ୍ଞାନଜ୍ୟୋତି ବାରିକ୍ , ଅନନ୍ତ ବେହେରା , ଶିବୁ ବେହେରା ପ୍ରମୁଖ ଯୋଗ ଦେଇ ଚାରା ରୋପଣ କରିଥିଲେ।
କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇଚ୍ଛାପୁରସ୍ଥିତ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବୀଣାପାଣି ଦାଶଙ୍କ ତତ୍ତ୍ୱାବଧାନରେ ନିକଟସ୍ଥ ମଧୁସାଗର ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ସୁଧିରଞରଜନ ବାରିକ ସମ୍ମାନୀତ ଅତିଥି ରୂପେ ଯୋଗ ଦେଇ ବିଦ୍ୟାଳୟର ୟୁଥ୍ ଆଣ୍ଡ ଇକୋ କ୍ଲବ ଓ ଲିଗାଲ ଲିଟେରାସି ଓ କ୍ଲବର ଗାଇଡ୍ ଶିକ୍ଷକ […]
କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ବ୍ଲକ ଅଧିନସ୍ଥ ଶ୍ୟାମସୁନ୍ଦରପୁର ଗ୍ରାମ ପଞ୍ଚାୟତର ଦୁତୀଆଳ ଆଦର୍ଶ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ସଭାପତି ଅଧ୍ୟାପକ ଅଜୟ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୃକ୍ଷରୋପଣ ସଚେତନତା କାର୍ଯ୍ୟକ୍ରମରେ ଡ. ଦିଲ୍ଲୀପ କୁମାର ମିଶ୍ର ବୃକ୍ଷରୋପଣର ଆବଶ୍ୟକତା ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ । ପୃଥିବୀର ତାପମାତ୍ରା ବୃଦ୍ଧିଜନିତ ସମସ୍ୟା ଓ ତାହାର ନିରାକରଣ ପାଇଁ ଜଳବାୟୁର ସୁରକ୍ଷା ପାଇଁ ଗଛର […]
କେନ୍ଦ୍ରାପଡ଼ା, ୬ା୭: ଦିନକୁ ଦିନ ଅଧିକରୁ ଅଧିକ ବିବାଦରେ ଛନ୍ଦି ହୋଇପଡୁଥିବା ରାଜକନିକା ବ୍ଲକର ଦୁଇ ଛତୁଆ ପ୍ରସ୍ତୁତକାରୀ ସ୍ୱୟଂ ସହାୟିକା ଗୋଷ୍ଠୀ ନିଜ ନିଜର ନିମ୍ନମାନର ଛତୁଆ ପ୍ରସ୍ତୁତିକୁ ନେଇ ଚର୍ଚ୍ଚାରେ ଥିବା ବେଳେ ସେଥିମଧ୍ୟରୁ ଗୋଟିଏ ଗୋଷ୍ଠୀକୁ ଲାଦ୍ଭ ପାଇଁ ମଧ୍ୟାହ୍ନଭୋଜନ(ଏମଡିଏମ) ଚାଉଳ ଯୋଗାଣ, ଛତୁଆ ପ୍ରସ୍ତୁତି ଓ ବଣ୍ଟନ ସହ ଦୁଧ ପ୍ରକ୍ରିୟାକରଣ ଭଳି ଲାଭଜନକ କାର୍ଯ୍ୟକ୍ରମ ସବୁ ଦିଆଯାଇଛି । ତାହାକୁ ନେଇ ଏବେ […]










