ଆଷାଢ଼ରେ ଚାଷଜମି ଶୁଖିଲା: ଗଜାମରୁଡ଼ି ଆଶଙ୍କା

ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ଯୋଗୁ ଏବେ ଖରିଫ ଧାନ ଚାଷ ପ୍ରଭାବିତ ହେବାକୁ ବସିଛି । ପଟ୍ଟାମୁଣ୍ଡାଇ ଅଂଚଳ୍‌ରେ ଏବେ ଗଜାମରୁଡ଼ି ଆଶଙ୍କା ଦେଖା ଦେଲାଣି । ଚାଷୀମାନେ ଯଥା ସମୟରେ ଚାଷ କାର୍ଯ୍ୟ ଆରମ୍ଭ କରିଥିଲେ । ମାତ୍ର…

ରେସ୍ୱା ସ୍ୱେଛାସେବୀ ସଂଗଠନ ପକ୍ଷରୁ ମୃଦୁ ପାନୀୟ ବଣ୍ଟନ

କେନ୍ଦ୍ରାପଡ଼ା, ୧୬ା୭: କେନ୍ଦ୍ରାପଡା ଏକ ଭାଇଚାରାର ସହର । ଏଠି ସମସ୍ତ ସମ୍ପ୍ରଦାୟର ଲୋକମାନେ ଏକାଠି ହୋଇ ସମସ୍ତ ପର୍ବପର୍ବାଣୀ ପାଳନ କରିଥାନ୍ତି । ଏହାର ଏକ ଝଲକ କେନ୍ଦ୍ରାପଡା ଜିଲ୍ଲା ତଥା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ଘୋଷଯାତ୍ରାରେ…

ପୁରାତନ ଛାତ୍ରମାନେ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ , କଲେଜ ପାଣ୍ଠିରୁ ହଡପ ହୋଇଥିବା କୋଟି କୋଟି ଟଙ୍କାର ଭିଜିଲାନ୍ସ ତଦନ୍ତ ଦାବି

କେନ୍ଦ୍ରାପଡ଼ା, ୧୬ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ରମାନେ ସୋମବାର ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ମହାବିଦ୍ୟାଳୟ ପାଣ୍ଠିରୁ ହଡପ ହୋଇଥିବା କୋଟି କୋଟି ଟଙ୍କାର ଭିଜିଲାନ୍ସ ବିଭାଗ ଦ୍ୱାରା ତଦନ୍ତ କରାଯିବାକୁ ଦାବି କରିଛନ୍ତି…

କାହା ପାଖରେ ଅଛି ରତ୍ନଭଣ୍ଡାର ଚାବି? ବଡ଼ ବୟାନ ଦେଲେ ନିରଞ୍ଜନ

ଭୁବନେଶ୍ୱର,୧୬।୭: ରତ୍ନଭଣ୍ଡାର ଚାବିକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ। ଚାବି କାହା ପାଖରେ ଅଛି ଓ କିଏ ରଖିଛି ଏନେଇ ସେ ବଡ଼ ବୟାନ ଦେଇଛନ୍ତି। ଓଡିଶାରେ ଗଣମାଧ୍ୟମ, ମୁଖ୍ୟମନ୍ତ୍ରୀ, ରାଜ୍ୟ ଆଇନ…