ଦିଲ୍ଲୀରେ ରଥଯାତ୍ରା ଅବସରରେ ସାଂସ୍କୁତିକ କାର୍ଯ୍ୟକ୍ରମ, ଓଡିଶୀ ନୃତ୍ୟରେ ପଟ୍ଟାମୁଣ୍ଡାଇ ଝିଅକୁ ସମ୍ନାନିତ

ପଟ୍ଟାମୁଣ୍ଡାଇ୧୮/୭ – ନୂଆଦିଲ୍ଲୀର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଉତ୍ସବ ପାଳନ ଅବସରରେ ୯ ଦିନ ଧରି ସାଂସ୍କୁତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ସୁନାମଧନ୍ୟ କଳାକାର ମାନେ ଯୋଗବ ଦେଇ ବିଭିନ୍ନ ସାଂସ୍କୁତିକ କାର୍ଯ୍ୟକ୍ରମ ପରିବେଷଣ କରିଥିବା ବେଳେ ପଟ୍ଟାମୁଣ୍ଡାଇ…

ପଟ୍ଟାମୁଣ୍ଡାଇ ପଂଚାୟତ ସମିତି ବୈଠକ : ପାନୀୟଜଳ,ଯୋଗାଣ, ଶିକ୍ଷା,ସ୍ୱାସ୍ଥ୍ୟ ଓ ଶିଶୁ ବିକାଶ ଉପରେ ଗୁରୁତ୍ୱ

ପଟ୍ଟାମୁଣ୍ଡାଇ ୧୮/୯ ପଟ୍ଟାମୁଣ୍ଡାଇ ପଂଚାୟତ ସମିତିର ୩ୟ ଅଧିବେଶନ ବ୍ଲକ ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ପୌରହିତ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜନଗର ବିଧାୟକ ଧ୍ରୁବ ସାହୁ ଯୋଗ ଦେଇ ପାନୀୟଜଳ, ଶିକ୍ଷା, ସ୍ୱାସ୍ଥ୍ୟ, ଯୋଗାଣ,ପରିମଳ ଓ…

ବେଆଇନ ପାଥୋଲାବକୁ ସିଲ୍ କଲା ପ୍ରଶାସନ

ପଟ୍ଟାମୁଣ୍ଡାଇ ୧୮/୭ – ପଟ୍ଟାମୁଣ୍ଡାଇରେ ଚାଲିଥିବା ଏକ ବେଆଇନ ପାଥୋଲାବକୁ ଆଜି ସିଲ୍ କରିଛି ପ୍ରଶାସନ । ପଟ୍ଟାମୁଣ୍ଡାଇ କେନାଲ ମୁଖ୍ୟ ରାସ୍ତା ଖୋଲିଥିବା ପାଥୋ ଲ୍ୟାବ ବିନା ଲାଇସେନ୍ସରେ ଚାଲିଥିବା ନେଇ ଜିଲ୍ଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା ।…

ଜବରଦଖଲରେ ଗାଁ ରାସ୍ତା, ପ୍ରତିକାର ପାଇଁ ତହସିଲଦାରଙ୍କୁ ନିବେଦନ

ପଟ୍ଟାମୁଣ୍ଡାଇ ୧୮/୭ -ଜବରଦଖଲ ଯୋଗୁଁ ଗାଁ ଗଳି ରାସ୍ତା ଏବେ ସଂକିର୍ଣ୍ଣ ହୋଇଯାଇଛି । ଫଳର ଲୋକେ ରାସ୍ତା ଦେଇ ଯାତାୟତ କରିବାରେ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଯାନବାହାନ ଗାଁ ଭିତରକୁ ଯିବାରେ ସମସ୍ୟା ସୃଷ୍ଟି ହେଉଛି ।କୌଣସି ଆପାତକାଳୀନ…

ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ବିରକ୍ତି ପ୍ରକାଶ କଲେ ସାଂସଦ ପ୍ରତିନିଧି

ପଟ୍ଟାମୁଣ୍ଡାଇ ୧୮/୯ – ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଗୁରୁବାର ୩ୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ସଭାପତିତ୍ୱ କରିଥିଲେ। ବୈଠକରେ କେନ୍ଦ୍ରାପଡ଼ା ସାଂସଦ ପଟ୍ଟାମୁଣ୍ଡାଇ ବ୍ଲକ ପ୍ରତିନିଧି ଶଶିକାନ୍ତ ସ୍ୱାଇଁ…

ସୁରେଶ ପୂଜାରୀଙ୍କ ବଡ଼ ସୂଚନା, ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ………

ଭୁବନେଶ୍ୱର,: ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲିବ ବୁଲ ଡୋଜର । ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ ।…

ରଥ ଉପରେ ଶ୍ରୀଜିଉଙ୍କ ଅପରୂପ , ସୁନାବେଶରେ ବିଶ୍ୱନିୟନ୍ତା, ବଡ଼ଦାଣ୍ଡ ଜନସମୁଦ୍ର , ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ

ପୁରୀ,୧୭ା୭: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ସୋମବାର ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର…