ଦିଲ୍ଲୀରେ ରଥଯାତ୍ରା ଅବସରରେ ସାଂସ୍କୁତିକ କାର୍ଯ୍ୟକ୍ରମ, ଓଡିଶୀ ନୃତ୍ୟରେ ପଟ୍ଟାମୁଣ୍ଡାଇ ଝିଅକୁ ସମ୍ନାନିତ


ପଟ୍ଟାମୁଣ୍ଡାଇ୧୮/୭ – ନୂଆଦିଲ୍ଲୀର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଉତ୍ସବ ପାଳନ ଅବସରରେ ୯ ଦିନ ଧରି ସାଂସ୍କୁତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ସୁନାମଧନ୍ୟ କଳାକାର ମାନେ ଯୋଗବ ଦେଇ ବିଭିନ୍ନ ସାଂସ୍କୁତିକ କାର୍ଯ୍ୟକ୍ରମ ପରିବେଷଣ କରିଥିବା ବେଳେ ପଟ୍ଟାମୁଣ୍ଡାଇ ଅଂଚଳର ନରସଂହପୁର ଗ୍ରାମର ପ୍ରବାସୀ ପ୍ରଦ୍ମ୍ୟୁନ ଦାସଙ୍କ କନ୍ୟା ଶ୍ରୀୟକା ଦାସ ଓଡିଶୀ ଓ ଗିତୀ ନାଟ୍ୟ କାଂଚିଅଭୀଯାନ ପ୍ରଦର୍ଶନ କରି ଦର୍ଶକ ମାନଙ୍କ ମନମୁଗ୍ଧ କରିଥିଲେ ।


Discover more from

Subscribe now to keep reading and get access to the full archive.

Continue reading