କବିତା ପୁସ୍ତକ “ଦାଦନର ପାଦ’ ଉନ୍ମୋଚିତ

କେନ୍ଦ୍ରାପଡା, ୨୦/୭: କବି ତଥା କଥାକାର ମାତୃଦତ୍ତ ମହାନ୍ତିଙ୍କ କବିତା ପୁସ୍ତକ “ଦାଦନର ପାଦ’ ତୁଳସୀକ୍ଷେତ୍ରର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ଅରୁଣସ୍ତମ୍ଭ ସମ୍ମୁଖରେ ଉନ୍ମୋଚିତ ହୋଇଯାଇଛି । ଏହି ଉନ୍ମୋଚନ କାର୍ଯ୍ୟକ୍ରମରେ କବି ତଥା ଅନୁବାଦିକା ନବଜ୍ୟୋତି ରାୟ,…

କଲେଜ ପରିଚାଳନା ପରିଷଦ ବୈଠକକୁ ବିରୋଧ

ପଟ୍ଟାମୁଣ୍ଡାଇ ୨୦/୭ -ପଟ୍ଟାମୁଣ୍ଡାଇ କଲେଜ ପରିଚାଳନା ପରିଷଦ ବୈଠକ ଶନିବାର ଅନୁଷ୍ଟିତ ହୋଇଥିବା ବେଳେ ଖବର ପାଇ ପଟ୍ଟାମୁଣ୍ଡାଇ ନଗର ଭାଜପା ପ୍ରତିନିଧି ଦଳ ସେଠାରେ ପହଁଚି ଉକ୍ତ ବୈଠକୁ ବନ୍ଦ କରିଦେଇଥିବା ସୁଚନା ମିଳିଛି । ସୁଚନା ଅନୁଯାଇ ପଟ୍ଟାମୁଣ୍ଡାଇ…

ଭଲ ଫସଲ ଅମଳ ପାଇଁ ଆଶା ବାନ୍ଧିଛି ଚାଷୀ , ବିଳମ୍ବିତ ବର୍ଷା ଯୋଗୁଁ ପଛେଇଛି ଚାଷ କାର୍ଯ୍ୟ

ପଟ୍ଟାମୁଣ୍ଡାଇ -ଚଳିତ ବର୍ଷ ବିଳମ୍ବିତ ବର୍ଷା ଯୋଗୁ ପଟ୍ଟାମୁଣ୍ଡାଇ ଅଂଚଳରେ ଚାଷ କାର୍ଯ୍ୟ ପଛେଇ ଯାଇଛି । ବର୍ତର୍ମାନ ଯେଉଁଠି ରୁଆ ବେଉଷଣ ହେବା କଥା ସେଠି ଧାନ ବୁଣାବୁଣି ଓ ତଳି ପକା କାର୍ଯ୍ୟ ଚାଲିଛି । ଏପରି କି…

କେନ୍ଦ୍ରାପଡା କଲେଜ ଚୋରି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ହେଉ

କେନ୍ଦ୍ରାପଡା, ୨୦ା୭: ଗତ ଜୁଲାଇ ୧୮ ଗୁରୁବାର ସନ୍ଧ୍ୟାରେ କେନ୍ଦ୍ରାପଡା ସ୍ୱଂୟଶାସିତ ମହାବିଦ୍ୟାଳୟ ପରିଦର୍ଶନ କରି ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଅଧ୍ୟକ୍ଷ ଡ. ଅଭିଜିତ ଜେନାଙ୍କ ସହ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଆଲୋଚନା କରିଥିଲେ । ଦୀର୍ଘ ୨ଘଣ୍ଟା…

ଭିନ୍ନକ୍ଷମଙ୍କୁ ସଠିକ ସମୟରେ ଭତ୍ତା ମିଳୁନଥିବା ଅଭିଯୋଗ

କେନ୍ଦ୍ରାପଡ଼ା, ୨୦ା୭: କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଆଇତିପୁର ଗ୍ରାମର ତପସ୍ୱିନୀ ସାମନ୍ତରାୟଙ୍କ ଝିଅ ଦିପ୍ତିମୟୀ ସାମନ୍ତରାୟ ଜନ୍ମରୁ ୮ବର୍ଷ ଧରି ଏକ ଅଜଣା ରୋଗରେ ପିଡିତ ହୋଇ ବିଛଣାରେ ପଡିରହିଛନ୍ତି । ଏସମ୍ପର୍କରେ ବାରମ୍ବାର ଜିଲ୍ଲା ପ୍ରଶାସନର ଦୃଷ୍ଟି…

ରାସ୍ତା ନିର୍ମାଣରେ ଅନିୟମିତତା ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଅଭିଯୋଗ କଲେ ଗ୍ରାମବାସୀ

କେନ୍ଦ୍ରାପଡା -ଗମନାଗମନର ସୁବିଧା ପାଇଁ ସରକାର ରାସ୍ତାଗୁଡିକୁ ପ୍ରଶସ୍ତୀକରଣ ଓ ଦୋହରାକରଣ କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି । ମାତ୍ର ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଅଧିକାରୀଙ୍କୁ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ…