ମାହାରାକୂଳ – ମାର୍ଶାଘାଇ କେନାଲ ବନ୍ଧ ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗ

କେନ୍ଦ୍ରାପଡ଼ା, ୨୨ା୭: କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ କେନାଲ ବନ୍ଧ ରାସ୍ତାର ଦୁଧିଆ ଠାରୁ କଳପଡା ପର୍ଯ୍ୟନ୍ତ ରାସ୍ତାର ନିର୍ମାଣ ନିମନ୍ତେ ଜଳସେଚନ ବିଭାଗ ପକ୍ଷରୁ ୨୦ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳରେ ଏକ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି । ସେହି ପ୍ରକଳ୍ପରେ…

ଗୁରୁ ପୂର୍ଣ୍ଣିମାରେ ଧର୍ମଶାଳା ସରୋଜିନୀଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡା, ୨୨ା୭: ଆଷାଢ ପୂର୍ଣିମାରେ କୃଷ୍ଣ-ଦ୍ୱେପାୟନ ଭଗବାନ ଶ୍ରୀବ୍ୟାସଦେବ ଜନ୍ମଲାଭ କରିଥିବାରୁ ଏହାକୁ ବ୍ୟାସ ପୂର୍ଣ୍ଣିମା ବା ଗୁରୁ ପୂର୍ଣ୍ଣିମା ଭାବରେ ଅଭିହିତ କରାଯାଏ । ସର୍ବଭାରତୀୟ ସାଂସ୍କୃତିକ ପରମ୍ପରା ଅନୁସାରେ ଏହିଦିନ ବିଭିନ୍ନ ମଠ, ମନ୍ଦିର, ଗୁରୁଧାମ ଏବଂ ଆଧ୍ୟାତ୍ମିକ…

୧୫ନମ୍ବର ଶାଖା କେନାଲ ସଫେଇ ଓ ଗାର୍ଡୱାଲ ନିର୍ମାଣରେ ଅନିୟମିତତା ଅଭିଯୋଗ

କେନ୍ଦ୍ରାପଡ଼ା, ୨୨ା୭: କେନ୍ଦ୍ରାପଡା-ବସପୁର ପୂର୍ତ୍ତ ବିଭାଗ ରାସ୍ତାର ମାହାରାକୂଳ ନିକଟରୁ ବାମପାଶ୍ୱର୍ରେ ମାର୍ଶାଘାଇ ଯାଇଥିବା ୧୫ ନମ୍ବର ଶାଖା କେନାଲର ସଫେଇ ଓ ଗାର୍ଡୱାଲ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏହି କାର୍ଯ୍ୟ ନିମନ୍ତେ ୧୦ଲକ୍ଷ ଟଙ୍କାର ବ୍ୟୟ ଅଟ୍ଟକଳ…