ଅବଦୁଲ କଲାମଙ୍କ ତିରୋଧାନ ଦିବସ ପାଳିତ

କେନ୍ଦ୍ରାପଡ଼ା,୨୭ା୭: ଭାରତରତ୍ନ ପ୍ରାପ୍ତ ଡଃ ଏ.ପି.ଜେ. ଅବଦୁଲ କଲାମ ସ୍ମୃତି କମିଟି ତରଫରୁ ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ଅଷ୍ଟମ ତିରୋଧାନ ଦିବସ ପାଳନ କରାଯାଇଛି । ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟ ସମ୍ମୁଖରେ…

ରାଷ୍ଟ୍ରବାଦି ସଂଗଠନ ଭାରତ ବିକାଶ ପରିଷଦର ତୁଳସୀକ୍ଷେତ୍ର ଶାଖା ଗଠନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୨୭ା୭: ରାଷ୍ଟ୍ରବାଦି ସଂଗଠନ ଭାରତ ବିକାଶ ପରିଷଦର ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ା ଶାଖା ସ୍ଥାପନର ଏକ ପ୍ରସ୍ତୁତି ବୈଠକ ସଂଯୋଜକ ପ୍ରମୋଦ କୁମାର ଧଳଙ୍କ ସଂଯୋଜନା ଏବଂ ଓଡ଼ିଶା ପୂର୍ବ ପ୍ରାନ୍ତର ସଭାପତି ସତ୍ୟବାଦୀ ଦାସଙ୍କ ସଭାପତିତ୍ୱରେ ଗୋପଛକସ୍ଥିତ କମଲଭବନ…

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନମେଳା

କେନ୍ଦ୍ରାପଡ଼ା,୨୭ା୭: କେନ୍ଦ୍ରାପଡା ସହରସ୍ଥ ସାନ୍ତସାହିସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁବାଟିକାର ବିଭାଗର ‘ବିଜ୍ଞାନମେଳା’ ଗତ ଜୁଲାଇ ମାସ ୨୭ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସଭାପତି ଗିରିଶ ଚନ୍ଦ୍ର କର ମୁଖ୍ୟ ଅତିଥି ଭାବେ ଓ ସହପ୍ରଧାନ…

NITI Aayag କ’ଣ-ଏହି ନୀତି ଆୟୋଗ, କେଉଁମାନେ ହୁଅନ୍ତି ଏଥିରେ ସାମିଲ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୭ ।୭: ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ନୀତିି ଆୟୋଗ ବୈଠକ ଜାରି ରହିଛି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ଅଧ୍ୟକ୍ଷତା କରୁଛନ୍ତି । ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏହି ବୈଠକରେ ଅଂଶଗ୍ରହଣ କରି କେନ୍ଦ୍ରର ଦୂରଦୃଷ୍ଟି…

ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡ଼ାର ୨୫ ତମ କାର୍ଗିଲ ବିଜୟ ଦିବସ ପାଳନ

କେନ୍ଦ୍ରାପଡା ୨୬/୭- ପୂର୍ବତନ ସୈନିକ ସଂଘ ଆନୁକୂଲ୍ୟରେ ସଙ୍ଘର ସଭାପତି ଅନରାରୀ କ୍ୟାପଟେନ ସୁରେନ୍ଦ୍ର କୁମାର ସାହୁଙ୍କ ଅଧକ୍ଷତାରେ ତିନିମୁହାଣୀ ଛକ ସ୍ଥିତ ସହୀଦସ୍ତମ୍ଭ ପରିସରରେ ୨୫ ତମ କାର୍ଗିଲ ବିଜୟ ଦିବସ ପାଳନ ହୋଇଯାଇଅଛି । ପ୍ରଥମେ ସହୀଦ ସ୍ତମ୍ଭରେ…

ନକଲି ଡାକ୍ତର ଗିରଫ

କେନ୍ଦ୍ରାପଡ଼ା, ୨୬ା୭- କେନ୍ଦ୍ରାପଡ଼ା ସହରରୁ ଜଣେ ନକଲି ଡାକ୍ତରଙ୍କୁ ଟାଉନ୍ ଥାନା ପୋଲିସ ଗିରଫ୍ କରିଛି । ଖବର ନେବାରୁ ଜଣାପଡିଛି ଯେ – ପୌରପରିଷଦର ୮ – ନଂ ୱାର୍ଡ ସ୍ଥିତ ଜଣେ ଯୁବକ ୨୦୧୮ ମସିହାରୁ ନିଜ ଘରେ…

ଅଗ୍ନିବୀର(ବାୟୁସେନା)ଚୟନ ନିମନ୍ତେ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା, ୨୬ା୭: ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ପକ୍ଷରୁ କାରଗିଲ ବିଜୟ ଦିବସ ଅବସରରେ ଅଗ୍ନିବୀର (ବାୟୁସେନା) ଚୟନ ନିମନ୍ତେ ଏକ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ, କେନ୍ଦ୍ରାପଡ଼ା ସାନ୍ଧ୍ୟ ମହାବିଦ୍ୟାଳୟ ଏବଂ…

ପୂର୍ବତନ ଓଏଲଏମ ଡିପିଏମଙ୍କକ ପ୍ରରୋଚନାରେ ଇସିମେମ୍ବରଙ୍କ ଦ୍ୱାରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦ୍ରାପଡ଼ା, ୨୬ା୭: ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ଓଡିଶା ଜୀବିକା ମିଶନର ଜିଲ୍ଲା ପ୍ରକଳ୍ପ ପରିଚାଳକ ଭାବେ ଅତିରିକ୍ତ ଦାୟୀତ୍ୱରେ ଥିବା ମିଶନଶକ୍ତିର ଜିଲ୍ଲା ପ୍ରକଳ୍ପ ସଂଯୋଜକ କୈଳାସ ଚନ୍ଦ୍ର ସେନାପତିଙ୍କ ଠାରୁ ଗତକାଲି ଅତିରିକ୍ତ ଦାୟୀତ୍ୱକୁ ପ୍ରତ୍ୟାହାର କରିନିଆଯାଇଥିଲା । ସେହି ଅତିରିକ୍ତ…

ପଟ୍ଟାମୁଣ୍ଡାଇ ସବଡିଭିଜନ ଦାବି ପ୍ରତି ବିପୁଳ ସମର୍ଥନ ; ବିଭିନ୍ନ ମହଲରୁ ପ୍ରତିକ୍ରିୟା

କେନ୍ଦ୍ରାପଡା – ପଟ୍ଟାମୁଣ୍ଡାଇ ରାଜସ୍ୱ ସବଡିଭିଜନ ପ୍ରତିଷ୍ଠା ପାଇଁ ପଟ୍ଟାମୁଣ୍ଡାଇବାସୀଙ୍କ ପକ୍ଷରୁ ଦୀର୍ଘ ୧୮ ବର୍ଷ ହେଲା ଆନ୍ଦୋଳନ, ଧାରଣା, ଅନଶନ ଜାରି ରହି ଆସିଥିବା ବେଳେ ଏବେ ଦଳମତ ନିର୍ବିଶେଷରେ ବିଭିନ୍ନ ମହଲରେ ବିପୁଳ ଜନସମର୍ଥନ ପ୍ରକାଶ ପାଇଛି । ୧୯୯୩…

କ୍ରୀଡା ଶିକ୍ଷୟିତ୍ରୀଙ୍କ ବିରୋଧରେ ପରିଚାଳନା କମିଟିର ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ

କେନ୍ଦ୍ରାପଡ଼ା,୨୫ା୭: କେନ୍ଦ୍ରାପଡ଼ା ବ୍ଲକ ଜମଧର ପଞ୍ଚାୟତରେ ଥିବା ବଡ଼ଗାଁ ଉନ୍ନୀତ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରୁଥିବା କ୍ରୀଡ଼ା ଶିକ୍ଷୟିତ୍ରୀଙ୍କ ମନମାନିି କାର୍ଯ୍ୟକୁ ନେଇ ବିଦ୍ୟାଳୟ ପରିଚାଳନା କମିଟି ମଣ୍ଡଳ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଛି । ଅଭିଯୋଗରେ ଦର୍ଶାଯାଇଛି ସଂପୃକ୍ତ ଶିକ୍ଷୟିତ୍ରୀ ଠିକ…

ବିଧାନସଭାରେ ଅସତ୍ୟ ତଥ୍ୟ ଦେଇ ସରକାର ରାଜ୍ୟବାସୀଙ୍କୁ ବିଭ୍ରାନ୍ତ କରନ୍ତୁ ନାହିଁ: ବିଜେଡି

ଭୁବନେଶ୍ୱର : ବିଧାନସଭାରେ ରାଜ୍ୟର ଜଳସେଚନ ସ୍ଥିତିକୁ ନେଇ ଆଜି ଦିଆଯାଇଥିବା ତଥ୍ୟ ଆଧାରରେ, ମାନ୍ୟବର ଜଳସେଚନ ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ମଧ୍ୟରେ କିଏ ସତ କହୁଛନ୍ତି ବୋଲି…

୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୭ : ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବାର୍ଷିକ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି । ଏଥରର ବଜେଟ୍ ପରିମାଣ…

ଅନାବାଦୀ ଜମିକୁ ବିଲଡ଼ରକୁ ଦେବାକୁ ମସୁଧା: ପୋଲିସର ଦମନଲିଳା ପ୍ରତିବାଦରେ ଜିଲ୍ଲାସ୍ତରୀୟ ପ୍ରତିବାଦ ସଭା ୨୯ରେ , ବିଦ୍ୟାଧର ଦେହୁରୀଙ୍କ ସମେତ ୨୭ ଆଦିବାସୀଙ୍କ ଗିରଫକୁ ନିନ୍ଦା

କେନ୍ଦ୍ରପଡ଼ା- ତା ୨୫/୦୭- ଆଦିବାସୀ ଦଳିତଙ୍କ ଉପରେ ନିର୍ଯ୍ୟାତନା ପ୍ରତିବାଦରେ ସାବିତ୍ରୀ ବାଈଫୁଲେ ସେବା ସଂଘ ତରଫରୁ କେନ୍ଦ୍ରାପଡା ସହରର ତିନିମୂହାଣୀ ଠାରେ ଜିଲ୍ଲାସ୍ତରୀୟ ସମାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଆସନ୍ତା ୨୯ ତାରିଖରେ କେନ୍ଦ୍ରାପଡ଼ାଠାରେ ସମସ୍ତ ସଂଗଠନକୁ ନେଇ…

ଡବଲ ଇଂଜିନ ସରକାର ଡବଲ ନିରାଶ କରିଛି; ମୋହନଙ୍କ ବଜେଟ୍‌‌ ନେଇ ଖୁସି ଖବର ନାହିଁ: ନବୀନ

  ଭୁବନେଶ୍ୱର,୨୫/୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି । । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ରାଜ୍ୟ ବଜେଟକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ…

ଅଟୋ-ବାଇକ୍ ଧକ୍କା: ଜଣେ ମୃତ ଓ ଜଣେ ଗୁରୁତର

କେନ୍ଦ୍ରାପଡା ୨୪/୭- କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଚାଂୟତ ଜରିମୂଳ ବଜାରରୁ ପଶ୍ଚିମଭେଡା ଗ୍ରାମର ସୁନାକର ମଳିକଙ୍କ ପୁଅ ସାଗର ମଳିକ(୨୨) ସେହି ଗ୍ରାମର ରଂଜନ ମଳିକଙ୍କ ପୁଅ ମନୋଜ ମଳିକ(୨୪) ଙ୍କୁ ସାଙ୍ଗରେ ନେଇ ନିଜ ବାଇକ ଯୋଗେ…

ସରକାରୀ ଜାଗା ସହ ଡ୍ରେନ୍ ଜବରଦଖଲ

ପଟ୍ଟାମୁଣ୍ଡାଇ ୨୩/୭ – କେନ୍ଦ୍ରାପଡା ଜିଲ୍ଲା ପ୍ରମୁଖ ବ୍ୟବସାୟିକ କେନ୍ଦ୍ରସ୍ଥଳ ଭାବେ ପଟ୍ଟାମୁଣ୍ଡାଇ ସହର ପରିଚିତ ହୋଇଥିବା ବେଳେ ଦିର୍ଘ ୩୬ ବର୍ଷହେବ ବିଜ୍ଞାପିତ ଓ ପୌରପରିଷଦ ଅଂଚଳ ମନ୍ୟତା ମିଳିଛି । ଏଠାରେ ପ୍ରମୁଖ ସମସ୍ୟା ମଧ୍ୟରେ ଅନ୍ୟତମ ହେଉଛି…

ଅସ୍ମିତା-ବିଚାର

କେନ୍ଦ୍ରାପଡ଼ା, ୨୪ା୭: ମୁଁ ଜାଣିଛି ଏହାକୁ କେହି ପଢ଼ିବେ ନାହିଁ କିମ୍ବା ପଢ଼ିଲେ ବୁଝିଲେ ସୁଦ୍ଧା କିଛି କରିପାରିବେ ନାହିଁ । କାରଣ ସେମାନଙ୍କର ସତ୍‌ସାହସ ନାହିଁ । ବର୍ତ୍ତମାନ ଓଡ଼ିଶାରେ ଅସ୍ମିତା ଏକ ସଙ୍କ୍ରାମକ ବ୍ୟାଧି ରୂପ ଧାରଣ କରିଛି…

କେନ୍ଦ୍ରାପଡା କଲେଜ ଏସି ଚୋରି ମାମଲାର ତଦନ୍ତ ଦାୟୀତ୍ୱ ନେଲେ ଇନିସପେକ୍ଟର

କେନ୍ଦ୍ରାପଡ଼ା, ୨୪ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଲୟରୁ ଏସି ଚୋରି ମାମଲାର ତଦନ୍ତ ଦାୟୀତ୍ୱ ନେଇଛନ୍ତି ପୋଲିସ ଇନିସପେକ୍ଟର ପୂର୍ଣ୍ଣଚନ୍ଦ୍ର ପଟ୍ଟାୟତ । ଘଟଣାରୁ ପ୍ରକାଶ ଯେ ଏସି ଚୋରି ମାମଲାର ନିରପେକ୍ଷ ତଦନ୍ତ କରାଯିବା, ପୋଲିସ ଛାଡିଦେଇଥିବା ଚୋରି ଘଟଣାର…

ଦରଦାମ ବୃଦ୍ଧି ନିୟନ୍ତ୍ରଣ ଓ ମାଦକଦ୍ରବ୍ୟ ନିଷିଦ୍ଧ ଦାବିରେ ବିଧାନସଭା ସମ୍ମୁଖରେ ଏସୟୁସିଆଇ(କମ୍ୟୁନିଷ୍ଟ)ର ଗଣବିକ୍ଷୋଭ

କେନ୍ଦ୍ରାପଡ଼ା, ୨୪ା୭: ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଓଡିଶା ରାଜ୍ୟ କମିଟି ପକ୍ଷରୁ ଆଜି ରାଜ୍ୟରେ ନୂତନ ସରକାରଙ୍କ ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭରେ ସାଧାରଣ ମଣିଷର ଜୀବନ ଜୀବିକାର କେତେକ ମୌଳିକ ଦାବି ପୁରଣ ତଥା ଜ୍ୱଳନ୍ତ ସମସ୍ୟା ସମାଧାନ ଦାବିରେ ରାଜ୍ୟ ବିଧାନସଭା…

କିଡ଼ନୀ ବ୍ୟାଧିଗ୍ରସ୍ତ କବି ମନୋଜଙ୍କୁ ସହାୟତାର ହାତ ବଢ଼ାଇଲା କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ

କେନ୍ଦ୍ରାପଡା, ୨୪/୭: କେନ୍ଦ୍ରାପଡ଼ା ସହର ଉପକଣ୍ଠ ଆଳିଜଙ୍ଗା ଗ୍ରାମର କିଡ଼ନୀ ବ୍ୟାଧିଗ୍ରସ୍ତ କବି ମନୋଜ ଦାସଙ୍କୁ ସହାୟତାର ହାତ ବଢ଼ାଇଛି କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜେର୍ସ(କେମ) ସଂଗଠନ । କାବ୍ୟ ସାହିତ୍ୟରେ ବିଭିନ୍ନ ଅନୁଷ୍ଠାନରୁ ପୁରସ୍କୃତ ଶ୍ରୀ ଦାସ ଗତ କିଛିମାସ ଧରି…

ସହର ଜଳଖିଆ ଦୋକାନ ଉପରେ ସ୍ୱାସ୍ଥ୍ୟ ବିଭାଗର ଚଢାଉ: ଖାଦ୍ୟର ମାନ ଯାଂଚ କଲେ ଅଧିକାରୀ

ପଟ୍ଟାମୁଣ୍ଡାଇ ୨୫/୭ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହରର ବିଭିନ୍ନ ବଜାରରେ ଥିବା ଜଳଖିଆ ଦୋକାନ ଉପରେ ବୁଧବାର ସ୍ୱାସ୍ଥ୍ୟ ବିଭାଗର ଅଧିକାରୀଙ୍କ ପକ୍ଷରୁ ଚଢାଉ କରାଯାଇ ଖାଦ୍ୟର ମାନ ଯାଂଚ କରାଯାଇଛି । କିଲା ସ୍ୱାସ୍ଥ୍ୟ ସମିତି ନିର୍ଦ୍ଦେଶକ୍ରମେ ଖାଦ୍ୟ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ : ନିର୍ମାଣର ୨ ମାସ ପୂରିନି ରାସ୍ତା ଫାଟି ଆଁ

ପଟ୍ଟାମୁଣ୍ଡାଇ ୨୪/୭ ସରକାର ଗ୍ରାଂଚଳର ଲୋକଙ୍କ ଗମନାଗମନ କ୍ଷେତ୍ରରେ ଉନ୍ନତି ଆଣିବା ନିମନ୍ତେ ପ୍ରତ୍ୟେକ ବର୍ଷ ପଂଚାୟତ ସମିତି ଅଧିନରେ ବିପୁଳ ଟଙ୍କା ଖର୍ଚ୍ଚ କରି ରାସ୍ତା ନିର୍ମାଣ ଉପରେ ସରକାର ଗୁରୁତ୍ୱାରୋପ କରିଛନ୍ତି । ହେଲେ କେତେଜଣ ଅସାଧୁ କର୍ମଚାରୀ,…

ବଜେଟ୍‌କୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ , କେନ୍ଦ୍ର ବଜେଟରେ ଓଡ଼ିଶା ପାଇଁ କିଛି ନାହିଁ । ଭାଜପା ନିଜ ଇସ୍ତାହାରରେ ଅନେକ ପ୍ରତିଶ୍ରୁତି ଦେଇଥିଲା –

ଭୁବନେଶ୍ୱର,୨୩ ।୭: କେନ୍ଦ୍ର ସରକାର ୨୦୨୪-୨୫ ଆର୍ôଥକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟକୁ ନେଇ ବିଭିନ୍ନ ମହଲରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସୁଥିବା ବେଳେ ପ୍ରଥମଥର ପାଇଁ କେନ୍ଦ୍ରର ଭାଜପା ସରକାରକୁ ଟାର୍ଗେଟ କରିଛନ୍ତି ଓଡିଶାର ପୂର୍ବତନ…

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ-୨୦୨୪ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୩ା୭: ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ୨୦୨୪ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକର ଆଲୋଚନା ପରେ ସ୍ଥିର ହେଲା ଯେ, ସ୍ୱାଧୀନତା ଦିବସ…