ଭୁବନେଶ୍ୱର,୨୩/୭- ମୋଦି ସରକାର ତୃତୀୟ ପାଳି ପୂର୍ଣ୍ଣାଙ୍ଗ ବଜେଟ୍ର ସିଂହ ଭାଗ ବିହାର ଓ ଆନ୍ଧ୍ର ପ୍ରଦେଶକୁ ଓଜାଡି ଦେଇଛନ୍ତି । ଏହି ଦୁଇ ରାଜ୍ୟରେ ସ୍ୱତନ୍ତ୍ର ପ୍ୟାକେଜ ସହ ଏକାଧିକ ବିକାଶ କାର୍ଯ୍ୟ ନେଇ ଘୋଷଣା କରାଯାଇଛି । ଯାହାକୁ…
Month: July 2024
ଶ୍ୟାମସୁନ୍ଦରପୁର ଶାରଳା ବିହାର ରାସ୍ତା ନିର୍ମାଣ ପାଇଁ ଜିଲ୍ଲାପାଳଙ୍କୁ ଦାବି
କେନ୍ଦ୍ରାପଡ଼ା, ୨୩ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ସ୍ଥିତ ଶାରଳାବିହାରର ଆଭ୍ୟନ୍ତରୀଣ ରାସ୍ତା ନିର୍ମାଣ କରାଯିବା ସହ ପାନୀୟ ଜଳ ଯୋଗାଣ କରାଯିବା ନିମନ୍ତେ ଜିଲ୍ଲାପାଳଙ୍କ ନିକଟରେ ଦାବି କରାଯାଇଛି । ଶାରଳାବିହାରର ଆଭ୍ୟନ୍ତରୀଣ ରାସ୍ତାଟି ଖାଲଖମାରେ ଭର୍ତ୍ତି ହୋଇଯାଇଯାଇଥିବା ବେଳେ…
ରେଡିଓ ଭାବଗ୍ରାହୀରେ ଜାତୀୟ ପ୍ରସାରଣ ଦିବସ
କେନ୍ଦ୍ରାପଡା ୨୩/୭- ଅପରାହ୍ନରେ କେନ୍ଦ୍ରାପଡା ଜିଲ୍ଲାର ଏକମାତ୍ର ଗୋଷ୍ଠୀ ବେତାର କେନ୍ଦ୍ର ବାରୁଅ ସ୍ଥିତ ରେଡିଓ ଭାବଗ୍ରାହୀର ଷ୍ଟୁଡିଓ ସରୋଜିନୀ ପରିସରରେ ଜାତୀୟ ପ୍ରସାରଣ ଦିବସ ପାଳିତ ହୋଇଯାଇଛି । ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀର ପ୍ରତିଷ୍ଠାତା ସଂଗୀତଜ୍ଞ…
ପୁନର୍ବାସ ଦ୍ୱାରା ପୁସ୍ତକ ପାଠକାର୍ପଣ, ୱେବ୍ ସାଇଟ୍ ଉନ୍ମୋଚନ ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଟିତ
କେନ୍ଦ୍ରାପଡ଼ା,୨୨/୭- ପୁନର୍ବାସ ସ୍ୱେଚ୍ଛାସେବୀ ସଂଗଠନ ଦି ଡେଷ୍ଟି ନେସନ୍ ପରିସରରେ ବିଶିଷ୍ଟ କଥାକାର ଡ. ବିରଜା ରାଉତରାୟଙ୍କ ପରିବର୍ଦ୍ଧିତ ପୁସ୍ତକ, ଭିନ୍ନକ୍ଷମ ପୂର୍ଣ୍ଣ ଥଇଥାନ ଅଧିନିୟମ. ୨୦୧୬ (ସଂକ୍ଷିପ୍ତ ସାର)କୁ ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ବ୍ରତତୀ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ…
ଜମାକାରୀଙ୍କ ଟଙ୍କା ହଡ଼ପ କରି ପୋଷ୍ଟ ମାଷ୍ଟର ଫେରାର
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରମାଂଚଳ ଥାନା ଅନ୍ତର୍ଗତ ସଂସାରଫଳ ପୋଷ୍ଟ ଅଫିସରୁ ପୋଷ୍ଟ ମାଷ୍ଟର ଲକ୍ଷ ଲକ୍ଷ ଟଙ୍କା ହଡ଼ପ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି । ଏନେଇ ଜମାକାରୀ ତାତିବା ସହିତ ଡ଼ାକଘର ତାଲା ପକାଇଛନ୍ତି । ଜମାକାରୀଙ୍କ ଅଭିଯୋଗ…
ମାହାରାକୂଳ – ମାର୍ଶାଘାଇ କେନାଲ ବନ୍ଧ ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗ
କେନ୍ଦ୍ରାପଡ଼ା, ୨୨ା୭: କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ କେନାଲ ବନ୍ଧ ରାସ୍ତାର ଦୁଧିଆ ଠାରୁ କଳପଡା ପର୍ଯ୍ୟନ୍ତ ରାସ୍ତାର ନିର୍ମାଣ ନିମନ୍ତେ ଜଳସେଚନ ବିଭାଗ ପକ୍ଷରୁ ୨୦ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳରେ ଏକ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି । ସେହି ପ୍ରକଳ୍ପରେ…
ଗୁରୁ ପୂର୍ଣ୍ଣିମାରେ ଧର୍ମଶାଳା ସରୋଜିନୀଙ୍କ ଜୟନ୍ତୀ ପାଳିତ
କେନ୍ଦ୍ରାପଡା, ୨୨ା୭: ଆଷାଢ ପୂର୍ଣିମାରେ କୃଷ୍ଣ-ଦ୍ୱେପାୟନ ଭଗବାନ ଶ୍ରୀବ୍ୟାସଦେବ ଜନ୍ମଲାଭ କରିଥିବାରୁ ଏହାକୁ ବ୍ୟାସ ପୂର୍ଣ୍ଣିମା ବା ଗୁରୁ ପୂର୍ଣ୍ଣିମା ଭାବରେ ଅଭିହିତ କରାଯାଏ । ସର୍ବଭାରତୀୟ ସାଂସ୍କୃତିକ ପରମ୍ପରା ଅନୁସାରେ ଏହିଦିନ ବିଭିନ୍ନ ମଠ, ମନ୍ଦିର, ଗୁରୁଧାମ ଏବଂ ଆଧ୍ୟାତ୍ମିକ…
୧୫ନମ୍ବର ଶାଖା କେନାଲ ସଫେଇ ଓ ଗାର୍ଡୱାଲ ନିର୍ମାଣରେ ଅନିୟମିତତା ଅଭିଯୋଗ
କେନ୍ଦ୍ରାପଡ଼ା, ୨୨ା୭: କେନ୍ଦ୍ରାପଡା-ବସପୁର ପୂର୍ତ୍ତ ବିଭାଗ ରାସ୍ତାର ମାହାରାକୂଳ ନିକଟରୁ ବାମପାଶ୍ୱର୍ରେ ମାର୍ଶାଘାଇ ଯାଇଥିବା ୧୫ ନମ୍ବର ଶାଖା କେନାଲର ସଫେଇ ଓ ଗାର୍ଡୱାଲ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏହି କାର୍ଯ୍ୟ ନିମନ୍ତେ ୧୦ଲକ୍ଷ ଟଙ୍କାର ବ୍ୟୟ ଅଟ୍ଟକଳ…
ଶିବାନନ୍ଦ ଆଶ୍ରମରେ ଗୁରୁ ପୂର୍ଣ୍ଣିମା
କେନ୍ଦ୍ରାପଡ଼ା, ୨୧ା୭: କେନ୍ଦ୍ରାପଡା ଦିବ୍ୟ ଜୀବନ ସଂଘ ଶାଖା ଆନୁକୂଲ୍ୟରେ ଗରାପୁର ସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଗୁରୁପୂର୍ଣ୍ଣିମା ମହୋତ୍ସବ ଓ ଗୁରୁପାଦ ପୂଜା ପର୍ବ ମହା ସମାରୋହରେ ପାଳିତ ହୋଇଯାଇଛି । ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟ ସ୍ୱରୂପାନନ୍ଦ…
କବିତା ପୁସ୍ତକ “ଦାଦନର ପାଦ’ ଉନ୍ମୋଚିତ
କେନ୍ଦ୍ରାପଡା, ୨୦/୭: କବି ତଥା କଥାକାର ମାତୃଦତ୍ତ ମହାନ୍ତିଙ୍କ କବିତା ପୁସ୍ତକ “ଦାଦନର ପାଦ’ ତୁଳସୀକ୍ଷେତ୍ରର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ଅରୁଣସ୍ତମ୍ଭ ସମ୍ମୁଖରେ ଉନ୍ମୋଚିତ ହୋଇଯାଇଛି । ଏହି ଉନ୍ମୋଚନ କାର୍ଯ୍ୟକ୍ରମରେ କବି ତଥା ଅନୁବାଦିକା ନବଜ୍ୟୋତି ରାୟ,…
କଲେଜ ପରିଚାଳନା ପରିଷଦ ବୈଠକକୁ ବିରୋଧ
ପଟ୍ଟାମୁଣ୍ଡାଇ ୨୦/୭ -ପଟ୍ଟାମୁଣ୍ଡାଇ କଲେଜ ପରିଚାଳନା ପରିଷଦ ବୈଠକ ଶନିବାର ଅନୁଷ୍ଟିତ ହୋଇଥିବା ବେଳେ ଖବର ପାଇ ପଟ୍ଟାମୁଣ୍ଡାଇ ନଗର ଭାଜପା ପ୍ରତିନିଧି ଦଳ ସେଠାରେ ପହଁଚି ଉକ୍ତ ବୈଠକୁ ବନ୍ଦ କରିଦେଇଥିବା ସୁଚନା ମିଳିଛି । ସୁଚନା ଅନୁଯାଇ ପଟ୍ଟାମୁଣ୍ଡାଇ…
ଭଲ ଫସଲ ଅମଳ ପାଇଁ ଆଶା ବାନ୍ଧିଛି ଚାଷୀ , ବିଳମ୍ବିତ ବର୍ଷା ଯୋଗୁଁ ପଛେଇଛି ଚାଷ କାର୍ଯ୍ୟ
ପଟ୍ଟାମୁଣ୍ଡାଇ -ଚଳିତ ବର୍ଷ ବିଳମ୍ବିତ ବର୍ଷା ଯୋଗୁ ପଟ୍ଟାମୁଣ୍ଡାଇ ଅଂଚଳରେ ଚାଷ କାର୍ଯ୍ୟ ପଛେଇ ଯାଇଛି । ବର୍ତର୍ମାନ ଯେଉଁଠି ରୁଆ ବେଉଷଣ ହେବା କଥା ସେଠି ଧାନ ବୁଣାବୁଣି ଓ ତଳି ପକା କାର୍ଯ୍ୟ ଚାଲିଛି । ଏପରି କି…
କେନ୍ଦ୍ରାପଡା କଲେଜ ଚୋରି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ହେଉ
କେନ୍ଦ୍ରାପଡା, ୨୦ା୭: ଗତ ଜୁଲାଇ ୧୮ ଗୁରୁବାର ସନ୍ଧ୍ୟାରେ କେନ୍ଦ୍ରାପଡା ସ୍ୱଂୟଶାସିତ ମହାବିଦ୍ୟାଳୟ ପରିଦର୍ଶନ କରି ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଅଧ୍ୟକ୍ଷ ଡ. ଅଭିଜିତ ଜେନାଙ୍କ ସହ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଆଲୋଚନା କରିଥିଲେ । ଦୀର୍ଘ ୨ଘଣ୍ଟା…
ଭିନ୍ନକ୍ଷମଙ୍କୁ ସଠିକ ସମୟରେ ଭତ୍ତା ମିଳୁନଥିବା ଅଭିଯୋଗ
କେନ୍ଦ୍ରାପଡ଼ା, ୨୦ା୭: କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଆଇତିପୁର ଗ୍ରାମର ତପସ୍ୱିନୀ ସାମନ୍ତରାୟଙ୍କ ଝିଅ ଦିପ୍ତିମୟୀ ସାମନ୍ତରାୟ ଜନ୍ମରୁ ୮ବର୍ଷ ଧରି ଏକ ଅଜଣା ରୋଗରେ ପିଡିତ ହୋଇ ବିଛଣାରେ ପଡିରହିଛନ୍ତି । ଏସମ୍ପର୍କରେ ବାରମ୍ବାର ଜିଲ୍ଲା ପ୍ରଶାସନର ଦୃଷ୍ଟି…
ରାସ୍ତା ନିର୍ମାଣରେ ଅନିୟମିତତା ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଅଭିଯୋଗ କଲେ ଗ୍ରାମବାସୀ
କେନ୍ଦ୍ରାପଡା -ଗମନାଗମନର ସୁବିଧା ପାଇଁ ସରକାର ରାସ୍ତାଗୁଡିକୁ ପ୍ରଶସ୍ତୀକରଣ ଓ ଦୋହରାକରଣ କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି । ମାତ୍ର ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଅଧିକାରୀଙ୍କୁ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ…
କେନ୍ଦ୍ରାପଡା ଜିଲ୍ଲା ଯାତ୍ରା କମିଟି ସଂଘ କାର୍ଯ୍ୟକାରୀ ବୈଠକ
କେନ୍ଦ୍ରାପଡା -୧୯ ।୭: ଓଡିଶାର କଳା ସଂସ୍କୃତିର ଅନ୍ୟତମ ଜିଲ୍ଲା କେନ୍ଦ୍ରାପଡାରେ କଳା ସଂସ୍କୃତିକୁ ଉଦଜୀବିତ ରଖିବା, ଯାତ୍ରା କମିଟିମାନଙ୍କୁ ସୁରକ୍ଷା ଦେବା ଓ ଜିଲ୍ଲାର କଳାକାରମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ସ୍ୱତନ୍ତ୍ର ପଦକ୍ଷେପ ନେବାକୁ କେନ୍ଦ୍ରାପଡା ଜିଲ୍ଲା ଯାତ୍ରା କମିଟି…
ନବୀନଙ୍କ ସ୍ୱତନ୍ତ୍ର ରଣନୀତି, ରାଜ୍ୟ ସଭାରେ ଘେରିବ ବିଜେଡି
ଭୁବନେଶ୍ୱର,୧୯/୭: ନବୀନ ନିବାସରେ ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସଂଧ୍ୟାରେ ସଂସଦୀୟ ଦଳ ବୈଠକ ବସିଛି । ବୈଠକରେ ୯ ରାଜ୍ୟସଭା ଏମପିମାନେ ଉପସ୍ଥିତ ଥିଲେ । ଆସନ୍ତା ୨୨ରୁ ସଂସଦରେ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଆରମ୍ଭ ହେବାକୁ…
ପଦ୍ମଶ୍ରୀ ବାଣୀକଣ୍ଠ ନିମାଇଁ ହରିଚନ୍ଦନଙ୍କ ୪୧ତମ ପୂଣ୍ୟତିଥି ପାଳିତ / ଗୋକୁଳ ଚନ୍ଦ୍ର ସଂଗୀତ ପକ୍ଷରୁ ଚଳିତ ବର୍ଷ ଠାରୁ ରାଜ୍ୟସ୍ତରୀୟ , ବାଣୀକଣ୍ଠ ପ୍ରତିଭା ସମ୍ମାନ ପ୍ରଦାନ ପାଇଁ ପ୍ରସ୍ତାବ ଗୃହୀତ
କେନ୍ଦ୍ରାପଡ଼ା,୧୯/୭: ପଦ୍ମଶ୍ରୀ ବାଣୀକଣ୍ଠ ନିମାଇଁ ଚରଣ ହରିଚନ୍ଦନ ଥିଲେ ଭକ୍ତ କଣ୍ଠଶିଳ୍ପୀ । ମହାପ୍ରଭୁ ଶ୍ରୀଜଗନ୍ନାଥ ନିକଟରେ ନିଜକୁ ସମର୍ପିତ କରିଦେଇଥିଲେ । ସେଥିପାଇଁ ତାଙ୍କୁ ଚାମର ସେବାର ଅଧିକାର ମିଳିଥିଲା । ତାଙ୍କ ଇଚ୍ଛାନୁସାରେ ମହାପ୍ରଭୁ ତାଙ୍କୁ ବାହୁଡ଼ା ଦଶମୀରେ…
ଜାତୀୟ ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ ନିମନ୍ତେ ଜିଲ୍ଲାସ୍ତରୀୟ ବୈଷୟିକ ଟାକ୍ସଫୋର୍ସ ବୈଠକ
କେନ୍ଦ୍ରାପଡା, ୧୯/୭: କେନ୍ଦ୍ରାପଡା ଜିଲ୍ଲାକୁ ଡେଙ୍ଗୁ ଓ ମ୍ୟାଲେରିଆ ରୋଗମୁକ୍ତ କରିବା ଆମର ଲକ୍ଷ୍ୟ ବୋଲି ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ମତବ୍ୟକ୍ତ କରିଛନ୍ତି । ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦ୍ଭାବନା ସଭାଗୃହରେ ଜାତୀୟ ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ…
ସ୍ୱଚ୍ଛ ଭାରତ ଅଭିଯାନରେ ସାମିଲ ସ୍ୱଚ୍ଛ ସାଥୀଙ୍କ ଦରମା ବୃଦ୍ଧି ପାଇଁ ଦାବୀପତ୍ର
ପଟ୍ଟାମୁଣ୍ଡାଇ ତା ୧୯/୯-ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଂଚଳରେ ସ୍ୱଚ୍ଛଭାରତ ଅଭିଯାନକୁ ସଫଳ କରିବା ସହିତ ପୌର ପରିଷଦକୁ ସ୍ଵଛ ନିର୍ମଳ ଓ ସରସ ସୁନ୍ଦର କରି ଗଢି ତୋଳିବା ପୌର ପରିଷଦ ପକ୍ଷରୁ ସ୍ୱଚ୍ଛ ସାଥୀ ଓ ସ୍ୱଚ୍ଛ ସୁପରଭାଇଜର ନିଯୁକ୍ତି…
ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୧୪୦ତମ ଜୟନ୍ତୀରେ ବିଶିଷ୍ଠ ବ୍ୟକ୍ତିଙ୍କ ମନ୍ତବ୍ୟ
ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଗଲେ ଆନନ୍ଦ ଜେନାଙ୍କୁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ କେନ୍ଦ୍ରାପଡ଼ା,୧୮ା୭: ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୧୪୦ତମ ଜୟନ୍ତୀ ପାଳନ ଅବସରରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ…
ବାହୁଡା ଯାତ୍ରାରେ ଭଜନ ଓ ନୃତ୍ୟ ସମାରୋହ
କେନ୍ଦ୍ରାପଡା, ୧୮/୭: ତୁଳସୀ କ୍ଷେତ୍ରାଧିଶ ଶ୍ରୀ ସିଦ୍ଧବଳବେଜୀଉଙ୍କ ପବିତ୍ର ବାହୁଡା ଯାତ୍ରା ସନ୍ଧ୍ୟାରେ ମନ୍ଦିର ସନ୍ନିକଟ ଦୋଳ ମଣ୍ଡପରେ ବାରୋସ୍ଥିତ ଜିଲ୍ଲାର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀ ଆନୁକୂଲ୍ୟରେ ଓଡିଶା ସରକାରଙ୍କ ସଂସ୍କୃତି…
ବାହୁଡା ଯାତ୍ରାରେ ଜଳଛତ୍ର ଓ ଅନ୍ନପ୍ରସାଦ ବିତରଣ ଉତ୍ସବ
କେନ୍ଦ୍ରାପଡ଼ା, ୧୮ା୭: କେନ୍ଦ୍ରାପଡା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଂଘ ତରଫରୁ କେନ୍ଦ୍ରାପଡା ଜିଲ୍ଲାର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କର ପବିତ୍ର ବାହୁଡା ଯାତ୍ରା ଉପଲକ୍ଷେ ଇଚ୍ଛାପୁରସ୍ଥିତ ବଡଦାଣ୍ଡରେ ଦୁଇଦିନ ଧରି ଜଳଛତ୍ର ଓ ଅନ୍ନପ୍ରସାଦ ବିତରଣ ଅନୁଷ୍ଠିତ ହୋଇଯାଇଛି…
ପଟ୍ଟାମୁଣ୍ଡାଇ ପୌର ପରିଷଦ ବୈଠକ , ସମସ୍ତ ସରକାରୀ ଯୋଜନା ସଫଳ ରୂପାୟନ ଓ ମୌଳିକ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ
ପଟ୍ଟାମୁଣ୍ଡାଇ ୧୮/୭ – ପଟ୍ଟାମୁଣ୍ଡାଇ ପୌର ପରିଷଦ ବୈଠକ ପୌରାଧକ୍ଷ ହେମନ୍ତ ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ସମସ୍ତ ସରକାରୀ ଯୋଜନାର ସଫଳ ରୂପାୟନ ସହ ସମସ୍ତ ମୌଳିକ…










