ଦିଲ୍ଲୀରେ ରଥଯାତ୍ରା ଅବସରରେ ସାଂସ୍କୁତିକ କାର୍ଯ୍ୟକ୍ରମ, ଓଡିଶୀ ନୃତ୍ୟରେ ପଟ୍ଟାମୁଣ୍ଡାଇ ଝିଅକୁ ସମ୍ନାନିତ

ପଟ୍ଟାମୁଣ୍ଡାଇ୧୮/୭ – ନୂଆଦିଲ୍ଲୀର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଉତ୍ସବ ପାଳନ ଅବସରରେ ୯ ଦିନ ଧରି ସାଂସ୍କୁତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ସୁନାମଧନ୍ୟ କଳାକାର ମାନେ ଯୋଗବ ଦେଇ ବିଭିନ୍ନ ସାଂସ୍କୁତିକ କାର୍ଯ୍ୟକ୍ରମ ପରିବେଷଣ କରିଥିବା ବେଳେ ପଟ୍ଟାମୁଣ୍ଡାଇ…

ପଟ୍ଟାମୁଣ୍ଡାଇ ପଂଚାୟତ ସମିତି ବୈଠକ : ପାନୀୟଜଳ,ଯୋଗାଣ, ଶିକ୍ଷା,ସ୍ୱାସ୍ଥ୍ୟ ଓ ଶିଶୁ ବିକାଶ ଉପରେ ଗୁରୁତ୍ୱ

ପଟ୍ଟାମୁଣ୍ଡାଇ ୧୮/୯ ପଟ୍ଟାମୁଣ୍ଡାଇ ପଂଚାୟତ ସମିତିର ୩ୟ ଅଧିବେଶନ ବ୍ଲକ ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ପୌରହିତ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜନଗର ବିଧାୟକ ଧ୍ରୁବ ସାହୁ ଯୋଗ ଦେଇ ପାନୀୟଜଳ, ଶିକ୍ଷା, ସ୍ୱାସ୍ଥ୍ୟ, ଯୋଗାଣ,ପରିମଳ ଓ…

ବେଆଇନ ପାଥୋଲାବକୁ ସିଲ୍ କଲା ପ୍ରଶାସନ

ପଟ୍ଟାମୁଣ୍ଡାଇ ୧୮/୭ – ପଟ୍ଟାମୁଣ୍ଡାଇରେ ଚାଲିଥିବା ଏକ ବେଆଇନ ପାଥୋଲାବକୁ ଆଜି ସିଲ୍ କରିଛି ପ୍ରଶାସନ । ପଟ୍ଟାମୁଣ୍ଡାଇ କେନାଲ ମୁଖ୍ୟ ରାସ୍ତା ଖୋଲିଥିବା ପାଥୋ ଲ୍ୟାବ ବିନା ଲାଇସେନ୍ସରେ ଚାଲିଥିବା ନେଇ ଜିଲ୍ଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା ।…

ଜବରଦଖଲରେ ଗାଁ ରାସ୍ତା, ପ୍ରତିକାର ପାଇଁ ତହସିଲଦାରଙ୍କୁ ନିବେଦନ

ପଟ୍ଟାମୁଣ୍ଡାଇ ୧୮/୭ -ଜବରଦଖଲ ଯୋଗୁଁ ଗାଁ ଗଳି ରାସ୍ତା ଏବେ ସଂକିର୍ଣ୍ଣ ହୋଇଯାଇଛି । ଫଳର ଲୋକେ ରାସ୍ତା ଦେଇ ଯାତାୟତ କରିବାରେ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଯାନବାହାନ ଗାଁ ଭିତରକୁ ଯିବାରେ ସମସ୍ୟା ସୃଷ୍ଟି ହେଉଛି ।କୌଣସି ଆପାତକାଳୀନ…

ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ବିରକ୍ତି ପ୍ରକାଶ କଲେ ସାଂସଦ ପ୍ରତିନିଧି

ପଟ୍ଟାମୁଣ୍ଡାଇ ୧୮/୯ – ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଗୁରୁବାର ୩ୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ସଭାପତିତ୍ୱ କରିଥିଲେ। ବୈଠକରେ କେନ୍ଦ୍ରାପଡ଼ା ସାଂସଦ ପଟ୍ଟାମୁଣ୍ଡାଇ ବ୍ଲକ ପ୍ରତିନିଧି ଶଶିକାନ୍ତ ସ୍ୱାଇଁ…

ସୁରେଶ ପୂଜାରୀଙ୍କ ବଡ଼ ସୂଚନା, ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ………

ଭୁବନେଶ୍ୱର,: ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲିବ ବୁଲ ଡୋଜର । ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ ।…

ରଥ ଉପରେ ଶ୍ରୀଜିଉଙ୍କ ଅପରୂପ , ସୁନାବେଶରେ ବିଶ୍ୱନିୟନ୍ତା, ବଡ଼ଦାଣ୍ଡ ଜନସମୁଦ୍ର , ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ

ପୁରୀ,୧୭ା୭: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ସୋମବାର ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର…

ଶ୍ରୀ ବଳଦେବଜୀଉଙ୍କୁ ଚୂଡାଘଷା ଭୋଗ ଅର୍ପଣ

କେନ୍ଦ୍ରାପଡା, ୧୭/୭: ପବିତ୍ର ବାହୁଡା ଯାତ୍ରାରେ ବ୍ରହ୍ମତାଳଧ୍ୱଜ ରଥାରୂଢ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କୁ ଜିଲ୍ଲା କୌବର୍ତ୍ତ ସମାଜ ପକ୍ଷରୁ ପାରମ୍ପରିକ ଚୂଡାଘଷା ଭୋଗ ଅର୍ପଣ କରାଯାଇଛି । ଗତ ମଙ୍ଗଳବାର ଅପରାହ୍ନରେ ବଳଦେବଜୀଉଙ୍କ ରଥଦାଣ୍ଡରେ କୈବର୍ତ୍ତ ସାହି କମାରଖଣ୍ଡି ଛକରେ ରଥ…

ପତିତପାବନଜୀଉଙ୍କ ସୁନାବେଶ ଦେଖିବାକୁ ଭକ୍ତଙ୍କ ସମାବେଶ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୋଖରୀଆପଡା ସ୍ଥିତ ପତିତପାବନଜୀଉଙ୍କ ରଥଯାତ୍ରାର ବାହୁଡ଼ା ପର୍ବ ସୋମବାର ଶେଷ ହୋଇଥିବା ବେଳେ ବୁଧବାର ବଡ଼ ଏକାଦଶୀ ତିଥିରେ ଚତୁର୍ଦ୍ଧାମୂର୍ତି ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି । ସଂନ୍ଧ୍ୟାଧୂପ ପରେ ସ୍ୱତନ୍ତ୍ର ନୀତି ନିର୍ଘଂଟରେ ବଡ଼ଠାକୁର ବଳଭଦ୍ର,…

ବିଦ୍ୟୁତ ଖୁଣ୍ଟ ଉପରକୁ ଚଢ଼ିଗଲା କୁମ୍ଭୀର

କେନ୍ଦ୍ରାପଡ଼ା,୧୬।୭- ବିଦ୍ୟୁତ ଖୁଣ୍ଟ ଉପରକୁ ଚଢ଼ିଗଲା କୁମ୍ଭୀର। ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରଭାହିତ ପାଟଶାଳ ନଦୀରୁ କୁମ୍ଭୀର ଛୁଆ ଉଠିଆସି ବିଦ୍ୟୁତ ଖୁଣ୍ଟ ଉପରେ ଚଢିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏବେ କୁମ୍ଭୀର ପ୍ରଜନନ ଋତୁ…

ଆଷାଢ଼ରେ ଚାଷଜମି ଶୁଖିଲା: ଗଜାମରୁଡ଼ି ଆଶଙ୍କା

ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ଯୋଗୁ ଏବେ ଖରିଫ ଧାନ ଚାଷ ପ୍ରଭାବିତ ହେବାକୁ ବସିଛି । ପଟ୍ଟାମୁଣ୍ଡାଇ ଅଂଚଳ୍‌ରେ ଏବେ ଗଜାମରୁଡ଼ି ଆଶଙ୍କା ଦେଖା ଦେଲାଣି । ଚାଷୀମାନେ ଯଥା ସମୟରେ ଚାଷ କାର୍ଯ୍ୟ ଆରମ୍ଭ କରିଥିଲେ । ମାତ୍ର…

ରେସ୍ୱା ସ୍ୱେଛାସେବୀ ସଂଗଠନ ପକ୍ଷରୁ ମୃଦୁ ପାନୀୟ ବଣ୍ଟନ

କେନ୍ଦ୍ରାପଡ଼ା, ୧୬ା୭: କେନ୍ଦ୍ରାପଡା ଏକ ଭାଇଚାରାର ସହର । ଏଠି ସମସ୍ତ ସମ୍ପ୍ରଦାୟର ଲୋକମାନେ ଏକାଠି ହୋଇ ସମସ୍ତ ପର୍ବପର୍ବାଣୀ ପାଳନ କରିଥାନ୍ତି । ଏହାର ଏକ ଝଲକ କେନ୍ଦ୍ରାପଡା ଜିଲ୍ଲା ତଥା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ଘୋଷଯାତ୍ରାରେ…

ପୁରାତନ ଛାତ୍ରମାନେ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ , କଲେଜ ପାଣ୍ଠିରୁ ହଡପ ହୋଇଥିବା କୋଟି କୋଟି ଟଙ୍କାର ଭିଜିଲାନ୍ସ ତଦନ୍ତ ଦାବି

କେନ୍ଦ୍ରାପଡ଼ା, ୧୬ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ରମାନେ ସୋମବାର ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ମହାବିଦ୍ୟାଳୟ ପାଣ୍ଠିରୁ ହଡପ ହୋଇଥିବା କୋଟି କୋଟି ଟଙ୍କାର ଭିଜିଲାନ୍ସ ବିଭାଗ ଦ୍ୱାରା ତଦନ୍ତ କରାଯିବାକୁ ଦାବି କରିଛନ୍ତି…

କାହା ପାଖରେ ଅଛି ରତ୍ନଭଣ୍ଡାର ଚାବି? ବଡ଼ ବୟାନ ଦେଲେ ନିରଞ୍ଜନ

ଭୁବନେଶ୍ୱର,୧୬।୭: ରତ୍ନଭଣ୍ଡାର ଚାବିକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ। ଚାବି କାହା ପାଖରେ ଅଛି ଓ କିଏ ରଖିଛି ଏନେଇ ସେ ବଡ଼ ବୟାନ ଦେଇଛନ୍ତି। ଓଡିଶାରେ ଗଣମାଧ୍ୟମ, ମୁଖ୍ୟମନ୍ତ୍ରୀ, ରାଜ୍ୟ ଆଇନ…

ଓଡିଶା ଆଦର୍ଶ ଯୁବ ସଂଗଠନ ପକ୍ଷରୁ ବୃକ୍ଷରୋପଣ

କେନ୍ଦ୍ରାପଡା, ୧୫/୭: ଓଡିଶା ଆଦର୍ଶ ଯୁବ ସଂଗଠନ ତରଫରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ପଞ୍ଚାୟତର ଗୁଣ୍ଡୁଚି ମଠ ନିକଟରେ ଆଜି ୨୦୦ରୁ ଅଧିକ ବୃକ୍ଷରୋପଣ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଧାୟକ ଗଣେଶ୍ୱର ବେହେରା କାର୍ଯ୍ୟକ୍ରମ…

କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲାପାଳ ପିତାମ୍ବର ସାମଲ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି

କେନ୍ଦ୍ରାପଡା ୧୫/୭ – କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପିତାମ୍ବର ସାମଲଙ୍କୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ କରାଯାଇଛି । ଏହା ପୂର୍ବରୁ…

ଜନ୍ମବେଦି ରୁ ରତ୍ନବେଦିକୁ ବାହୁଡ଼ିଲେ ଚତୁର୍ଦ୍ଧାମୂର୍ତି

ପଟ୍ଟାମୁଣ୍ଡାଇର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡାଯାତ୍ରା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡାଯାତ୍ରା ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ସୋମବାର ସମ୍ପନ୍ନ ହୋଇଛି । ମାଉସୀ ମା’ ମନ୍ଦିରରେ ୯ଦିନ ରହଣିପରେ ପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର,…

ଭଙ୍ଗାଗଲା ଭିତର ରତ୍ନଭଣ୍ଡାର ତାଲ, ସିନ୍ଦୁକ-ଆଲ୍‌ମିରାରେ ରହିଛି ଅଳଙ୍କାର: ମୁଖ୍ୟ ପ୍ରଶାସକ

ପୁରୀ, ୧୪ା୭: ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଦିନ ୧ଟା ୨୮ରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇଛି । ରତ୍ନଭଣ୍ଡାର ଖୋଲିବା ପାଇଁ ଗଠନ କରାଯାଇଥିବା ସ୍ୱତନ୍ତ୍ର ଟିମ୍ ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲିଛନ୍ତି । ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲିବା…

ଗ୍ରୀଲଭାଙ୍ଗି ଲକ୍ଷାଧିକ ଟଙ୍କାରେ ସୁନାଗହଣା ଚୋରି ଅଭିଯୋଗ

କେନ୍ଦ୍ରାପଡ଼ା, ୧୪ା୭: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ଗ୍ରାମର ପ୍ରିୟଦର୍ଶନ ସ୍ୱାଇଁଙ୍କ ଘରୁ ଗତକାଲି ବିଳମ୍ବିତ ରାତିରେ କେହିନଥିବାର ସୁଯୋଗ ନେଇ ଗ୍ରୀଲ ଭାଙ୍ଗି ଘର ଭିତରେ ଚୋର ପସିବା ସହିତ ଆଲମିରା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା କେହି…

କେନ୍ଦ୍ରାପଡା ମହାବିଦ୍ୟାଳୟର ଆଲୁମିନି ବୈଠକ , କଲେଜରୁ ଏସି ଚୋରି ଘଟଣାର ଉପଯୁକ୍ତ ତଦନ୍ତ ପୂର୍ବକ ଦୋଷୀଙ୍କୁ ଦଣ୍ଡିତ ପାଇଁ ତଦନ୍ତକାରୀ ସଂସ୍ଥାକୁ ଦାବି

କେନ୍ଦ୍ରାପଡ଼ା, ୧୪ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଆଲୁମିନି ବୈଠକ ସଭାପତି ପ୍ରାଧ୍ୟାପକ ନନ୍ଦ କିଶୋର ପରିଡାଙ୍କ ଅଧ୍ୟକ୍ଷତାରେ   କଲେଜ ମିନି କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାବିଦ୍ୟାଳୟରୁ ଏସି ଚୋରି ଘଟଣାର ଉପଯୁକ୍ତ ତଦନ୍ତ ପୂର୍ବକ ପ୍ରକୃତ…

କେନ୍ଦ୍ରାପଡା ପୂର୍ବତନ ସୈନିକ ସଂଘର ୨୮ତମ ବାର୍ଷିକ ଅଧିବେଶନ

କେନ୍ଦ୍ରାପଡା, ୧୪/୭: କେନ୍ଦ୍ରାପଡା ଜିଲ୍ଲା ପୂର୍ବତନ ସୈନିକ ସଂଘର ୨୮ତମ ସାଧାରଣ ବାର୍ଷିକ ଅଧିବେଶନ ଗରାପୁରସ୍ଥିତ ଶ୍ରୀଶ୍ରୀ ଶିବାନନ୍ଦ ଆଶ୍ରମରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଧିବେଶନରେ ଅଧ୍ୟକ୍ଷ କ୍ୟାପଟେନ ସୁରେନ୍ଦ୍ର କୁମାର ସାହୁ, ସାଧାରଣ ସମ୍ପାଦକ ସୁବେଦାର ମେଜର ବୀରବର…

ଶିକ୍ଷାଧିନିୟମ କଟକଣା ବାଟବଣା, କୋଚିଂ ସେଂଟରରେ ପାଠ ପଢାଉଛନ୍ତି ସରକାରୀ ଶିକ୍ଷକ /ଅଧ୍ୟାପକ , ଯାଂଚ ହେଉନି କି କାର୍ଯ୍ୟାନୁଷ୍ଠାନ ହେଉନି

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ସରକାରୀ ଶିକ୍ଷକ, ଅଧ୍ୟାପକମାନେ ସରକାରୀ ନିୟମର ଖୋଲା ଉଲ୍ଲଂଘନ କରି ବେସରକାରୀ ଟ୍ୟୁସନ୍ ଓ କୋଚିଂ ସେଂଟରରେ ଶିକ୍ଷାଦାନ କରୁଛନ୍ତି । ଯାହାକୁ ନେଇ ବିଭିନ୍ନ ସ୍ଥାନରେ ଟ୍ୟୁସନ୍‌, ଶତାଧିକ କୋଚିଂ ସେଂଟର ଓ ଟ୍ୟୁଟୋରିଆଲ ଆଦି…

ସ୍ୱଚ୍ଛ ସୁନ୍ଦର ସହର ପ୍ରହସନ, ୪ବର୍ଷ ହେବ ଅଚଳାବସ୍ଥାରେ ଇ-ଟଏଲେଟ୍‌ , ବିନା ପ୍ଲାନରେ ଚାଲିଛି ପୌରପାଳିକା

କେନ୍ଦ୍ରାପଡା ଜିଲାର ବିଣିଜ୍ୟକ ପେଣ୍ଠସ୍ଥଳି ପଟ୍ଟାମୁଣ୍ଡାଇରେ ସ୍ୱଚ୍ଛ ପରିମଳ ବ୍ୟବସ୍ଥା ନେଇ ପୌରପରିଷଦ ପକ୍ଷରୁ ଦୀର୍ଘସୁତ୍ରୀ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି । ସଚେତନତା କ୍ୟାମ୍ପ ଠାରୁ ଆରମ୍ଭ କରି ଘରେ ଘରେ ବର୍ଜ୍ୟବସ୍ତୁ ପରିଚାଳନା ନେଇ ତାଲିମ ମଧ୍ୟ ଦିଆଯାଉଛି ।…

ଜିଲ୍ଲାରେ ମେଡିକାଲ ପ୍ରତିଷ୍ଠା ପାଇଁ କ୍ରିୟାନୁଷ୍ଠାନ କମିଟିର ସାନି ଉଦ୍ୟମ

କେନ୍ଦ୍ରାପଡ଼ା, ୧୩ା୭: ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଦୀର୍ଘ ତିନି ବର୍ଷ ଧରି କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଧାରାବାହିକ ଭାବରେ ଚାଲିଥିବା ଆନ୍ଦୋଳନକୁ ପୂର୍ବତନ ସରକାର ଉପେକ୍ଷା କରି ଚାଲିଥିଲା ବେଳେ ଏବେ ସରକାର ପରିବର୍ତ୍ତନ ହେବା ପରେ ଜିଲ୍ଲାବାସୀଙ୍କର…