ଦିଲ୍ଲୀରେ ରଥଯାତ୍ରା ଅବସରରେ ସାଂସ୍କୁତିକ କାର୍ଯ୍ୟକ୍ରମ, ଓଡିଶୀ ନୃତ୍ୟରେ ପଟ୍ଟାମୁଣ୍ଡାଇ ଝିଅକୁ ସମ୍ନାନିତ

18 July 2024 kanika odisha 0

ପଟ୍ଟାମୁଣ୍ଡାଇ୧୮/୭ – ନୂଆଦିଲ୍ଲୀର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଉତ୍ସବ ପାଳନ ଅବସରରେ ୯ ଦିନ ଧରି ସାଂସ୍କୁତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ସୁନାମଧନ୍ୟ କଳାକାର ମାନେ ଯୋଗବ ଦେଇ ବିଭିନ୍ନ ସାଂସ୍କୁତିକ […]

ପଟ୍ଟାମୁଣ୍ଡାଇ ପଂଚାୟତ ସମିତି ବୈଠକ : ପାନୀୟଜଳ,ଯୋଗାଣ, ଶିକ୍ଷା,ସ୍ୱାସ୍ଥ୍ୟ ଓ ଶିଶୁ ବିକାଶ ଉପରେ ଗୁରୁତ୍ୱ

18 July 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୯ ପଟ୍ଟାମୁଣ୍ଡାଇ ପଂଚାୟତ ସମିତିର ୩ୟ ଅଧିବେଶନ ବ୍ଲକ ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ପୌରହିତ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜନଗର ବିଧାୟକ ଧ୍ରୁବ ସାହୁ ଯୋଗ ଦେଇ […]

ବେଆଇନ ପାଥୋଲାବକୁ ସିଲ୍ କଲା ପ୍ରଶାସନ

18 July 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୭ – ପଟ୍ଟାମୁଣ୍ଡାଇରେ ଚାଲିଥିବା ଏକ ବେଆଇନ ପାଥୋଲାବକୁ ଆଜି ସିଲ୍ କରିଛି ପ୍ରଶାସନ । ପଟ୍ଟାମୁଣ୍ଡାଇ କେନାଲ ମୁଖ୍ୟ ରାସ୍ତା ଖୋଲିଥିବା ପାଥୋ ଲ୍ୟାବ ବିନା ଲାଇସେନ୍ସରେ ଚାଲିଥିବା ନେଇ ଜିଲ୍ଲା […]

ଜବରଦଖଲରେ ଗାଁ ରାସ୍ତା, ପ୍ରତିକାର ପାଇଁ ତହସିଲଦାରଙ୍କୁ ନିବେଦନ

18 July 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୭ -ଜବରଦଖଲ ଯୋଗୁଁ ଗାଁ ଗଳି ରାସ୍ତା ଏବେ ସଂକିର୍ଣ୍ଣ ହୋଇଯାଇଛି । ଫଳର ଲୋକେ ରାସ୍ତା ଦେଇ ଯାତାୟତ କରିବାରେ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଯାନବାହାନ ଗାଁ ଭିତରକୁ ଯିବାରେ […]

ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ବିରକ୍ତି ପ୍ରକାଶ କଲେ ସାଂସଦ ପ୍ରତିନିଧି

18 July 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୯ – ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଗୁରୁବାର ୩ୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ସଭାପତିତ୍ୱ କରିଥିଲେ। ବୈଠକରେ କେନ୍ଦ୍ରାପଡ଼ା ସାଂସଦ […]

ସୁରେଶ ପୂଜାରୀଙ୍କ ବଡ଼ ସୂଚନା, ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ………

18 July 2024 kanika odisha 0

ଭୁବନେଶ୍ୱର,: ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲିବ ବୁଲ ଡୋଜର । ବଡ଼ବଡ଼ିଆଙ୍କ […]

ରଥ ଉପରେ ଶ୍ରୀଜିଉଙ୍କ ଅପରୂପ , ସୁନାବେଶରେ ବିଶ୍ୱନିୟନ୍ତା, ବଡ଼ଦାଣ୍ଡ ଜନସମୁଦ୍ର , ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ

18 July 2024 kanika odisha 0

ପୁରୀ,୧୭ା୭: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ସୋମବାର ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ […]

ଶ୍ରୀ ବଳଦେବଜୀଉଙ୍କୁ ଚୂଡାଘଷା ଭୋଗ ଅର୍ପଣ

17 July 2024 kanika odisha 0

କେନ୍ଦ୍ରାପଡା, ୧୭/୭: ପବିତ୍ର ବାହୁଡା ଯାତ୍ରାରେ ବ୍ରହ୍ମତାଳଧ୍ୱଜ ରଥାରୂଢ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କୁ ଜିଲ୍ଲା କୌବର୍ତ୍ତ ସମାଜ ପକ୍ଷରୁ ପାରମ୍ପରିକ ଚୂଡାଘଷା ଭୋଗ ଅର୍ପଣ କରାଯାଇଛି । ଗତ ମଙ୍ଗଳବାର ଅପରାହ୍ନରେ ବଳଦେବଜୀଉଙ୍କ ରଥଦାଣ୍ଡରେ […]

ପତିତପାବନଜୀଉଙ୍କ ସୁନାବେଶ ଦେଖିବାକୁ ଭକ୍ତଙ୍କ ସମାବେଶ

17 July 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୋଖରୀଆପଡା ସ୍ଥିତ ପତିତପାବନଜୀଉଙ୍କ ରଥଯାତ୍ରାର ବାହୁଡ଼ା ପର୍ବ ସୋମବାର ଶେଷ ହୋଇଥିବା ବେଳେ ବୁଧବାର ବଡ଼ ଏକାଦଶୀ ତିଥିରେ ଚତୁର୍ଦ୍ଧାମୂର୍ତି ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି । ସଂନ୍ଧ୍ୟାଧୂପ ପରେ […]

ବିଦ୍ୟୁତ ଖୁଣ୍ଟ ଉପରକୁ ଚଢ଼ିଗଲା କୁମ୍ଭୀର

17 July 2024 kanika odisha 0

କେନ୍ଦ୍ରାପଡ଼ା,୧୬।୭- ବିଦ୍ୟୁତ ଖୁଣ୍ଟ ଉପରକୁ ଚଢ଼ିଗଲା କୁମ୍ଭୀର। ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରଭାହିତ ପାଟଶାଳ ନଦୀରୁ କୁମ୍ଭୀର ଛୁଆ ଉଠିଆସି ବିଦ୍ୟୁତ ଖୁଣ୍ଟ ଉପରେ ଚଢିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ […]

ଆଷାଢ଼ରେ ଚାଷଜମି ଶୁଖିଲା: ଗଜାମରୁଡ଼ି ଆଶଙ୍କା

16 July 2024 kanika odisha 0

ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ଯୋଗୁ ଏବେ ଖରିଫ ଧାନ ଚାଷ ପ୍ରଭାବିତ ହେବାକୁ ବସିଛି । ପଟ୍ଟାମୁଣ୍ଡାଇ ଅଂଚଳ୍‌ରେ ଏବେ ଗଜାମରୁଡ଼ି ଆଶଙ୍କା ଦେଖା ଦେଲାଣି । ଚାଷୀମାନେ ଯଥା ସମୟରେ ଚାଷ […]

ରେସ୍ୱା ସ୍ୱେଛାସେବୀ ସଂଗଠନ ପକ୍ଷରୁ ମୃଦୁ ପାନୀୟ ବଣ୍ଟନ

16 July 2024 kanika odisha 0

କେନ୍ଦ୍ରାପଡ଼ା, ୧୬ା୭: କେନ୍ଦ୍ରାପଡା ଏକ ଭାଇଚାରାର ସହର । ଏଠି ସମସ୍ତ ସମ୍ପ୍ରଦାୟର ଲୋକମାନେ ଏକାଠି ହୋଇ ସମସ୍ତ ପର୍ବପର୍ବାଣୀ ପାଳନ କରିଥାନ୍ତି । ଏହାର ଏକ ଝଲକ କେନ୍ଦ୍ରାପଡା ଜିଲ୍ଲା ତଥା ତୁଳସୀକ୍ଷେତ୍ରର […]

ପୁରାତନ ଛାତ୍ରମାନେ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ , କଲେଜ ପାଣ୍ଠିରୁ ହଡପ ହୋଇଥିବା କୋଟି କୋଟି ଟଙ୍କାର ଭିଜିଲାନ୍ସ ତଦନ୍ତ ଦାବି

16 July 2024 kanika odisha 0

କେନ୍ଦ୍ରାପଡ଼ା, ୧୬ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ରମାନେ ସୋମବାର ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ମହାବିଦ୍ୟାଳୟ ପାଣ୍ଠିରୁ ହଡପ ହୋଇଥିବା କୋଟି କୋଟି ଟଙ୍କାର ଭିଜିଲାନ୍ସ ବିଭାଗ […]

କାହା ପାଖରେ ଅଛି ରତ୍ନଭଣ୍ଡାର ଚାବି? ବଡ଼ ବୟାନ ଦେଲେ ନିରଞ୍ଜନ

16 July 2024 kanika odisha 0

ଭୁବନେଶ୍ୱର,୧୬।୭: ରତ୍ନଭଣ୍ଡାର ଚାବିକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ। ଚାବି କାହା ପାଖରେ ଅଛି ଓ କିଏ ରଖିଛି ଏନେଇ ସେ ବଡ଼ ବୟାନ ଦେଇଛନ୍ତି। […]

ଓଡିଶା ଆଦର୍ଶ ଯୁବ ସଂଗଠନ ପକ୍ଷରୁ ବୃକ୍ଷରୋପଣ

15 July 2024 kanika odisha 0

କେନ୍ଦ୍ରାପଡା, ୧୫/୭: ଓଡିଶା ଆଦର୍ଶ ଯୁବ ସଂଗଠନ ତରଫରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ପଞ୍ଚାୟତର ଗୁଣ୍ଡୁଚି ମଠ ନିକଟରେ ଆଜି ୨୦୦ରୁ ଅଧିକ ବୃକ୍ଷରୋପଣ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ଯୋଗ […]

କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲାପାଳ ପିତାମ୍ବର ସାମଲ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି

15 July 2024 kanika odisha 0

କେନ୍ଦ୍ରାପଡା ୧୫/୭ – କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପିତାମ୍ବର ସାମଲଙ୍କୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ […]

ଜନ୍ମବେଦି ରୁ ରତ୍ନବେଦିକୁ ବାହୁଡ଼ିଲେ ଚତୁର୍ଦ୍ଧାମୂର୍ତି

15 July 2024 kanika odisha 0

ପଟ୍ଟାମୁଣ୍ଡାଇର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡାଯାତ୍ରା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡାଯାତ୍ରା ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ସୋମବାର ସମ୍ପନ୍ନ ହୋଇଛି । ମାଉସୀ ମା’ ମନ୍ଦିରରେ ୯ଦିନ […]

ଭଙ୍ଗାଗଲା ଭିତର ରତ୍ନଭଣ୍ଡାର ତାଲ, ସିନ୍ଦୁକ-ଆଲ୍‌ମିରାରେ ରହିଛି ଅଳଙ୍କାର: ମୁଖ୍ୟ ପ୍ରଶାସକ

15 July 2024 kanika odisha 0

ପୁରୀ, ୧୪ା୭: ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଦିନ ୧ଟା ୨୮ରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇଛି । ରତ୍ନଭଣ୍ଡାର ଖୋଲିବା ପାଇଁ ଗଠନ କରାଯାଇଥିବା ସ୍ୱତନ୍ତ୍ର ଟିମ୍ ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲିଛନ୍ତି […]

ଗ୍ରୀଲଭାଙ୍ଗି ଲକ୍ଷାଧିକ ଟଙ୍କାରେ ସୁନାଗହଣା ଚୋରି ଅଭିଯୋଗ

15 July 2024 kanika odisha 0

କେନ୍ଦ୍ରାପଡ଼ା, ୧୪ା୭: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ଗ୍ରାମର ପ୍ରିୟଦର୍ଶନ ସ୍ୱାଇଁଙ୍କ ଘରୁ ଗତକାଲି ବିଳମ୍ବିତ ରାତିରେ କେହିନଥିବାର ସୁଯୋଗ ନେଇ ଗ୍ରୀଲ ଭାଙ୍ଗି ଘର ଭିତରେ ଚୋର ପସିବା ସହିତ ଆଲମିରା […]

କେନ୍ଦ୍ରାପଡା ମହାବିଦ୍ୟାଳୟର ଆଲୁମିନି ବୈଠକ , କଲେଜରୁ ଏସି ଚୋରି ଘଟଣାର ଉପଯୁକ୍ତ ତଦନ୍ତ ପୂର୍ବକ ଦୋଷୀଙ୍କୁ ଦଣ୍ଡିତ ପାଇଁ ତଦନ୍ତକାରୀ ସଂସ୍ଥାକୁ ଦାବି

15 July 2024 kanika odisha 0

କେନ୍ଦ୍ରାପଡ଼ା, ୧୪ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଆଲୁମିନି ବୈଠକ ସଭାପତି ପ୍ରାଧ୍ୟାପକ ନନ୍ଦ କିଶୋର ପରିଡାଙ୍କ ଅଧ୍ୟକ୍ଷତାରେ   କଲେଜ ମିନି କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାବିଦ୍ୟାଳୟରୁ ଏସି ଚୋରି […]

କେନ୍ଦ୍ରାପଡା ପୂର୍ବତନ ସୈନିକ ସଂଘର ୨୮ତମ ବାର୍ଷିକ ଅଧିବେଶନ

15 July 2024 kanika odisha 0

କେନ୍ଦ୍ରାପଡା, ୧୪/୭: କେନ୍ଦ୍ରାପଡା ଜିଲ୍ଲା ପୂର୍ବତନ ସୈନିକ ସଂଘର ୨୮ତମ ସାଧାରଣ ବାର୍ଷିକ ଅଧିବେଶନ ଗରାପୁରସ୍ଥିତ ଶ୍ରୀଶ୍ରୀ ଶିବାନନ୍ଦ ଆଶ୍ରମରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଧିବେଶନରେ ଅଧ୍ୟକ୍ଷ କ୍ୟାପଟେନ ସୁରେନ୍ଦ୍ର କୁମାର ସାହୁ, […]

ଶିକ୍ଷାଧିନିୟମ କଟକଣା ବାଟବଣା, କୋଚିଂ ସେଂଟରରେ ପାଠ ପଢାଉଛନ୍ତି ସରକାରୀ ଶିକ୍ଷକ /ଅଧ୍ୟାପକ , ଯାଂଚ ହେଉନି କି କାର୍ଯ୍ୟାନୁଷ୍ଠାନ ହେଉନି

15 July 2024 kanika odisha 0

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ସରକାରୀ ଶିକ୍ଷକ, ଅଧ୍ୟାପକମାନେ ସରକାରୀ ନିୟମର ଖୋଲା ଉଲ୍ଲଂଘନ କରି ବେସରକାରୀ ଟ୍ୟୁସନ୍ ଓ କୋଚିଂ ସେଂଟରରେ ଶିକ୍ଷାଦାନ କରୁଛନ୍ତି । ଯାହାକୁ ନେଇ ବିଭିନ୍ନ ସ୍ଥାନରେ ଟ୍ୟୁସନ୍‌, ଶତାଧିକ […]

ସ୍ୱଚ୍ଛ ସୁନ୍ଦର ସହର ପ୍ରହସନ, ୪ବର୍ଷ ହେବ ଅଚଳାବସ୍ଥାରେ ଇ-ଟଏଲେଟ୍‌ , ବିନା ପ୍ଲାନରେ ଚାଲିଛି ପୌରପାଳିକା

14 July 2024 kanika odisha 0

କେନ୍ଦ୍ରାପଡା ଜିଲାର ବିଣିଜ୍ୟକ ପେଣ୍ଠସ୍ଥଳି ପଟ୍ଟାମୁଣ୍ଡାଇରେ ସ୍ୱଚ୍ଛ ପରିମଳ ବ୍ୟବସ୍ଥା ନେଇ ପୌରପରିଷଦ ପକ୍ଷରୁ ଦୀର୍ଘସୁତ୍ରୀ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି । ସଚେତନତା କ୍ୟାମ୍ପ ଠାରୁ ଆରମ୍ଭ କରି ଘରେ ଘରେ ବର୍ଜ୍ୟବସ୍ତୁ ପରିଚାଳନା […]

ଜିଲ୍ଲାରେ ମେଡିକାଲ ପ୍ରତିଷ୍ଠା ପାଇଁ କ୍ରିୟାନୁଷ୍ଠାନ କମିଟିର ସାନି ଉଦ୍ୟମ

13 July 2024 kanika odisha 0

କେନ୍ଦ୍ରାପଡ଼ା, ୧୩ା୭: ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଦୀର୍ଘ ତିନି ବର୍ଷ ଧରି କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଧାରାବାହିକ ଭାବରେ ଚାଲିଥିବା ଆନ୍ଦୋଳନକୁ ପୂର୍ବତନ ସରକାର ଉପେକ୍ଷା କରି ଚାଲିଥିଲା ବେଳେ ଏବେ […]