ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୮ା୭: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି…

ଦ୍ୱିତୀୟ ଦିନରେ କେନ୍ଦ୍ରାପଡାର ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା,୮ା୭:ଆଜି କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟା ପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ରଥଯାତ୍ରାର ଦ୍ୱିତୀୟ ଦିନରେ ଅପରାହ୍ନ ୩ଟାରେ ରଥ ଟଣାଯାଇ ପ୍ରାୟ ଏକଶହ ମିଟର ଯିବା ପରେ ଦେବୋତ୍ତର କାର୍ଯ୍ୟାଳୟ ନିକଟରେ ପହଞ୍ଚିବା ପରେ ରଥ ବାମପଟକୁ ମାଡିଯାଇଥିଲା ।…

କଲେଜ ଏସି ଚୋରି ଘଟଣାର : ମାଷ୍ଟର ମାଇଣ୍ଡ ଅଭିଯୁକ୍ତଙ୍କୁ ଗିରଫ ଓ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ ପୁରାତନ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ଧାରଣା

କେନ୍ଦ୍ରାପଡ଼ା, ୮ା୭: କେନ୍ଦ୍ରାପଡା କଲେଜରେ ୧୪ଟି ଏସି, ଲାପଟପ୍ ଓ ଅଗ୍ନି ନିର୍ବାପକ ଯନ୍ତ୍ର ଚୋରି ଘଟଣାରେ ସମ୍ପୂକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହିତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ କଲେଜର ପୁରାତନ ଛାତ୍ରମାନେ ସୋମବାର ଟାଉନ ଥାନା ସମ୍ମୁଖରେ ଅନିର୍ଦ୍ଦିଷ୍ଟକାଳ…

ରଥଯାତ୍ରାରେ ପୁନର୍ବାସର ଭିନ୍ନକ୍ଷମତା ସମ୍ପର୍କିତ ସଚେତନତା ଷ୍ଟଲ

କେନ୍ଦ୍ରାପଡା, ୮ା୭: ତୁଳସୀ କ୍ଷେତ୍ରର ପ୍ରସିଦ୍ଧ ରଥଯାତ୍ରା ଅବସରରେ ଭିନ୍ନକ୍ଷମଙ୍କ ନିମନ୍ତେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଏକ ସଚେତନତା ଷ୍ଟଲ ଖୋଲାଯାଇଛି । ବିଶେଷ କରି ନୂତନ ଭିନ୍ନକ୍ଷମ ଅଧିକାର ଆଇନ,୨୦୧୬ରେ ଅନ୍ତର୍ଭୁକ୍ତ ଥିବା ନାନାଦି ସୁବିଧା, ସଂରକ୍ଷଣ, ପ୍ରାବଧାନ…

ପୁରାତନ ଛାତ୍ରମାନଙ୍କ ପକ୍ଷରୁ ୭୫ତମ ବନମହୋତ୍ସବ

ପଟ୍ଟାମୁଣ୍ଡାଇ୮/୭ ପ୍ରତିବର୍ଷ ଜୁଲାଇ ମାସର ୧ ତାରିଖ ରୁ ୭ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ପାଳିତ ହେଉଛି ୭୫ତମ ବନମହୋତ୍ସବ । ଏହି ଅବସରରେ ରବିବାର ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟର ୧୯୯୩ ମସିହା ପୂର୍ବତନ ଛାତ୍ରୀଛାତ୍ରଙ୍କ ତରଫରୁ ମିଁଜାଉଁଣୀ ପଡିଆରେ ବୃକ୍ଷରୋପଣ…

ବିଶ୍ଵ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ  ଚାରାଗଛ ବଣ୍ଟନ ଓ ଜଳଛତ୍ର

ପଟ୍ଟାମୁଣ୍ଡାଇ ତା ୮/୭-ରାଜ୍ୟ ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ନିର୍ଦେଶକ୍ରମେ ପଟ୍ଟାମୁଣ୍ଡାଇ ପ୍ରଖଣ୍ଡ ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ମିଳିତ ଭାବେ ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମ କରାଯାଇଛି । ପବିତ୍ର ରଥଯାତ୍ରା ଅବସରରେ ବିଶ୍ୱ ହିନ୍ଦୁ ପରିଷଦ…

ଅଶୋକ ଧଳ ନଗର ଯୁବବିଜେଡି ସଭାପତି

ପଟ୍ଟାମୁଣ୍ଡାଇ, ତା ୮/୭-ଦୀର୍ଘ ୨୫ବର୍ଷ ଧରି ରାଜ୍ୟ ଶାସନ କରିବା ପରେ ଚଳିତ ନିର୍ବାଚନରେ ବିଜେଡି ପରାଜୟ ବରଣ କରିଛି । ସମ୍ପ୍ରତି ବିରୋଧୀ ଦଳ ଭୂମିକାରେ ଥିବା ବିଜେଡିର ସଂଗଠନକୁ ତୃଣମୂଳ ସ୍ତରରେ ମଜଭୁତ କରିବା ପାଇଁ ରାଜ୍ୟ ବିଜେଡି…

ଦିଲ୍ଲୀରେ ରଥଯାତ୍ରା ପାଳନ, ସହଦେବବାବା ଯୁବ ପରିଷଦ ପକ୍ଷରୁ ସେବାକାର୍ଯ୍ୟ ପରିବେଷଣ

ପଟ୍ଟାମୁଣ୍ଡାଇ୮/୭ – ନୂଆଦିଲ୍ଲୀର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଉତ୍ସବ ପାଳନ ଅବସରରେ ପଟ୍ଟାମୁଣ୍ଡାଇ ବ୍ଲକ ନରସିଂହପୁର ସହଦେବବାବା ଯୁବ ପରିଷଦ ଦିଲ୍ଲୀ ଶାଖାପକ୍ଷରୁ ସେବାକାର୍ଯ୍ୟ ପରିବେଷଣ ନେଇ ବିଭିନ୍ନ ମହଲରୁ ସାଧୁବାଦ । ନୂଆଦିଲ୍ଲୀ ହାଉଜଖାସ ଭିଲେଜସ୍ଥିତ ଜଗନ୍ନାଥ ମନ୍ଦିର ଠାରେ…

ଶନିଲକ୍ଷ୍ମୀ ପୂଜା କମିଟିର ରକ୍ତଦାନ ଶିବିର

କେନ୍ଦ୍ରାପଡା, ୭/୭: କେନ୍ଦ୍ରାପଡା ସହରର ପୁରାତନ ଟାଉନ୍ ବଳରାମପୁର ଶନିଲକ୍ଷ୍ମୀ ପୂଜା କମିଟି ଆନୁକୂଲ୍ୟରେ ରଥଯାତ୍ରା ଅବସରରେ ଶନିଲକ୍ଷ୍ମୀ କ୍ଳବ୍‌ରେ ଆଜି ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କ୍ଳବ୍‌ର ସଦସ୍ୟ ଓ ସ୍ଥାନୀୟ ଗ୍ରାମବାସୀ ଉତ୍ସାହର ସହିତ ରକ୍ତଦାନ…

କେନ୍ଦ୍ରାପଡାରେ ଶ୍ରୀବଳଦେବଜୀଉଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା

କେନ୍ଦ୍ରାପଡ଼ା,୭ା୭:ଆଜି କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟା ପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଶ୍ରୀଜୀଉମାନେ ପହଣ୍ଡି ହୋଇ ବ୍ରହ୍ମତାଳଧୋଜ ରଥରେ ଆସିନ ହୋଇଥିଲେବି ସୂର୍ଯ୍ୟାସ୍ତ ହୋଇଯିବାରୁ ରଥ ଆଉ ଟଣା ହୋଇପାରିନଥିଲା । ଆସନ୍ତା କାଲି…

ପାବନ କ୍ଷେତ୍ରରେ ଶ୍ରୀଗୁଣ୍ଡିଚା ମହୋତ୍ସବ

କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ କୋରୋ ସ୍ଥିତ ପାବନ କ୍ଷେତ୍ରରେ ବିରାଜିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଅଗ୍ରଣୀ ସ୍ୱେଚ୍ଛସେବୀ ସଂଗଠନ ରୁରଲ୍ ଡେଭ୍‌ଲପ୍‌ମେଂଟ୍ କଲ୍‌ଚରାଲ୍ ୟୁଥ୍ ଅର୍ଗାନାଇଜେନ୍ ଆନୁକୂଲ୍ୟରେ ଶ୍ରୀଗୁଣ୍ଡିଚା ମହୋତ୍ସବ ଯଥାବିଧି ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସ୍ଥୟୀ ସଭାପତି ବିଶିଷ୍ଟ…

ପଟ୍ଟାମୁଣ୍ଡାଇରେ ରଥଯାତ୍ରାରେ ବିମୋହିତ ହେଲେ ହଜାର ହଜାର ଭକ୍ତ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଚଂଳ ପୋଖରୀଆପଡା ପତିତପାବନଜୀଉଙ୍କ ରଥ ସଂନ୍ଧ୍ୟା ୮ଟା ବେଳେ ବକ୍ତାରପୁର ମାଉସୀ ମା ମନ୍ଦିର ଚକଡା ଛୁଇଁଛି । ପବିତ୍ର ରଥଯାତ୍ରା ଉପଲକ୍ଷେ ପ୍ରତ୍ୟୁଷରୁ ମନ୍ଦିର ପୂଜକ ମାନେ ପହଡ ଖୋଲିଥିଲେ । ମଙ୍ଗଳ ଆରତି ସକାଳ…

ବିଭିନ୍ନ ବ୍ରାଣ୍ଡର ଏକ୍ସପାରୀ ସିମେଣ୍ଟ ବିକ୍ରି

କେନ୍ଦ୍ରାପଡା, ୬ା୭: କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ସ୍ଥାନରେ ଏବେ ବିଭିନ୍ନ ବ୍ରାଣ୍ଡର ଏକ୍ସପାଇରୀ ସିମେଣ୍ଟ ବିକ୍ରି ହେଉଛି । ସିମେଣ୍ଟର ଦାମ ଯେତିକି ବେପାରୀମାନେ ଗ୍ରାହକଙ୍କ ଠାରୁ ସେତିକି ନେଉଛନ୍ତି । କିନ୍ତୁ ବେପାରୀମାନେ ହୋଲସେଲରଙ୍କ ଠାରୁ ଏହି ସିମେଣ୍ଟକୁ ଅଧା…

ଉତ୍କଳମଣି ଯୁବକ ସଂଘ ପକ୍ଷରୁ ୭୫ତମ ବନମହୋତ୍ସବ ସପ୍ତାହ ପାଳିତ

ପଟ୍ଟାମୁଣ୍ଡାଇ ବ୍ଲକ ଉତ୍କଳମଣି ଯୁବକ ସଂଘ ତରଫରୁ ୭୫ ତମ ବନମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି। ସଙ୍ଗଠନର ଅଧ୍ୟକ୍ଷ ଗୌତମ ବେହେରାଙ୍କ ନେତୃତ୍ୱରେ ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇଛି। ଏଥିରେ ସଙ୍ଗଠନ ସଦସ୍ୟ ବୈଷ୍ଣବ ବେହେରା , ଶାନ୍ତନୁ ବେହେରା…

ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ପାଳନ

କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇଚ୍ଛାପୁରସ୍ଥିତ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବୀଣାପାଣି ଦାଶଙ୍କ ତତ୍ତ୍ୱାବଧାନରେ ନିକଟସ୍ଥ ମଧୁସାଗର ବିଦ୍ୟାପୀଠର ପ୍ରଧାନ…

ଜିଲ୍ଲା ଅବସରପ୍ରାପ୍ତ କର୍ମଚାରୀ ସଂଘର ବୃକ୍ଷରୋପଣ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ବ୍ଲକ ଅଧିନସ୍ଥ ଶ୍ୟାମସୁନ୍ଦରପୁର ଗ୍ରାମ ପଞ୍ଚାୟତର ଦୁତୀଆଳ ଆଦର୍ଶ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ସଭାପତି ଅଧ୍ୟାପକ ଅଜୟ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୃକ୍ଷରୋପଣ ସଚେତନତା କାର୍ଯ୍ୟକ୍ରମରେ ଡ. ଦିଲ୍ଲୀପ କୁମାର…

ନିମ୍ନମାନର ଛତୁଆ ବିକ୍ରୀ ବିବାଦରେ ସ୍ୱୟଂ ସହାୟକ ଗୋଷ୍ଠୀ

କେନ୍ଦ୍ରାପଡ଼ା, ୬ା୭: ଦିନକୁ ଦିନ ଅଧିକରୁ ଅଧିକ ବିବାଦରେ ଛନ୍ଦି ହୋଇପଡୁଥିବା ରାଜକନିକା ବ୍ଲକର ଦୁଇ ଛତୁଆ ପ୍ରସ୍ତୁତକାରୀ ସ୍ୱୟଂ ସହାୟିକା ଗୋଷ୍ଠୀ ନିଜ ନିଜର ନିମ୍ନମାନର ଛତୁଆ ପ୍ରସ୍ତୁତିକୁ ନେଇ ଚର୍ଚ୍ଚାରେ ଥିବା ବେଳେ ସେଥିମଧ୍ୟରୁ ଗୋଟିଏ ଗୋଷ୍ଠୀକୁ ଲାଦ୍ଭ…

କେନ୍ଦ୍ରାପଡା ମହାବିଦ୍ୟାଳୟରୁ ନୂତନ ଏସି ଚୋରୀ ଅଭିଯୋଗ : ଚୋର ଗିରଫ

କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରୁ ଏକ ନୂତନ ଏ.ସି. ଚୋରୀ ହୋଇଥିବା ସମ୍ପର୍କରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷଙ୍କ ପକ୍ଷରୁ କେନ୍ଦ୍ରାପଡା ଟାଉନ ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ଏହି ଅଭିଯୋଗ ପାଇବା ପରେ ଟାଉନ ଥାନା…

ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ବନ ମହୋତ୍ସବ ବ୍ୟାପକ ବୃକ୍ଷରୋପଣ ଜୀବଜଗତର ରକ୍ଷାକବଚ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ପ୍ରଶାସନ ଓ ମିଶନ ଶକ୍ତି ପକ୍ଷରୁ ୭୫ତମ ବନ ମହୋତ୍ସବ ଅବସରରେ ପରିବେଶ ସୁରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକ୍ରମେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।  ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ …

ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମୁଡ୍‌ର ମିଳିତ ଉଦ୍ୟମରେ ବନ ମହୋତ୍ସବ ପାଳନ

କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମୁଡ୍ ତରଫରୁ ନିକିରାଇ କଲେଜର ଉପାଧ୍ୟକ୍ଷ ଡଃ ହେମନ୍ତ ପରିଡାଙ୍କ ଅଧ୍ୟକ୍ଷତାରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ…

ପୁରାତନ ଛାତ୍ରମାନଙ୍କ ପକ୍ଷରୁ ୭୫ତମ ବନମହୋତ୍ସବ

ପ୍ରତିବର୍ଷ ଜୁଲାଇ ମାସର ୧ ତାରିଖ ରୁ ୭ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ପାଳିତ ହେଉଛି ୭୫ତମ ବନମହୋତ୍ସବ । ଏହି ଅବସରରେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବକ୍ତାରପୁର ହାଇସ୍କୁଲ ୨୦୦୧ ମସିହା ପୂର୍ବତନ ଛାତ୍ରୀଛାତ୍ରଙ୍କ ତରଫରୁ…

ରାତି ପାହିଲେ ରଥଯାତ୍ରା ; ଶ୍ରୀ ପତିତପାବନଜୀଉଙ୍କ ଅପେକ୍ଷାରେ ରଥ ଆଉ ପଥ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଶ୍ରୀ ଶ୍ରୀ ପତିତପାବନ ଜିଉଙ୍କର ରାତି ପାହିଲେ ଜମିବ ଭକ୍ତଙ୍କ ଭିଡ଼ । ଘଂଟିଘଂଟା, ଶଙ୍ଖ ଧ୍ୱନିରେ ଉଛୁଳି ଉଠିବ ଚର୍ତୁଦିଗ । ଭକ୍ତଙ୍କ ଗହଳୀ ଭିଡରେ ମାଉସୀ ଘରକୁ ଯିବେ ତିନି ଠାକୁର । ଏଥିପାଇଁ…

ବିଜେଡିରୁ ଇସ୍ତଫା ଦେଲେ ନଗର ଯୁବବିଜେଡି ସଭାପତି ମିଟୁ ନାୟକ

ପଟ୍ଟାମୁଣ୍ଡାଇ ନଗର ଯୁବବିଜେଡି ସଭାପତି ମିଟୁ ମନୋଜ ନାୟକ ଦଳୀୟ ପଦବୀ ଓ ଦଳର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି । ସେ ନିଜର ଇସ୍ତଫାପତ୍ର କେନ୍ଦ୍ରାପଡ଼ା ଜିଲ୍ଲା ଯୁବବିଜେଡି ସଭାପତି ରାଜେଶ ଦାସଙ୍କ ନିକଟକୁ ପଠାଇ ଦେଇଛନ୍ତି…

ନିର୍ମାଣର ୬ମାସ ଭିତରେ ୫-ଟି ସ୍କୁଲର ଛାତ ଓ କାନ୍ଥରେ ଫାଟ

କେନ୍ଦ୍ରାପଡା, ୫ା୭:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ବାଳିକା ଉଚ୍ଚ ବିଦ୍ୟାଳୟର ଗୃହ ନିର୍ମାଣ କାର୍ଯ୍ୟରେ ଅନିୟମିତତା ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ ହୋଇଛି । ୨୦୨୨-୨୩ ଆର୍ଥିକ ବର୍ଷରେ ୫-ଟି ଯୋଜନାର ତୃତୀୟ ପର୍ଯ୍ୟାୟରେ ଗତ ୬ମାସ ତଳେ ଏହି ଶ୍ରେଣୀଗୃହର…