ସରସ୍ୱତୀ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

କେନ୍ଦ୍ରାପଡ଼ା, ୫ା୭: କେନ୍ଦ୍ରାପଡା ବ୍ଲକ ଅଧିନ ଓସ୍ତପୁର ଗ୍ରାମପଞ୍ଚାୟତର ଦେପୁର ଗ୍ରାମସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ- ୨୦୨୪ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ…

କେନ୍ଦ୍ରାପଡା ଜିଲ୍ଲା ଦକ୍ଷତା ବିକାଶ ମିଶନ ବୈଠକ

କେନ୍ଦ୍ରାପଡ଼ା, ୫ା୭: କେନ୍ଦ୍ରାପଡା ଜିଲ୍ଲା ଦକ୍ଷତା ମିଶନ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକର ପ୍ରାରମ୍ଭରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଘନଶ୍ୟାମ ସାହା…

ଶକ୍ତି, ଦୁର୍ବଳତା ଓ ଆହ୍ୱାନକୁ ସମୀକ୍ଷା କଲେ କଲେଜ ଆଗକୁ ଯିବ : ପଟ୍ଟାମୁଣ୍ଡାଇ କଲେଜ ୫୪ତମ ପ୍ରତିଷ୍ଠା ଦିବସ

ପଟ୍ଟାମୁଣ୍ଡାଇ କଲେଜ ତାର ଶକ୍ତି, ଦୁର୍ବଳତା ଓ ଆହ୍ୱାନକୁ ସମୀକ୍ଷା କରି ଆଗକୁ ବଢିଲେ ଓଡିଶାର ଏକ ଅଗ୍ରଣୀ କଲେଜ ଭାବେ ସୁନାମ ଅର୍ଜନ କରିବା ସହିତ ସଫଳ ଛାତ୍ରଛାତ୍ରୀ ସୃଷ୍ଟି କରିବାରେ ସଫଳ ହୋଇପାରିବ ବୋଲି ଆଜି ପଟ୍ଟାମୁଣ୍ଡାଇ କଲେଜର…

ପଟ୍ଟାମୁଣ୍ଡାଇରେ ଉପଖଣ୍ଡ ସ୍ତରିୟ ସରକାରୀ ଦପ୍ତର ଅଛି କିନ୍ତୁ ସବ୍‌ଡିଭିଜନ ମାନ୍ୟତା ମିଳିନି

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇକୁ ଏକ ସ୍ୱତନ୍ତ୍ର ସବଡିଭିଜନ ମାନ୍ୟତା ଦେବା ପାଇଁ ଅଂଚଳବାସୀଙ୍କ ତରଫରୁ ଦୀର୍ଘ ବର୍ଷ ହେଲା ଦାବି ହୋଇ ଆସୁଛି ।ଏଥିନେଇ ରାଜ୍ୟ ସରକାର ସବ୍‌ଡିଭିଜନ ପ୍ରସ୍ତାବକୁ ବିଚାରଧୀନ ରଖିଥିବା ବେଳେ ପଟ୍ଟାମୁଣ୍ଡାଇରେ ବିଭିନ୍ନ ଉପଖଣ୍ଡ ସ୍ତରିୟ ସରକାରୀ…

ବଳଦେବ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ

କେନ୍ଦ୍ରାପଡ଼ା, ୪/୭: କେନ୍ଦ୍ରାପଡା ପୌରାଞ୍ଚଳସ୍ଥିତ ବଳଦେବ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ରୁବିନା ପ୍ରଧାନଙ୍କ ନେତୃତ୍ୱରେ ଜୁନିୟର ରେଡ୍‌କ୍ରସ ତରଫରୁ ବନ ମହୋତ୍ସବ ପାଳନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ସାଧନ କର୍ମୀ ତପନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନର ବିଦ୍ୟାଳୟର…

ବାଳିକା ହାଇସ୍କୁଲ ରାସ୍ତା ଖାଲଖମାରେ ଭର୍ତ୍ତି

ଭରତପୁର କେନାଲବନ୍ଧ  କେନ୍ଦ୍ରାପଡ଼ା, ୪ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମର କେନାଲ ପୋଲ ଠାରୁ ବାଳିକା ବିଦ୍ୟାଳୟ ପର୍ଯ୍ୟନ୍ତ ଯାଇଥିବା କେନାଲବନ୍ଧ ରାସ୍ତାଟି ଖାଲଖମାରେ ପୂର୍ଣ୍ଣ ହୋଇପଡିଛି । ଏଥିସହିତ ବର୍ଷାରେ ସେହି ରାସ୍ତାଟିରେ ଯିବାକୁ ହେଲେ ଆଣ୍ଠୁଏ କାଦୁଅ…

କୋଭିଡ ଟୀକା ନେଇଥିବାରୁ ପୁରସ୍କାର ମିଳିବ କହି ଟଙ୍କା ଠକି ନେଲେ ସାଇବର ଲୁଟେରା

କେନ୍ଦ୍ରାପଡ଼ା, ୨ା୭: ଆପଣ କୋଭିଡ ଟୀକା ନେଇଥିଲେ । ତେଣୁ ଆପଣଙ୍କୁ ସରକାର ଙ୍କ ପକ୍ଷରୁ ଚାରି ହଜାର ଟଙ୍କା ପୁରସ୍କାର ରାଶି ମିଳିବ । ତେଣୁ ମୋବାଇଲରେ ଦିଆଯାଇଥିବା ଲିଙ୍କ କୁ କ୍ଲିକ କରନ୍ତୁ ଓ ପୁରସ୍କାର ରାଶି ଜିତନ୍ତୁ…

 ଯୁବ ଭାରତ କୃଷକ ସଙ୍ଘର ସମୀକ୍ଷା ବୈଠକ

କେନ୍ଦ୍ରାପଡ଼ା, ୨ା୭: ଯୁବ ଭାରତ କୃଷକ ସଂଘ ପକ୍ଷରୁ ଆଜି ରାଜ୍ୟ କାର୍ଯ୍ୟକାରିଣୀ କମିଟିର ସଦସ୍ୟା ସୁପ୍ରଭା ଦାସ ମହାନ୍ତିଙ୍କ ସଭାପତିତ୍ୱରେ ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମାର୍ଶାଘାଇ ବ୍ରାହ୍ମଣୀଗାଁରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେଇଯାଇଛି ।ଏହି ସମୀକ୍ଷା ବୈଠକରେ…

ରେସୱାରେ କାଥରିନ ଦାସଙ୍କ ଜନ୍ମଦିବସ ପାଳିତ

କେନ୍ଦ୍ରାପଡ଼ା, ୨ା୭: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ସଦସ୍ୟା ସ୍ୱର୍ଗତା କାଥରିନ ଦାସଙ୍କ ଜନ୍ମ ଦିବସ ରାଜ୍ୟର ବିଭିନ୍ନ ସ୍ତାନରେ ପାଳିତ ହୋଇଯାଇଛି । ଏହି ଅବସରରେ କେନ୍ଦ୍ରାପଡାର ଗରାପୁରସ୍ଥିତ ରେସୱା କାର୍ଯ୍ୟାଳୟରେ ମଧ୍ୟ ଏହା ପାଳିତ…

ବାଲିଆରେ ଜାତୀୟ ଚିକିତ୍ସକ ଦିବସ ପାଳିତ

କେନ୍ଦ୍ରାପଡ଼ା, ୨ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ଗ୍ରାମପଞ୍ଚାୟତର ବାଲିଆ ବଜାରସ୍ଥିତ ସାରସ୍ୱତ ମାର୍କେଟ କମ୍ପେ୍ଲକ୍ସ ପରିସରରେ ପ୍ରଥମ ଥର ପାଇଁ ପ୍ରାଣକୃଷ୍ଣ ସାମଲଙ୍କ ସଂଯୋଜନାରେ ପାଳିତ ହୋଇଯାଇଛି । ବାଲିଆ ଅଞ୍ଚଳର ତିନି ପିଢୀର ଚିକିତ୍ସକ ପରିବାର ଡା. ବିଶ୍ୱ…

ପୁନର୍ବାସ ପକ୍ଷରୁ ‘ସବୁଜିମା: ଏକ ଜୀବନଧାରା’ ଆଲୋଚନା ଚକ୍ର

କେନ୍ଦ୍ରାପଡା,୨ା୭: ସମ୍ପ୍ରତି ପୃଥିବୀ ପାଇଁ ଅସହ୍ୟ ଜଳବାୟୁ ପରିବର୍ତ୍ତନ ଜନିତ ଆହ୍ୱାନ ଓ ଜୁଲାଇ ମାସ ୧ ତାରିଖ ଠାରୁ ଆରମ୍ଭ ହେଉଥିବା ଜାତୀୟ ବନ ମହୋତ୍ସବ ପରିପ୍ରେକ୍ଷୀରେ ଭିନ୍ନକ୍ଷମଙ୍କ ସେବା ଓ ସାମାଜିକ ପୁନଃପ୍ରତିଷ୍ଠା ଦିଗରେ କାର୍ଯ୍ୟରତ ଅନୁଷ୍ଠାନ “ପୁନର୍ବାସ”…

ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରାପଡା ଜିଲ୍ଲା ଟ୍ରେଡ ୟୁନିୟନର ବୈଠକ

କେନ୍ଦ୍ରାପଡା, ୨/୭: ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରାପଡା ଜିଲ୍ଲା ମିଳିତ ଟ୍ରେଡ ୟୁନିୟନର ବୈଠକ ଆଜି ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟବର୍ତ୍ତୀ ମଦରଟେରେସା ଇଣ୍ଟରନ୍ୟାସନାଲ ସ୍କୁଲ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ଶ୍ରମିକ ସଂଗଠନର…

ଓଡ଼ିଆ ଅସ୍ମିତା ପ୍ରବଂଚନା, ଦରଦାମ ବୃଦ୍ଧି ଓ ଦୁର୍ନୀତି ବିରୋଧରେ କଂଗ୍ରେସର ଆନ୍ଦୋଳନ ଧମକ

କେନ୍ଦ୍ରାପଡା,ପଟ୍ଟାମୁଣ୍ଡାଇ ୨/୬ -ଓଡ଼ିଆ ଅସ୍ମିତାର ସୁରକ୍ଷା ନାରା ଦେଇ ଓଡିଶାରେ କ୍ଷମତା ହାସଲ କରିଥିବା ଭାରତୀୟ ଜନତା ପାର୍ଟି ଓଡ଼ିଆ ଅସ୍ମିତାକୁ ପ୍ରବଂଚନାରେ ପରିଣତ କରିବା ସହିତ ଆକାଶ ଛୁଆଁ ଦରଦାମ ବୃଦ୍ଧି ଓ ବ୍ୟାପକ ଦୁର୍ନୀତି ରୋକିବାରେ ବିଫଳତା ପ୍ରତିବାଦରେ…

ହଟିଲା ବ୍ରିଟସ ଆଇନ ଲାଗୁଲାଗୁ ହେଲା ନୂଆ ପୋଲିସ ଆଇନ

ଜୁଲାଇ ପହିଲା ସୋମବାର ଠାରୁ ସାରା ଦେଶରେ ୧୮୬୦ ମସିହାରୁ ଚାଲିଥିବା ବ୍ରିଟସ ଆଇନକୁ ହଟାଇ ନୂଆ ପୋଲିସ ଆଇନ ଲାଗୁ ହୋଇଛି । ନୂଆ ଆଇନ ଆସିବା ପରେ ଆଇପିସି, ସିଆରପିସି ଓ ଏଭିଡେନ୍ସ ଆକ୍ଟକୁ ହଟାଇ ଦିଆଯିବ ।…

ଲାଗୁ ହେଲା ନୂଆ ଆଇନ:ପଟ୍ଟାମୁଣ୍ଡାଇ ଗ୍ରମାଂଚଳ ଥାନାରେ ସଚତେନତା

ପଟ୍ଟାମୁଣ୍ଡାଇ ୧/୭ ଫୌଜଦାରୀ ନ୍ୟାୟ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ୩ଟି ନୂଆ ଆଇନ ଲାଗୁ କରିଛନ୍ତି । ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ଗତ ଡିସେମ୍ବର ୨୫ ତାରିଖରେ ଏହି ୩ ନୂଆ ଆଇନ୍ ଭାରତ…

ଦେଶରେ ନୂତନ ଭାରତୀୟ ନ୍ୟାୟ ସଂହିତା ଆରମ୍ଭ ନେଇ ଟାଉନ ଥାନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡା, ୨୯ା୬: ସାରା ଦେଶରେ ଆଜିଠାରୁ ନୂତନ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବାକୁ ଯାଉଥିବାରୁ ସାଧାରଣ ଲୋକମାନଙ୍କୁ ସେ ସମ୍ପର୍କରେ ସଚେତନ କରିବା ପାଇଁ କେନ୍ଦ୍ରାପଡା ଟାଉନ ଥାନା ପକ୍ଷରୁ ଆଜି ଅପରାହ୍ନରେ ଏକ ସାମ୍ବାଦିକ ସମ୍ମିଳନୀ ଆହୂତ କରାଯାଇଥିଲା…

କାର୍ଯ୍ୟରତ ମହିଳା ସାମ୍ବାଦିକଙ୍କୁ ପୂର୍ବତନ ମନ୍ତ୍ରୀଙ୍କ କୁକୁର ଲଗାଇବା ଘଟଣାର ପ୍ରତିବାଦ ସହ ସାମ୍ବାଦିକ ନିରାପତ୍ତା ଆଇନ ଲାଗୁ କରିବା ଦାବିରେ କେଡିୟୁଜେ ର ଦାବିପତ୍ର

କେନ୍ଦ୍ରାପଡ଼ା ୧/୭- ସାରା ରାଜ୍ୟରେ ବିପନ୍ନ ହୋଇ ରହିଥିବା ସାମ୍ବାଦିକଙ୍କ ନିରାପତ୍ତା ଆଇନ ଲାଗୁ କରିବା ସହ ନିକଟରେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ଭୁବନେଶ୍ୱର ବାସ ଭ୍ୱନରେ ମହିଳା ସାମ୍ବାଦିକଙ୍କୁ କୁକୁର ଲଗାଇ ଘଉଡ଼ାଇବା ଘଟଣାରେ ଓଡିଶା ୟୁନିଅନ ଅଫ…

ମହାକାଳପଡ଼ା ବିକାଶ ମଞ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀ, ଶିକ୍ଷାମନ୍ତ୍ରୀ ଏବଂ ବିଧାୟକଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ୧/୭-ମହାକାଳପଡ଼ା ବିକାଶ ମଞ୍ଚ ତରଫରୁ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଅବସରରେ ମହାକାଳପଡ଼ା ବିକାଶ ମଞ୍ଚ ତଥା ରାଜଶ୍ରୀର ସଭାପତି କାଶୀନାଥ ରାଉତରାୟ, ରାଜଶ୍ରୀର ସମ୍ପାଦକ ହେମନ୍ତ ଜେନା, ଓଡିଶା…

ସାହିତ୍ୟ ଭୂମି ପତ୍ରିକା ଉନ୍ମୋଚିତ

ପତ୍ରିକା ହଉବା ପୁସ୍ତକ ପଠନ ମଣିଷର ଭାବନା ସହିତ ଏକ ଅନ୍ତରଙ୍ଗ ସେତୁ ସୃଷ୍ଟି କରିଥାଏ । ପାଠକ ତାର ଅନ୍ତର୍ଦୃଷ୍ଟିର ସୀମାକୁ ପ୍ରସାରିତ କରିଥାଏ । ପଟ୍ଟାମୁଣ୍ଡାଇରୁ ପ୍ରକାଶିତ ହୋଇ ଆସୁଥିବା ସର୍ଜନାର ଉର୍ମି ସାହିତ୍ୟ ଭୂମି ପତ୍ରିକାର ପଂଚମ୍ୱର୍ଷ…

ଶିକ୍ଷାବିତ ଲଷ୍ମୀଧର ଦାଶମହାପାତ୍ରଙ୍କ ପରଲୋକ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ଶିକ୍ଷାବିତ ଲଷ୍ମୀଧର ଦାଶ ମହାପାତ୍ରଙ୍କ ବେଲତଳ ବାସଭବନରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ମୃତ୍ୟୁ ଶଯ୍ୟା ନିକଟରେ ପୁଅ ବୋହୁ ଝିଅ ଜ୍ୱାଇଁ, ନାତିନାତୁଣୀ…

ସାହିତ୍ୟ ଭୂମି ପତ୍ରିକା ଉନ୍ମୋଚିତ

ପତ୍ରିକା ହଉବା ପୁସ୍ତକ ପଠନ ମଣିଷର ଭାବନା ସହିତ ଏକ ଅନ୍ତରଙ୍ଗ ସେତୁ ସୃଷ୍ଟି କରିଥାଏ । ପାଠକ ତାର ଅନ୍ତର୍ଦୃଷ୍ଟିର ସୀମାକୁ ପ୍ରସାରିତ କରିଥାଏ । ପଟ୍ଟାମୁଣ୍ଡାଇରୁ ପ୍ରକାଶିତ ହୋଇ ଆସୁଥିବା ସର୍ଜନାର ଉର୍ମି ସାହିତ୍ୟ ଭୂମି ପତ୍ରିକାର ପଂଚମ୍ୱର୍ଷ…

ମନଇଚ୍ଛା କାଟି ପାରିବେନି ତାଳଗଛ , ନିୟମ ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧/୭-ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି । ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ବଜ୍ରପାତ ରୋକିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି ଓଡିଶା ସରକାର । ବିନା ଅନୁମତିରେ…

ମରଣାନ୍ତଙ୍କ ଆକ୍ରମଣରେ ବୃଦ୍ଧା ନିହତ, ଥାନାରେ ୨ଅଟକ

କେନ୍ଦ୍ରାପଡ଼ା, ୩୦ା୬: ଏକ ମରଣାନ୍ତଙ୍କ ଆକ୍ରମଣରେ ଜଣେ ବୃଦ୍ଧା ନିହତ ହୋଇଥିବା ବେଳେ ସେହି ପରିବାରର ବହୁ ଆହତ ହୋଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ସାହସପୁର ଗ୍ରାମର ସ୍ୱର୍ଗତ…