ଇଣ୍ଡିଆ ବୁକ୍ ରେକର୍ଡରେ ସ୍ଥାନ ପାଇଲେ ସ୍ଵାତିସ୍ମିତା ସ୍ୱାଇଁ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦୋଶିଆ ୟୁଜିୟୁପି ସ୍କୁଲର ଛାତ୍ରୀ ସ୍ୱାତୀସ୍ମିତା ସ୍ୱାଇଁ ଚଳିତବର୍ଷ ନିମନ୍ତେ କ୍ରିଏଟିଭ ଆର୍ଟରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ଼ରେ ସ୍ଥାନ ପାଇଥିବାରୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ସ୍ୱାତୀସ୍ମିତ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଗରା…

କେନ୍ଦ୍ରାପଡାରେ ଅଗଷ୍ଟକ୍ରାନ୍ତି ଦିବସ ପାଳିତ

କେନ୍ଦ୍ରାପଡା,୯ା୮: କେନ୍ଦ୍ରାପଡା ସହରର ତିନିମୁହାଣୀସ୍ଥିତ ଗାନ୍ଧୀ ସ୍ମୃତିପୀଠ ଠାରେ ଆଜି ଅଗଷ୍ଟ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି । ଭାରତଛାଡ ଆନ୍ଦୋଳନକୁ ମନେ ପକାଇବା ସହିତ ଆଜିର ଯୁବ ଓ ଛାତ୍ର ସମାଜକୁ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଏହି…

ଜିଲ୍ଲାପାଳଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା, ୯ା୮: ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କୁ ଆଜି ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରଶାସନିକ ଅଧିକାରୀ ଓ କଲେକ୍ଟୋରେଟ ଷ୍ଟଫ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଦାୟକାଳୀନ ସମ୍ବର୍ଦ୍ଧନା…

ଯୁବାବସ୍ଥାରେ କିଡନୀ ରୋଗରେ ଶଯ୍ୟାଶାୟୀ ପୁଅ ଅର୍ଥ ଅଭାବ ଯୋଗୁଁ ହୋଇପାରୁନି ଚିକିତ୍ସା, ସହାୟତା ପାଇଁ ପରିବାରର ଆକୁଳ ନିବେଦନ

ଆଖିରେ ଝର ଝର ହୋଇ ଲୁହ ଝରୁଛି । ଥମିବାର ନା ନେଉନି । ଘରର ଭେଣ୍ଡିଆ ପୁଅ ଯେବେ ବାପା ମାଆଙ୍କୁ ପୋଷିବା ବୟସରେ କୌଣସି ରୋଗରେ ଆକ୍ରାନ୍ତ ହୋଇପଡେ ସେ ଅବା କଣ କରିବେ । ଘରର ପୁଅଟି…