ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ ଜିଲ୍ଲା କମିଟି ବୈଠକ : ତୁରନ୍ତ ମାସିକ ପାରିଶ୍ରମିକ ୨ହଜାର ଟଙ୍କା ବୃଦ୍ଧି ଓ ପେନସନ ପାଇଁ ନୂତନ ସରକାରଙ୍କ ନିକଟରେ ଦାବୀ

କେନ୍ଦ୍ରାପଡା,୧୧ା୮ : ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଗୋପ ଠାରେ ସାଥି ସୋହାନା ବେଗମଙ୍କ ସଭାପତିତ୍ୱରେ ସଙ୍ଘର ଜିଲ୍ଲା ସାଧାରଣ ପରିଷଦ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସଙ୍ଘର…

‘ସାଫ୍ରନ୍ ସୋର୍ଡସ୍‌’କୁ ନେଇ “ପୁସ୍ତକ ଚର୍ଚ୍ଚା’ କାର୍ଯ୍ୟକ୍ରମ

କେନ୍ଦ୍ରାପଡା,୧୧/୮:ସାମାଜିକ ସଂଗଠନ ‘ଜୟ ରାଷ୍ଟ୍ର’ ପକ୍ଷରୁ ପୁସ୍ତକ ଚର୍ଚ୍ଚା କାର୍ଯ୍ୟକ୍ରମ ତିନିମୁହାଣୀସ୍ଥିତ ଶ୍ରୀରାମ ମନ୍ଦିର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆରେ ଅନୁବାଦ ହୋଇଥିବା ବଙ୍ଗଳା ଲେଖିକା ମାନସୀ ସିହ୍ନା ରାଓଲଙ୍କ ରଚିତ ଇଂରାଜୀ ପୁସ୍ତକ “ସାଫ୍ରନ୍…

କେନ୍ଦ୍ରାପଡା ବ୍ଲକ ଓଷ୍ଟାର ସାମ୍ବିଧାନିକ ସମ୍ମିଳନୀ ଓ କର୍ମକର୍ତ୍ତା ଚୟନ

କେନ୍ଦ୍ରାପଡ଼ା, ୧୧ା୮: ଏହି ବ୍ଲକ୍ ଅନ୍ତର୍ଗତ କୁତରଙ୍ଗସ୍ଥିତ ମଦନମୋହନ ଜ୍ଞାନପୀଠଠାରେ କେନ୍ଦ୍ରାପଡା ବ୍ଲକ୍‌ର ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘର ରବିବାର ଦିନ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପସଭାପତି ରାଜକିଶୋର ନାୟକଙ୍କ ସଭାପତିତ୍ୱ କରିଥିଲେ । ଅନ୍ୟମାନଙ୍କ…

ଚଳନ୍ତା କାରରେ ଲାଗିଲା ନିଆଁ , ଅଳ୍ପକେ ବର୍ତିଲେ ଯାତ୍ରୀ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଏକ ଚଳନ୍ତା କାରରେ ହଠାତ ନିଆଁ ଲାଗି ଜଳିଯାଇଛି । କାର ଗାଡ଼ିଟି କଟକ-ଚାନ୍ଦବାଲି ରାସ୍ତାରେ ଯାଉଥିବା ବେଳେ କଷଣଅଂଟା ନିକଟରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ଗାଡ଼ିରେ ନିଆଁ ଲାଗିବା ପରେ ଗାଡ଼ିର…