ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ଜିଲ୍ଲା ଶାଖା ପକ୍ଷରୁ ସତ୍ୟାଗ୍ରହ

କେନ୍ଦ୍ରାପଡ଼ା,୧୨ା୮: ଉତ୍ତର ପ୍ରଦେଶର ବାରଣାସୀ ସ୍ଥିତ ସର୍ବୋଦୟ ସାଧନା କେନ୍ଦ୍ରକୁ କେନ୍ଦ୍ର ସରକାର ଉତ୍ତର ପ୍ରଦେଶ ପୋଲିସ ସହାୟତାରେ ଜୋରଜବରଦସ୍ତ ବୁଲଡୋଜର ଲଗାଇ ଭାଙ୍ଗି ମାଟିରେ ମିଶାଇଦେବା ସହ ସେଠାରେ ଥିବା ଗାନ୍ଧୀ-ସର୍ବୋଦୟ ପ୍ରକାଶନ ସଂସ୍ଥା ଓ ହଜାର ହଜାର ଦୁର୍ଲଭ…

କେନ୍ଦ୍ରାପଡାରେ ନୂତନ ଜିଲ୍ଲାପାଳଙ୍କ ଯୋଗଦାନ

କେନ୍ଦ୍ରାପଡ଼ା, ୧୨ା୮: କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଭାବେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସ୍ମୃତିରଞ୍ଜନ ପ୍ରଧାନ ଯୋଗ ଦେଇଛନ୍ତି । ଆଜି ସକାଳେ ତୁଳସୀକ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କୁ ସେ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପରେ…

ଆର୍‌.ଡି.ସି.ୱାଇ.ଓ.ଆନୁକୂଲ୍ୟରେ ବିଶ୍ୱ ଯୁବ ଦିବସ ପାଳିତ

କେନ୍ଦ୍ରାପଡା ୧୨/୮ – ବାରୋ ସ୍ଥିତ ଅଗ୍ରଣୀ ସ୍ୱେଚ୍ଛାସବୀ ଅନୁଷ୍ଠାନ ରୁରାଲ୍ ଡେଭ୍‌ଲପ୍‌ମେଂଟ୍ କଲ୍‌ଚ୍‌ରାଲ୍ ୟୁଥ୍ ଅର୍ଗାନାଇଜେସନ୍ ଆନୁକୂଲ୍ୟରେ ଭାବଗ୍ରାହୀ କଳା ନିକେତନର ଚିର ସବୁଜ ଅକ୍ଷୟ ମହାନ୍ତି କକ୍ଷରେ ଆନ୍ତର୍ଜାତୀୟ ଯୁବ ଦିବସ-୨୦୨୪ ଯଥାବିଧି ପାଳିତ ହୋଇଯାଇଛି । ସଂଗଠନର…

ବାସନ ମାଜିବା ପାଇଁ ଯାଇଥିବା ମହିଳା ନିଖୋଜ , କୁମ୍ଭୀର ଝାମ୍ପି ନେଇଥିବା ଆଶଙ୍କା

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳ ଅନ୍ତର୍ଗତ ଅଳପୁଆ ପଂଚାୟତ ଅଳପୁଆଡିଆ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ମଞ୍ଜୁଲତା ଭଞ୍ଜ(୫୦) ବ୍ରାହ୍ମଣୀ ନଦୀକୁ ବାସନ ମାଜିବାକୁ ଯାଇଥିଲେ । ତେବେ ବହୁ ସମୟ ଧରି ସେ ଘରକୁ ନଫେରିବାରୁ…

ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ସ୍ମୃତି କମିଟିର ନୂତନ କର୍ମକର୍ତ୍ତା ନିର୍ବାଚିତ

କେନ୍ଦ୍ରାପଡ଼ା,୧୧ା୮:ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟିର ନୂତନ କର୍ମକର୍ତ୍ତା ନିର୍ବାଚନ ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। କମିଟିର ସଭାପତି କରୁଣାକର ଦାସଙ୍କ ସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ଶ୍ରୀ ଦାସ କହିଥିଲେ…

ଆକସ୍ମିକ ଅଗ୍ନିକାଣ୍ଡରେ ଜଳିଗଲା ବୁଲେଟ

କେନ୍ଦ୍ରାପଡା,୧୧ା୮ : କେନ୍ଦ୍ରାପଡ଼ା ସହରର ବଡହାଟ ସ୍ଥିତ ପୂଜାରିଣୀ ଶାଢୀ ଦୋକାନ ସମ୍ମୁଖରେ ଥିବା ଏକ ବୁଲେଟ ହଠାତ ଜଳି ଉଠିଥିବା ଦେଖାଯାଇଥିଲା। ସ୍ଥାନୀୟ ଦୋକାନୀମାନେ ପାଣି ପକାଇ ସେହି ନିଆଁକୁ ଲିଭାଇବାକୁ ଚେଷ୍ଟା କରିଥିଲେବି ତାହା ସମ୍ଭବ ହୋଇନଥିଲା। ପରେ…