କେନ୍ଦ୍ରାପଡା ଜିଲ୍ଲା ସମନ୍ୱୟ ଓ ପରିଚାଳନା କମିଟି ବୈଠକ

କେନ୍ଦ୍ରାପଡ଼ା,୧୩ା୮: କେନ୍ଦ୍ରାପଡ଼ା ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି(ଦିସା) ବୈଠକ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କ ପଞ୍ଚାୟତରାଜ ଓ ପାନୀୟଜଳ ଯୋଗାଣ ବିଭାଗର ମିଳିତ ଆନୁକୂଲ୍ୟରେ…

ଗୋପବନ୍ଧୁ ପାଠାଗାରର ଶିକ୍ଷାର୍ଥୀମାନଙ୍କ ପକ୍ଷରୁ ସାଂସଦଙ୍କୁ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡା,୧୩ା୮ : କେନ୍ଦ୍ରାପଡା ଗୋପବନ୍ଧୁ ପାଠାଗାରକୁ ଦୈନିକ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷାର ପ୍ରସ୍ତୁତି ପାଇଁ ଆସୁଥିବା ଶିକ୍ଷାର୍ଥୀମାନେ ଆଜି କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ଏହି ପାଠାଗାରକୁ…

ଇନ୍ଦୁପୁର ଅରୋବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପକ୍ଷରୁ ନଳକୂପ ପାଇଁ ସାଂସଦଙ୍କୁ ଦାବିପତ୍ର

ଇନ୍ଦୁପୁର ଅରୋବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପକ୍ଷରୁ ଏକ ଗଭୀର ନଳକୂପ ଖୋଳାଯିବାକୁ କେନ୍ଦ୍ରାପଡା ଲୋକସଭା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ୧୯୯୦ମସିହାରେ ଇନ୍ଦୁପୁର ଠାରେ ଏହି ଶିକ୍ଷାକେନ୍ଦ୍ର ପ୍ରତିଷ୍ଠା କରାଯାଇଥିଲା। ଏହି…

କେନ୍ଦ୍ରାପଡା କଲେଜକୁ ସରକାରୀ ମାନ୍ୟତା ଦାବି

କେନ୍ଦ୍ରାପଡା,୧୩ା୮ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ସରକାରୀ ମହାବିଦ୍ୟାଳୟର ମାନ୍ୟତା ପ୍ରଦାନ କରିବା ପାଇଁ ଛାତ୍ରଛାତ୍ରୀମାନେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନିକଟରେ ଦାବି କରିଛନ୍ତି। ଛାତ୍ରଛାତ୍ରୀମାନେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ହେଉଛି ଜିଲ୍ଲାର ସର୍ବପୁରାତନ…

କେନ୍ଦ୍ରାପଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର କାଉଡି ଯାତ୍ରା

କେନ୍ଦ୍ରାପଡ଼ା,୧୩ା୮: ଆଜି ଶ୍ରାବଣ ମାସ ଶେଷ ସୋମବାର ଦିନ କେନ୍ଦ୍ରାପଡା ସାନ୍ତସାହିସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁବାଟିକା ଶ୍ରେଣୀର ଶିଶୁ ଭାଇଭଉଣୀମାନେ କାଉଡି ଯାତ୍ରାରେ ଯୋଗ ଦେଇଥିଲେ । ଏଥିରେ ୧୫ଜଣ ଶିଶୁ ପାଣି ଭାର ନେଇଥିଲେ । ଅନ୍ୟ ଶିଶୁମାନେ…

ଓଡିଶା ସ୍କୁଲ, କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି : ଅଗଷ୍ଟ ୧୬ ଭୁବନେଶ୍ୱର ଚାଲ

କେନ୍ଦ୍ରାପଡ଼ା,୧୩ା୮: ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, କେନ୍ଦ୍ରାପଡା ଜିଲ୍ଲା ଶାଖାର ଏକ ଜରୁରୀ ବୈଠକ ପଞ୍ଚାୟତ ହାଇସ୍କୁଲ ବାରିମୂଳଠାରେ ଜିଲ୍ଲା ଓଷ୍ଟା ସଭାପତି ପ୍ରମୋଦ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସମନ୍ୱୟ…

ପୁଣି ଲଜ୍ୟା : ୮ ବର୍ଷ ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ କୋର୍ଟ ଚାଲାଣ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଂଚଳରେ ଏକ ଲଜ୍ୟା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ଛାଡିଦେବାକୁ କହି ଚକୋଲେଟ୍ ଲୋଭ ଦେଖାଇ ଜଣେ ୮ ବର୍ଷର ନିଷ୍ପାପ ଓ ନିରୀହ ଶିଶୁ କନ୍ୟା ସହ ବଳାତ୍କାର ହୋଇଥିବା ଅଭିଯୋଗ…

ଇଣ୍ଡିଆ ବୁକ୍ ଅଫ ରେକର୍ଡସରେ ସ୍ଥାନ ପାଇଲେ ତୃତୀୟ ଶ୍ରେଣୀ ଛାତ୍ର

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବକ୍ତାରପୁର ନୋଡାଲ ଉପ୍ରା ବିଦ୍ୟାଳୟର ତୃତୀୟ ଶ୍ରେଣୀ ଛାତ୍ର ଜ୍ୟୋତିରଞ୍ଜନ ମହାନ୍ତି ଇଣ୍ଡିଆ ବୁକ୍ ଅଫ ରେକର୍ଡସରେ ସ୍ଥାନ ପାଇଥିବା ଜଣାପଡିଛି । ସେ ୮ ବର୍ଷ ବୟସରେ ଏହିଭଳି କ୍ଷାତି ଅର୍ଜନ କରିବା…

କେନ୍ଦ୍ରାପଡା ଗୁଲନଗର ପଞ୍ଚାୟତରେ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା,୧୩ା୮: ଦେଶ ପାଇଁ ତ୍ୟାଗ କରିଥିବା ସହିଦ୍‌ମାନଙ୍କ ସମ୍ମାନରେ “ଆଜାଦିର ଅମୃତ ମହୋତ୍ସବ” ପାଳନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଦିବସକୁ ଶ୍ରଦ୍ଧାର ସହିତ ପାଳନ କରିବା ପାଇଁ ସମସ୍ତ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି ।…

କୁମ୍ଭୀର ଟାଣି ନେଇଥିବା ମହିଳାଙ୍କର କ୍ଷତବିକ୍ଷତ ମୃତଦେହ ଉଦ୍ଧାର : ନଦୀକୂଳରେ କୁମ୍ଭୀର ସୁରକ୍ଷା ପ୍ରାଚୀର ନିର୍ମାଣ କରିବାକୁ ଦାବୀ

ବ୍ରାହ୍ମଣୀ ନଦୀରେ ସୋମବାର ଅପରାହ୍ନରେ କୁମ୍ଭୀର ଟାଣି ନେଇଥିବା ମହିଳାଙ୍କର ମୃତଦେହ ମଙ୍ଗଳବାର ସକାଳେ ଉଦ୍ଧାର କରାଯାଇଛି। ପ୍ରାୟ ୬ କିମି ଦୂର ପେଣ୍ଠପାଳ ନିକଟ ବ୍ରାହ୍ମଣୀ ନଦୀରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣଙ୍କ ହେଲେ କେନ୍ଦ୍ରପଡ଼ା…

Croc drags woman into Brahmani

PATTAMUNDAL: In probably the first case of crocodile attack this season, a 50-year old woman was reportedly dragged into the Brahmani river by a crocodile while she was washing utensils…

ଆକ୍ସନ ମୋଡ଼ରେ ପଟ୍ଟାମୁଣ୍ଡାଇ ପୋଲିସ, ୩୦ ୱାରେଂଟି କୋର୍ଟ ଚାଲାଣ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ କଡାକଡା ଆଇନଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ପାଇଁ ଆଦର୍ଶ ଥାନା ପୋଲିସ ଆକ୍ସନ ମୋଡ଼କୁ ଆସିଯାଇଛି । ବିଶେଷ କରି ବରିଷ୍ଠ ଅଭିଜ୍ଞ ପୋଲିସ ଇନ୍ସପେକ୍ଟର ସୁଶାନ୍ତ କୁମାର ସାହୁ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଆଇ…

ଶାନ୍ତି ଅହିଂସା ମାନବ ଧର୍ମ :ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ(ଶ୍ରୀମା)

  କେନ୍ଦ୍ରାପଡ଼ା,୧୨ା୮: ଆଜିକାଲି ସାରା ବିଶ୍ୱରେ ମାନବାଧିକାର ଲୋପ ପାଇବାକୁ ଲାଗିଲାଣି। ହିଂସା ଦ୍ୱେଷର ଲେଲିହାନ ଶିଖାରେ ବିଶ୍ୱର ଅନେକ ରାଷ୍ଟ୍ର ଆଜି ଜର୍ଜରିତ। ଋଷ୍ ଓ ୟୁକ୍ରେନ ଏବଂ ଇସ୍ରାଏଲ ଓ ପାଲେଷ୍ଟାଇନ୍ ମଧ୍ୟରେ ଚାଲିଥିବା ଯୁଦ୍ଧରେ ହଜାର ହଜାର…

କିଡନୀ ପିଡିତଙ୍କୁ ବାଞ୍ଛାନିଧି ଦାସ, ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସହାୟତା

କେନ୍ଦ୍ରାପଡା,୧୨ା୮ : ରାଜ୍ୟର ଅଗ୍ରଣୀ ସ୍ୱେଛାସେବୀ ସଂଗଠନ ବାଞ୍ଛାନିଧି ଦାସ, ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ଗ୍ରାମପଞ୍ଚାୟତର ଅଢାଖଣ୍ଡ ମଠସାହି ଗ୍ରାମର କିଡନୀ ପିଡିତ କୃତିବାସ ସାହଙ୍କୁ ଆର୍ଥିକ ସହାୟତା ପ୍ରଦାନ…