ବକେୟା ଦରମା ଦାବୀରେ ସଫେଇ କର୍ମଚାରୀଙ୍କ ତାଲା ବନ୍ଦ ଆନ୍ଦୋଳନ



କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦର ସଫେଇ କର୍ମଚାରୀମାନେ ଦୀର୍ଘ ଦିନ ଧରି ଦରମା ପାଇବାରୁ ବଂଚିତ ହୋଇଥିବାରୁ ପ୍ରତିବାଦରେ ଆଜି ପୌର ପରିଷଦର ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ ।  ଏଥିରେ ବହୁ ସଫେଇ କର୍ମଚାରୀ ସାମିଲ ହୋଇଥିଲେ । ପୌର ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ଗିରି ଖୁବ ଶୀଘ୍ର ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶୃତି ଦେବା ପରେ ତାଲା ବନ୍ଦ ଆନ୍ଦୋଳନ ପ୍ରତ୍ୟାହାର କରିନିଆଯାଇଥିଲା ।


Next Post

ପଟ୍ଟାମୁଣ୍ଡାଇ ବିଜେଡି ଅଫିସରେ ସ୍ୱାଧୀନତା ଦିବସ

Sat Aug 17 , 2024
ପଟ୍ଟାମୁଣ୍ଡାଇ ବିଜେଡି ଅଫିସ ଠାରେ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ, ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ପୌର ପରିଷଦ ଅଧକ୍ଷ ହେମନ୍ତ ସାହୁ, ବ୍ଲକ ବିଜେଡି ସଭାପତି କିଶୋର ସାହୁ, ଉପସଭାପତି ଅରକ୍ଷିତ ସାହୁ , ନଗର ବିଜେଡି ସଭାପତି ବୁଢ଼ା ଲେଙ୍କା, ନଗର ଯୁବବିଜେଡି ସଭାପତି ଅଶୋକ ଧଳ, ଜିଲ୍ଲା ପରିଷଦ […]

KANIKA