କେନ୍ଦ୍ରାପଡାରେ ବିଶ୍ୱ ସଂସ୍କୃତ ଦିବସ ପାଳିତ

କେନ୍ଦ୍ରାପଡ଼ା ୨୨ା୮: ସଂସ୍କୃତ ଭାରତୀ ଆନୁକୂଲ୍ୟରେ ବିଶ୍ୱ ସଂସ୍କୃତ ଦିବସ କେନ୍ଦ୍ରାପଡ଼ା ଜିଲ୍ଲା ଶାଖା ପକ୍ଷରୁ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପରିସରରେ ପାଳିତ ହୋଇଯାଇଛି। ପ୍ରଥମେ ପଣ୍ଡିତ ମାନଙ୍କ ଦ୍ୱାରା ବଳଦେବ ସହସ୍ରନାମ ପାଠ କରାଯାଇଥିଲା। ସଂସ୍କୃତ ବ୍ୟାକରଣ ପ୍ରଣେତା ତଥା ବ୍ୟାକରଣ…

ଇନ୍ଦୁପୁର ହତ୍ୟାକାଣ୍ଡରେ ୬ ଗିରଫ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁର ବିରୂପା ନଦୀ ଉପରୁ ଜଣେ ଯୁବକ ମଂଟୁଙ୍କୁ କେତେଜଣ ଯୁବାକ ବାଡେଇ ବାଡେଇ ପୋଲ ଉପରୁ ନଦୀକୁ ଫିଙ୍ଗିଦେବା ଘଟଣାରେ ନିକିରାଇ ପୋଲିସ ବିଭିନ୍ନ ସ୍ଥାନରୁ ଚଢାଉ କରି ସମସ୍ତ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ଉପ ନିର୍ବାଚନ , ଲିଲିତା ଦାସ ନିଦ୍ୱର୍ନ୍ଦ୍ୱରେ ବିଜୟୀ

କେନ୍ଦ୍ରାପଡ଼ା,୨୨ା୮:କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସଭାପତି ଉପ ନିର୍ବାଚନରେ କେନ୍ଦ୍ରାପଡା ବ୍ଲକର ୫ ନଂ. ଜୋନ ଜିଲ୍ଲା ପରିଷଦ ସଭ୍ୟା ଲିଲିତା ଦାସ ନିଦ୍ୱର୍ନ୍ଦ୍ୱରେ ବିଜୟୀ ହୋଇଛନ୍ତି। ନବୀନ ନିବାସରୁ ଆସିଥିବା ବନ୍ଦ ଲଫାପାରେ ଲିଲିତାଙ୍କ ନାମ ରହିଥିଲା। ବିଜୟୀ ହେବା ପରେ…

ସିଲିଣ୍ଡର ଫାଟି ଭାଇ ଭଉଣୀଙ୍କ ମୃତ୍ୟୁ ଘଟଣା ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଏନ୍‌ଏଚ୍‌ଆରସିରେ ମାମଲା

କେନ୍ଦ୍ରାପଡ଼ା,୨୨ା୮: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ରନ୍ଧନ ଗ୍ୟାସ ସିଲିଣ୍ଡର ଫାଟି ଭାଇ ଭଉଣୀଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ସଂପୃକ୍ତ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବା ପାଇଁ ଜାତୀୟ ମାନବାଧିକାର ଆୟୋଗରେ ଏକ…

ବୈଜୟନ୍ତଙ୍କ ପଟ୍ଟାମୁଣ୍ଡାଇ ଗସ୍ତ ଭବ୍ୟ ସମ୍ବର୍ଦ୍ଧନା ଦେଲେ ଭାଜପା କର୍ମୀ

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଗୁରୁବାର ପଟ୍ଟାମୁଣ୍ଡାଇ ଅଂଚଳ ଗସ୍ତରେ ଆସି ଅଂଚଳର ବିକାଶ ସମ୍ପର୍କରେ ଅନୁଧ୍ୟାନ କରିବା ସହିତ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ । ସାଂସଦ ପଣ୍ଡା ହେଲିକ୍ୟାପ୍ଟର ଯୋଗେ କଖାରୁଣୀ ପଡିଆରେ ଅବତରଣ…

ବିପ୍ଳବୀ ଆନନ୍ଦ ଜେନା ସ୍ମୃତି କମିଟି ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ

କେନ୍ଦ୍ରାପଡ଼ା, ୨୧ା୮: ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ କେନ୍ଦ୍ରାପଡାରେ ନୂତନ ଭାବେ ଯୋଗଦେଇଥିବା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ସ୍ୱାଗତ କରାଯାଇଛି। ଏହି ଉପଲକ୍ଷେ କମିଟିର ସଭାପତି ତଥା ବରିଷ୍ଠ ଆଇନଜୀବୀ ବିଚିତ୍ରାନନ୍ଦ ମହାନ୍ତି, ଉପସଭାପତି ସଞ୍ଜୟ କୁମାର…